Saturday, June 28, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ବ୍ୟବସାୟ

ପୁଞ୍ଜି ନିବେଶ ରେସରେ ଓଡ଼ିଶା; ରିପୋର୍ଟ ପ୍ରକାଶ କଲା ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ

param by param
Aug 21, 2023, 06:13 pm GMT+0530
FacebookTwitterWhatsAppTelegram

ଓଡ଼ିଶା 365 (ବ୍ୟୁରୋ): ପୁଞ୍ଜି ନିବେଶରେ ରେକର୍ଡ କଲା ଓଡ଼ିଶା । ଦେଶର ପ୍ରଥମ ପାଞ୍ଚଟି ରାଜ୍ୟ ଭିତରେ ସ୍ଥାନ ପାଇଛି ଓଡ଼ିଶା । ଉତ୍ତରପ୍ରଦେଶ, ଗୁଜୁରାଟ ପରେ ଓଡ଼ିଶା ତୃତୀୟ ସ୍ଥାନରେ ରହିଛି । ବ୍ୟାଙ୍କ ଋଣ ସହାୟତାରେ ଉତ୍ତରପ୍ରଦେଶ, ଗୁଜୁରାଟ, ଓଡ଼ିଶା, ମହାରାଷ୍ଟ୍ର, କର୍ଣ୍ଣାଟକ ରାଜ୍ୟରେ ୫୭ ପ୍ରତିଶତରୁ ଅଧିକ ପୁଞ୍ଜି ନିବେଶ ହୋଇଛି । ଗତ ଆର୍ଥିକ ବର୍ଷରେ ଦେଶର ବିଭିନ୍ନ ରାଜ୍ୟରେ ପୁଞ୍ଜି ନିବେଶ ନେଇ ଏଭଳି ରିପୋର୍ଟ ପ୍ରକାଶ କରିଛି ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ।

ଓଡ଼ିଶାରେ ୧୧.୮ ପ୍ରତିଶତ ପୁଞ୍ଜି ନିବେଶ ଯୋଗୁ ଓଡ଼ିଶା ତୃତୀୟ ସ୍ଥାନରେ ରହିଛି । ପୁଞ୍ଜି ନିବେଶରେ ସବୁଠୁ ପଛରେ ଅଛନ୍ତି ଗୋଆ ଏବଂ କେରଳ ।

ରିପୋର୍ଟ ମୁତାବକ ୨୦୨୨-୨୩ ଆର୍ଥିକ ବର୍ଷରେ ଦେଶରେ ବ୍ୟାଙ୍କ ସହାୟତାରେ ୮୦ ପ୍ରତିଶତ ଅର୍ଥ ନୂଆ ପ୍ରକଳ୍ପରେ ବିନିଯୋଗ ହୋଇଛି । ଯାହାକି ବିଗତ ୮ ବର୍ଷରେ ସର୍ବ କାଳିନ ରେକର୍ଡ । ୯୮୨ଟି ପ୍ରକଳ୍ପ ପାଇଁ ମୋଟ୍ ୩ ଲକ୍ଷ୍ୟ ୫୨ ହଜାର ୬୨୪ କୋଟି ଟଙ୍କାର ବ୍ୟାଙ୍କ ଋଣ ସହାୟତା ପ୍ରଦାନ କରିଛି ।

ସେଥିରୁ ୫୪୭ଟି ପ୍ରକଳ୍ପ ପାଇଁ ୨ ଲକ୍ଷ ୬୬ ହଜାର ୫୪୭ କୋଟି ଟଙ୍କା ବ୍ୟାଙ୍କ ଋଣ ପ୍ରଦାନ କରିଛି । ଯାହାକି ୨୦୨୧ -୨୨ ଆର୍ଥିକ ବର୍ଷ ତୁଳନାରେ ୮୭.୭ ପ୍ରତିଶତ ଅଧିକ । ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ଉନ୍ନତଭିତ୍ତିଭୂମି ଓ ଶିଳ୍ ପ୍ରତିଷ୍ଠା ପାଇଁ ଅନୁକୂଳ ବାତାବରଣ ଯୋଗୁ ପୁଞ୍ଜିର ଶୁଅ ଛୁଟିଛି । ବୈମାନିକ ସେବା କ୍ଷେତ୍ରରେ ରାଜ୍ୟରେ ହୋଇଛି ଅଧିକ ପୁଞ୍ଜି ବିନିଯୋଗ ।

ଓଡ଼ିଶା ସରକାରଙ୍କ ବିକାଶମୁଖୀ ଶିଳ୍ପ ନୀତିଯୋଗୁ ରାଜ୍ୟରେ ଶିଲ୍ପ ପ୍ରତିଷ୍ଠା ପାଇଁ ପୁଞ୍ଜି ନିବେଶକାରୀ ।

୨୦୨୨ ଏପ୍ରିଲରୁ ବ୍ୟାଙ୍କ ସହାୟତାରେ ରାଜ୍ୟରେ ଶିଳ୍ପ ପ୍ରତିଷ୍ଠା ପାଇଁ ଅଧିକ ବିନିଯୋଗ ହୋଇଛି । ରିଜର୍ଭ ବ୍ୟାଙ୍କ ଇଣ୍ଡିଆର ରିପୋର୍ଟ ଅନୁଯାଇ ଓଡ଼ିଶା ସମେତ ପାଞ୍ଚଟି ରାଜ୍ୟରେ ଉନ୍ନତ୍ତ ଶିଳ୍ପ ଭତ୍ତିଭୂମି ଓ ସରକାରୀ ପ୍ରୋତ୍ସାହନ ଯୋଗୁ ଜାତୀୟ ଓ ଅନ୍ତରାଷ୍ଟ୍ରୀୟ ବଜାରରୁ ଲକ୍ଷାଧିକ କୋଟି ଟଙ୍କାର ପୁଞ୍ଜିନିବେଶ ସମ୍ଭବ ହେବା ସହ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି । ଓଡ଼ିଶାରେ ପୁଞ୍ଜି ନିବେଶକାରୀଙ୍କୁ ଆକୃଷ୍ଟ କରିବା ପାଇଁ ମେକ ଇନ୍ ଓଡ଼ିଶା କନକ୍ଲେଭ ଓ ମୁଖ୍ୟମନ୍ତ୍ରୀଙ୍କ ବଳିଷ୍ଠ ନେତୃତ୍ୱ ମାଇଲଷ୍ଟୋନ ପରି କାମ ଦେଇଛି । ଯାହାକି ଅନ୍ୟ ରାଜ୍ୟ ପାଇଁ ସୃଷ୍ଟି କରିଛି ଉଦାହରଣ ।

Tags: NULL
ShareTweetSendShare

RelatedNews

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା
Latest News

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ଅପରେସନ୍ ସିନ୍ଦୂର’ ଓ ଆଇଏମଏଫ ସର୍ତ୍ତ: ପାକିସ୍ତାନର ଆର୍ଥିକ ଓ ରାଜନୈତିକ ସଙ୍କଟ
Latest News

ଅପରେସନ୍ ସିନ୍ଦୂର’ ଓ ଆଇଏମଏଫ ସର୍ତ୍ତ: ପାକିସ୍ତାନର ଆର୍ଥିକ ଓ ରାଜନୈତିକ ସଙ୍କଟ

ସେନ୍‌ସେକ୍ସ ରେକର୍ଡ ବୃଦ୍ଧି: ଆର୍ଥିକ ବୃଦ୍ଧିରେ ଆତ୍ମବିଶ୍ୱାସର ପ୍ରତିବିମ୍ବ
Business

ସେନ୍‌ସେକ୍ସ ରେକର୍ଡ ବୃଦ୍ଧି: ଆର୍ଥିକ ବୃଦ୍ଧିରେ ଆତ୍ମବିଶ୍ୱାସର ପ୍ରତିବିମ୍ବ

ଆଗାମୀ ଦୁଇ ମାସ ପର୍ଯ୍ୟନ୍ତ ସମୁଦ୍ରରୁ ମାଛ ଧରା ନିଷେଧ
Latest News

ଆଗାମୀ ଦୁଇ ମାସ ପର୍ଯ୍ୟନ୍ତ ସମୁଦ୍ରରୁ ମାଛ ଧରା ନିଷେଧ

LPG ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ୪୧ ଟଙ୍କା ହ୍ରାସ
ଜାତୀୟ

LPG ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ୪୧ ଟଙ୍କା ହ୍ରାସ

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.