Saturday, May 10, 2025
No Result
View All Result
Odisha 365

Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଆନ୍ତର୍ଜାତୀୟ

୨୦୨୩ ବଶ୍ୱକପ୍ ଜିତିବ ଭାରତ

param by param
Aug 24, 2023, 11:04 pm GMT+0530
FacebookTwitterWhatsAppTelegram

ଓଡ଼ିଶା 365 (ବ୍ୟୁରୋ) : ସଫଳ ହେଲା ଚନ୍ଦ୍ରାୟନ -୩ । ଇତିହାସ ରଚିଲା ଭାରତ । ପ୍ରଥମ ଥର ପାଇଁ ଜହ୍ନରେ ନାଁ ଲେଖିଲା ଭାରତ । ଭାରତ ୧୪ ଜୁଲାଇରେ ଚନ୍ଦ୍ରାୟଣ -୩ ଲଞ୍ଚ କରିଥିଲା। ଏହି ମିଶନର ଉଦ୍ଦେଶ୍ୟ ହେଉଛି ଚନ୍ଦ୍ରରେ ଜଳ ଖୋଜିବା । ସେପଟେ ଚନ୍ଦ୍ରାୟନ -୩ର ସଫଳତା ପରେ ସାରା ଭାରତରେ ଚାଲିଛି ସେଲିବ୍ରେସନ । ଏହାରି ମଧ୍ୟରେ ମୁମ୍ବାଇ ଇଣ୍ଡିଆନ୍ସ ଏକ ମଜାଦାର ଚିତ୍ର ସେୟାର କରିଛି । ନୂଆଦିଲ୍ଲୀ, କ୍ରୀଡା ଡେସ୍କ । ଯେଉଁଠାରେ ଆଇପିଏଲ୍ ଫ୍ରାଞ୍ଚାଇଜ୍ ମୁମ୍ବାଇ ଇଣ୍ଡିଆନ୍ସ ଟ୍ୟୁଇଟରରେ ଏକ ଆକର୍ଷଣୀୟ ଫଟୋ ସେୟାର କରିଛି । ଯାହା ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହେବାରେ ଲାଗିଛି ।

ଏଠାରେ ଉଲ୍ଲେଖ କରାଯାଇଛି ଯେ, ସମଗ୍ର ଦେଶ ଚନ୍ଦ୍ରଯାନ-୩ର ସଫଳତାକୁ ସେଲିବ୍ରେସନ୍ କରୁଥିବାବେଳେ ମୁମ୍ବାଇ ଇଣ୍ଡିଆନ୍ସ ବିଫଳ ଚନ୍ଦ୍ରାୟନ-୨ର ଚିତ୍ର ସେୟାର କରି ୨୦୧୯ ରେ ଦିନିକିଆ ବିଶ୍ୱକପରେ ପରାସ୍ତ ହୋଇଥିବା କଥା ସେୟାର କରିଛି । ମୁମ୍ବାଇ ଇଣ୍ଡିଆନ୍ସ ଟ୍ୟୁଟରରେ ଦୁଇଟି ଚିତ୍ର ସେୟାର କରାଯାଇଛିି । ପ୍ରଥମ ଚିତ୍ରରେ ୨୦୧୯ ରେ ଚନ୍ଦ୍ରାୟଣ -୨ ବିଫଳ ହେବା ପରେ ପୂର୍ବତନ ଇସ୍ରୋ ମୁଖ୍ୟଙ୍କୁ ଦେଖିବାକୁ ମିଳିଛି । ଏଥି ସହିତ, ୨୦୧୯ ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ବରଖାସ୍ତ ହେବା ପରେ ରୋହିତ ଶର୍ମା ପାଭିଲିୟନକୁ ଫେରୁଥିବା ଚିତ୍ର ସେୟାର କରାଯାଇଛି । ଦ୍ୱିତୀୟ ଚିତ୍ରରେ , ୨୦୨୩ ମସିହାରେ ସଫଳ ଚନ୍ଦ୍ରୟାନ -୩ ପରେ ଇସ୍ରୋ ମୁଖ୍ୟଙ୍କୁ ଦେଖିବାକୁ ମିଳିଛି ।

କୁହାଯାଉଛି ଯେ, ଭାରତ ୨୦୧୯ ରେ ଚନ୍ଦ୍ରରେ ପହଞ୍ଚିବାରେ ବିଫଳ ହୋଇଥିଲା । ଏଥି ସହିତ ୨୦୧୯ ବିଶ୍ୱକପର ସେମିଫାଇନାଲରେ ନ୍ୟୁଜିଲ୍ୟାଣ୍ଡକୁ ହରାଇବା ପରେ ଭାରତୀୟ ଦଳ ମଧ୍ୟ ଟୁର୍ନାମେଣ୍ଟରୁ ବାଦ ପଡିଥିଲା। ଏହାକୁ ଦେଖି ଏମଆଇ ଆଶା ପ୍ରକଟ କରିଛି ଯେ, ୨୦୨୩ ଦିନିକିଆ ବିଶ୍ୱକପରେ ଭାରତ ଜିତିବ । ଯେଉଁପରିଭାବେ ଚନ୍ଦ୍ରାୟନ -୩ ସଫଳ ହୋଇଛି, ସେହିପରି ରୋହିତଙ୍କ ଅଧିନାୟକତ୍ୱରେ ଭାରତ ୨୦୨୩ ବିଶ୍ୱକପ୍ ଜିତିବାରେ ସଫଳ ହେବ।

Tags: NULL
ShareTweetSendShare

RelatedNews

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା
Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ
Latest News

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?
Latest News

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?

ଚେନ୍ନାଇ ସୁପର କିଙ୍ଗସକୁ ହରାଇଲା ପଞ୍ଜାବ କିଙ୍ଗସ
Latest News

ଚେନ୍ନାଇ ସୁପର କିଙ୍ଗସକୁ ହରାଇଲା ପଞ୍ଜାବ କିଙ୍ଗସ

ପାକିସ୍ତାନରେ ଭୂକମ୍ପର ଝଟକା
Latest News

ପାକିସ୍ତାନରେ ଭୂକମ୍ପର ଝଟକା

Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.