Sunday, May 11, 2025
No Result
View All Result
Odisha 365

Latest News

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ମନୋରଞ୍ଜନ

ଜନ୍ମ ଦିନରେ କିଆରାଙ୍କୁ ନିରାଶ କଲେ ସ୍ୱାମୀ 

param by param
Aug 1, 2023, 11:13 pm GMT+0530
FacebookTwitterWhatsAppTelegram

ନ୍ୟୁଜ ୩୬୫ (ବ୍ୟୁରୋ): ଗତକାଲି ଜୁଲାଇ ୩୧ ତାରିଖରେ କିଆରା ତାଙ୍କର ୩୧ତମ ଜନ୍ମଦିନ ପାଳନ କରିଥିଲେ । ସିଦ୍ଧାର୍ଥ ମାଲହୋତ୍ରାଙ୍କ ସହିତ ବିବାହ ପରେ ଏହା କିଆରାଙ୍କର ପ୍ରଥମ ଜନ୍ମଦିନ ଥିଲା ।ଏହି ଅବସରରେ ସେ ଏକ ଭିଡିଓ ସେୟାର କରିଛନ୍ତି, ଯାହା ଏବେ ଭାଇରାଲ ହେବାରେ ଲାଗିଛି । କିଆରା କ୍ୟାପସନରେ, ‘ମୋତେ ଜନ୍ମଦିନର ଶୁଭେଚ୍ଛା’ ବୋଲି ଲେଖିଛନ୍ତି । ଆଉ ଏହି ଭିଡିଓରେ କିଆରା ଏବଂ ସିଦ୍ଧାର୍ଥ ମଲହୋତ୍ରା ସମୁଦ୍ରକୁ ଡେଇଁଥିବାର ନଜର ଆସିଛନ୍ତି। ଏଥିରେ ଅଭିନେତ୍ରୀ କଳା ରଙ୍ଗର ଏକ ବିକିନି ପିନ୍ଧିଛନ୍ତି, ଯାହାର ମୂଲ୍ୟ ପ୍ରାୟ ୬୫ ହଜାର ଟଙ୍କା ବୋଲି କୁହାଯାଉଛି। ଏହି ଭିଡିଓକୁ ବର୍ତ୍ତମାନ ପର୍ୟ୍ୟନ୍ତ ୨୫ ଲକ୍ଷରୁ ଅଧିକ ଲୋକ ପସନ୍ଦ କରିଛନ୍ତି।

ସେପଟେ ସିଦ୍ଧାର୍ଥ ମଲହୋତ୍ରା ଏବଂ କିଆରା ଆଡଭାନୀଙ୍କ ପ୍ରେମ କାହାଣୀ ‘ସେର୍‌ଶାହା’ ଚଳଚ୍ଚିତ୍ରର ସେଟରୁ ଆରମ୍ଭ ହୋଇଥିଲା ।ଏହା ପରେ ଚଳିତବର୍ଷ ଫେବ୍ରୁଆରି ୭ ତାରିଖରେ ଏହି ଦମ୍ପତିଙ୍କ ବିବାହ ରାଜସ୍ଥାନର ସୂର୍ୟ୍ୟଗଡ ପ୍ୟାଲେସରେ ହୋଇଥିଲା। ବର୍ତ୍ତମାନ ଦୁହେଁ ସେମାନଙ୍କ ବିବାହିତ ଜୀବନକୁ ବହୁତ ଉପଭୋଗ କରୁଛନ୍ତି।

Tags: NULL
ShareTweetSendShare

RelatedNews

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ
Latest News

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ

ବ୍ୟାନ ହେଲା ପାକ ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ
Latest News

ବ୍ୟାନ ହେଲା ପାକ ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ

ସଲମାନଙ୍କୁ ବାରମ୍ବାର ମିଳୁଛି ହତ୍ୟା ଧମକ
ମନୋରଞ୍ଜନ

ସଲମାନଙ୍କୁ ବାରମ୍ବାର ମିଳୁଛି ହତ୍ୟା ଧମକ

ପୁଣି ଥରେ ମା’ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଗୌହର ଖାନ
Entertainment

ପୁଣି ଥରେ ମା’ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଗୌହର ଖାନ

ରାଷ୍ଟ୍ରୀୟ ସମ୍ମାନ ସହ ହୋଇଛି ମନୋଜ କୁମାରଙ୍କ ଶେଷକୃତ୍ୟ
Latest News

ରାଷ୍ଟ୍ରୀୟ ସମ୍ମାନ ସହ ହୋଇଛି ମନୋଜ କୁମାରଙ୍କ ଶେଷକୃତ୍ୟ

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.