Monday, May 12, 2025
No Result
View All Result
Odisha 365

Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଇତିହାସ ଏବଂ ସଂସ୍କୃତି

ଆଜି ଅଗଷ୍ଟ କ୍ରାନ୍ତି ଦିବସ: ମନେପଡ଼େ ଭାରତ ଛାଡ଼ ଆନ୍ଦୋଳନର ଡାକରା

param by param
Aug 9, 2023, 09:45 pm GMT+0530
FacebookTwitterWhatsAppTelegram

ନ୍ୟୁଜ୍ 365(ବ୍ୟୁରୋ): ନିର୍ଯାତନା ଅସହ୍ୟ ହେଉଥିଲା,କାରାବରଣ କରୁଥିଲେ ଅନେକ ସ୍ବାଧିନତା ସଂଗ୍ରାମୀ । ଫିରିଙ୍ଗିକୁ ଜବାବ ଦେବାକୁ ମେଳି ବାନ୍ଧୁଥିଲା ଆନ୍ଦୋଳନ। ୧୯୪୨ ମସିହା ଅଗଷ୍ଟ ୯ ତାରିଖ, ଆଜିର ଦିନରେ ଭାରତକୁ ବ୍ରିଟିଶମୁକ୍ତ କରିବାକୁ ଭାରତ ଛାଡ଼ ଆନ୍ଦୋଳନର ସୂତ୍ରପାତ ହୋଇଥିଲା । ବ୍ରିଟିଶ ଶାସନ ବିରୁଦ୍ଧରେ ଜୀବନର ଶେଷ ନିଶ୍ୱାସ ପର୍ଯ୍ୟନ୍ତ ସଂଗ୍ରାମ ଜାରି ରହିବ ବୋଲି ଶିବାଜୀ ପାର୍କ ଏବେକାର କ୍ରାନ୍ତି ମୈଦାନରେ ବ୍ରିଟିଶ ଶାସନ ବିରୁଦ୍ଧରେ ଶପଥ ନେଇଥିଲେ ସଂଗ୍ରାମୀ । ସ୍ଲୋଗାନ ଥିଲା “କର ବା ମର”। ଭାରତବାସୀ ଏକଜୁଟ୍‌ ହୋଇ ବ୍ରିଟିଶଙ୍କ ବିରୋଧରେ ଆରମ୍ଭ କରିଥିଲେ ଲଢ଼େଇ । ବ୍ରିଟିଶମାନେ ପରବର୍ତ୍ତି ସମୟରେ ମୁଣ୍ଡ ନୁଆଇଁବାକୁ ବାଧ୍ୟହୋଇଥିଲେ ।

୧୯୪୨ ମସିହା ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ଭାରତର ସହାୟତା ବଦଳରେ ଇଂରେଜମାନେ ଭାରତକୁ ମୁକ୍ତ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ପରବର୍ତ୍ତୀ ସମୟରେ ନିଜ କଥାରୁ ଓହରି ଯାଇଥିଲେ। ଯାହା ଫଳରେ ଇଂରେଜଙ୍କଠାରୁ ସ୍ୱାଧିନତା ଛଡ଼ାଇ ଆଣିବା ଲାଗି ସେତେବେଳେ ଗାନ୍ଧିଜୀ ଭାରତ ଛାଡ଼ ଆନ୍ଦୋଳନର ଡାକରା ଦେଇଥିଲେ। ୧୯୪୨ ମସିହାରେ ଭାରତୀୟ ରାଷ୍ଟ୍ରୀୟ କଂଗ୍ରେସ ସମିତି ପକ୍ଷରୁ ଏହି ପ୍ରସ୍ତାବକୁ ପାରିତ କରାଯାଇଥିଲା। ଏହାପରେ ଇଂରେଜମାନେ ଗାନ୍ଧିଜୀଙ୍କୁ ପୁନେର ଆଗା ଖାଁ ପ୍ୟାଲେସର ବନ୍ଦୀ କରି ରଖିଥିଲେ। ଅବଶ୍ୟ ଗାନ୍ଧିଜୀ ଅଂହିସା ଭାବେ ଏହି ଆନ୍ଦୋଳନର ଡାକରା ଦେଇଥିଲେ। ମାତ୍ର ଆନ୍ଦୋଳନ ସମୟରେ ଅନେକ ସ୍ଥାନରେ ହିଂସା, ଦଙ୍ଗା ଆଦି ଦେଖିବାକୁ ମିଳିଥିଲା। ଆନ୍ଦୋଳନକୁ ଭଣ୍ଡୁର କରିବାକୁ ଯାଇ ସମସ୍ତ ନେତା, ଅନ୍ୟ କ୍ରାନ୍ତିକାରୀ ଏବଂ ସଂଗ୍ରାମୀମାନଙ୍କୁ ମଧ୍ୟ ଗିରଫ କରାଯାଇଥିଲା।

ଅଗଷ୍ଟ ୯ ତାରିଖ ଭାରତ ଇତିହାସରେ ସ୍ମରଣୀୟ ଦିନ। ସ୍ୱାଧୀନତା ପରଠୁ ଏହି ଦିନକୁ ସାରାଦେଶ ଅଗଷ୍ଟ କ୍ରାନ୍ତି ଦିବସ ଭାବେ ପାଳନ କରିଆସୁଛି। ସେହି ସମୟରେ ଇଂରେଜଙ୍କ କବଳରୁ ବର୍ତ୍ତି ଯାଇଥିବା ଜଣେ କ୍ରାନ୍ତିକାରୀ ଯୁବା ନେତ୍ରୀ ଅରୁଣା ଆସିଫ ଅଲ୍ଲୀ ୧୯୪୨ ମସିହା ଅଗଷ୍ଟ ୯ ତାରିଖରେ ମୁମ୍ବାଇର ଗ୍ଵାଲିଆ ଟ୍ୟାଙ୍କ ମଇଦାନ ବା ବର୍ତ୍ତମାନର କ୍ରାନ୍ତି ମଇଦାନରେ ତ୍ରିରଙ୍ଗା ଉଡ଼ାଇ ଭାରତ ଛାଡ଼ ଆନ୍ଦୋଳନର ଶୁଭାରମ୍ଭ କରିଥିଲେ। ଏହି ଆନ୍ଦୋଳନ ଦୋହଲାଇ ଦେଇଥିଲା ବ୍ରିଟିଶ ସାମ୍ରାଜ୍ୟକୁ। ପରବର୍ତ୍ତୀ ସମୟରେ ଆନ୍ଦୋଳନ ତୀବ୍ର ରୂପ ଧାରଣା କରିଥିଲା ଏବଂ ଦ୍ୱିତୀୟ ବିଶ୍ୱଯୁଦ୍ଧ ଯୋଗୁଁ ଅଣ୍ଟା ସଳଖି ପାରୁନଥିବା ଇଂରେଜ ମାନଙ୍କର ଅସ୍ତିତ୍ୱକୁ ଏହା ଏକ ପ୍ରକାର ଦୋହଲାଇ ଦେଇଥିଲା।

ଫଳସ୍ୱରୂପ ୧୯୪୨ରୁ ଆରମ୍ଭ ହୋଇଥିବା ଆନ୍ଦୋଳନକୁ ୧୯୪୭ରେ ସଫଳତା ମିଳିଥିଲା। ୧୯୪୭ ଅଗଷ୍ଟ ୧୫ ତାରିଖରେ ଭାରତ ଇଂରେଜ ଶାସନ କବଳରୁ ମୁକ୍ତ ହୋଇ ସ୍ୱାଧୀନତାର ସ୍ବାଦ ଚାଖିଥିଲା। ପରାଧିନତାର ଶୃଙ୍ଖଳରୁ ମୁକ୍ତ ହୋଇଥିଲେ ସଭିଏଁ । ଅଗଷ୍ଟ ମାସ ଥିଲା ଭାରତ ଇତିହାସରେ ସ୍ୱାଧୀନତା ସଂଗ୍ରାମର ଶେଷ ପର୍ଯ୍ୟାୟ । ଆଜି ସେହି ମହାନ ସଂକଳ୍ପର ସ୍ମୃତି ଚାରଣ କରୁଛି ଭାରତ ବର୍ଷ। ଦେଶ ପାଇଁ ଜୀବନ ଦେଇଥିବା ସେହି ସଂଗ୍ରାମୀମାନଙ୍କ ବଳିଦାନକୁ ମନେ ପକାଉଛନ୍ତି କୋଟି କୋଟି ଭାରତୀୟ। ତାଙ୍କ ସ୍ତୁତିକୁ ମନେ ପକାଇ ଦେଶ ପାଳୁଛି କ୍ରାନ୍ତି ଦିବସ। ମନେ ପଡୁଛି ସଂଗ୍ରାମୀଙ୍କ ସଂଘର୍ଷ ଗାଥା,ସେମାନଙ୍କ ପରାକ୍ରମ ପ୍ରତିଟି ଭାରତୀୟଙ୍କ ଛାତି କୁଣ୍ଢେମୋଟ କରିଦେଉଛି।

Tags: NULL
ShareTweetSendShare

RelatedNews

ଚଳିତବର୍ଷ ବେଶ୍‌ ଆଡ଼ମ୍ବରରେ ପାଳନ ହେବ ‘ଓଡ଼ିଆ ପକ୍ଷ’ : ସୂର୍ଯ୍ୟବଂଶୀ ସୂରଜ
Latest News

ଚଳିତବର୍ଷ ବେଶ୍‌ ଆଡ଼ମ୍ବରରେ ପାଳନ ହେବ ‘ଓଡ଼ିଆ ପକ୍ଷ’ : ସୂର୍ଯ୍ୟବଂଶୀ ସୂରଜ

ଔରଙ୍ଗଜେବଙ୍କ ସମାଧି ଭାଙ୍ଗିବା ଦାବିକୁ ନେଇ ମହାରାଷ୍ଟ୍ରରେ ଉତ୍ତେଜନା ବୃଦ୍ଧି ପାଉଛି
ଇତିହାସ ଏବଂ ସଂସ୍କୃତି

ଔରଙ୍ଗଜେବଙ୍କ ସମାଧି ଭାଙ୍ଗିବା ଦାବିକୁ ନେଇ ମହାରାଷ୍ଟ୍ରରେ ଉତ୍ତେଜନା ବୃଦ୍ଧି ପାଉଛି

ଆଦିବାସୀ ନୃତ୍ୟ କଳା ଓ ସଂଗୀତ  ଓଡିଶା ମାଟିକୁ ସମୃଦ୍ଧ କରିଛି – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଇତିହାସ ଏବଂ ସଂସ୍କୃତି

ଆଦିବାସୀ ନୃତ୍ୟ କଳା ଓ ସଂଗୀତ ଓଡିଶା ମାଟିକୁ ସମୃଦ୍ଧ କରିଛି – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଏରୋସ୍ପେସ ଇଞ୍ଜିନିୟରିଂରୁ ସନ୍ନ୍ୟାସୀ ବାବା ଅଭୟ ସିଂ
ଆଧ୍ୟାତ୍ମିକ

ଏରୋସ୍ପେସ ଇଞ୍ଜିନିୟରିଂରୁ ସନ୍ନ୍ୟାସୀ ବାବା ଅଭୟ ସିଂ

ବୀର ବାଲ ଦିବସରେ ନୋଏଡା ଠାରେ ଆରଏସଏସ ଦ୍ୱାରା ଆୟୋଜିତ ପଥ ଗତିବିଧି ସଂଚାଳନ
ଇତିହାସ ଏବଂ ସଂସ୍କୃତି

ବୀର ବାଲ ଦିବସରେ ନୋଏଡା ଠାରେ ଆରଏସଏସ ଦ୍ୱାରା ଆୟୋଜିତ ପଥ ଗତିବିଧି ସଂଚାଳନ

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.