Wednesday, May 14, 2025
No Result
View All Result
Odisha 365

Latest News

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ମନୋରଞ୍ଜନ

ଟଙ୍କା ଫିଙ୍ଗି ଫିଲ୍ମକୁ ହିଟ୍ କରନ୍ତି କରଣ

param by param
Jul 31, 2023, 11:56 pm GMT+0530
FacebookTwitterWhatsAppTelegram

ନ୍ୟୁଜ ୩୬୫ (ବ୍ୟୁରୋ): ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ୍ ଙ୍କ ଟାର୍ଗେଟରେ ବଲିଉଡ ପ୍ରଯୋଜକ-ନିର୍ଦ୍ଦେଶକ କରଣ ଜୋହର । ଇନଷ୍ଟାଗ୍ରାମରେ କରଣଙ୍କୁ ଶକୁନି କହିସାରିଥିବା କଙ୍ଗନା ଏବେ ତାଙ୍କ ଉପରେ ଏକ ବଡ଼ ଆରୋପ ଲଗାଇଛନ୍ତି। ସେ କହିଛନ୍ତି ଯେ କରଣ ଟଙ୍କା ଫିଙ୍ଗି ଫିଲ୍ମକୁ ହିଟ୍ କରାଇପାରନ୍ତି । ସୂଚନାଅନୁଯାୟୀ ଅଭିନେତ୍ରୀ କଙ୍ଗନା ତାଙ୍କ ଇନଷ୍ଟାରେ ଏକ ଭିଡିଓ ପୋଷ୍ଟ କରି ଲେଖିଛନ୍ତି ଯେ, କରଣ ଜୋହର ଟଙ୍କା ଦେଇ ରିଲିଜ୍ ହୋଇଥିବା ଫିଲ୍ମର ଭଲ ରିଭ୍ୟୁ ଦେବାକୁ କୁହନ୍ତି। ଗତକାଲି କଙ୍ଗନା ନିଜ ଅଫିସିଆଲ୍ ଇନଷ୍ଟାଗ୍ରାମ ଆକାଉଣ୍ଟରେ କରଣଙ୍କର ଏକ ପୁରୁଣା ଭିଡିଓ ପୋଷ୍ଟ କରିଥିଲେ ।

ଏଥିରେ ନିର୍ଦ୍ଦେଶକ କରଣ ଜୋହର ଜଣେ ଛାତ୍ରଙ୍କ ପ୍ରଶ୍ନର ଉତ୍ତର ଦେଇ କହୁଥିଲେ ଯେ ସଂଖ୍ୟା ବଦଳାଯାଇପାରିବ ଏବଂ ଟଙ୍କା ଦେଇ କିଛି କି ପରିବର୍ତ୍ତନ କରାଯାଇପାରିବ। କରଣଙ୍କ ଏହି ଭିଡିଓ ସେୟାର କରି କଙ୍ଗନା ନିଜ ଇନଷ୍ଟାଗ୍ରାମରେ ଲେଖିଛନ୍ତି, କରଣ ଜୋହର କହୁଛନ୍ତି ଯେ ସେ ଟଙ୍କା ଫିଙ୍ଗି କିଛି ବି କରିପାରିବେ। ଲୋକମାନଙ୍କ ମନରେ କିଛି ବି ଧାରଣା ତିଆରି କରିପାରିବେ। ସେ କେବଳ ନିଜ ଫିଲ୍ମ ହିଟ୍ କରାଇବାକୁ ଏଭଳି କରନ୍ତି ନା ଅନ୍ୟର ହିଟ୍ ଫିଲ୍ମକୁ ଫ୍ଲପ କରିବା ପାଇଁ ମଧ୍ୟ ସେ ଟଙ୍କା ଦିଅନ୍ତି। ଏଭଳି କହି କରଣଙ୍କୁ ସୋସିଆଲ ମିଡିଆରେ ଟାର୍ଗେଟ କରିଥିଲେ । 

Tags: NULL
ShareTweetSendShare

RelatedNews

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ
Latest News

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ

ବ୍ୟାନ ହେଲା ପାକ ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ
Latest News

ବ୍ୟାନ ହେଲା ପାକ ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ

ସଲମାନଙ୍କୁ ବାରମ୍ବାର ମିଳୁଛି ହତ୍ୟା ଧମକ
ମନୋରଞ୍ଜନ

ସଲମାନଙ୍କୁ ବାରମ୍ବାର ମିଳୁଛି ହତ୍ୟା ଧମକ

ପୁଣି ଥରେ ମା’ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଗୌହର ଖାନ
Entertainment

ପୁଣି ଥରେ ମା’ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଗୌହର ଖାନ

ରାଷ୍ଟ୍ରୀୟ ସମ୍ମାନ ସହ ହୋଇଛି ମନୋଜ କୁମାରଙ୍କ ଶେଷକୃତ୍ୟ
Latest News

ରାଷ୍ଟ୍ରୀୟ ସମ୍ମାନ ସହ ହୋଇଛି ମନୋଜ କୁମାରଙ୍କ ଶେଷକୃତ୍ୟ

Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.