Friday, May 9, 2025
No Result
View All Result
Odisha 365

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
Odisha 365
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
No Result
View All Result
Odisha 365
No Result
View All Result

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
  • ଜୀବନଶ yle ଳୀ
Home ବ୍ୟବସାୟ

ରପ୍ତାନୀ ଉପରେ ରୋକ୍‌, ୧ଟନ୍‌ ଚାଉଳ ଉପରେ ସର୍ବନିମ୍ନ ରପ୍ତାନୀ ଶୁଳ୍କ ୧୨୦୦ ଡଲାର ଲାଗାଇବା ପାଇଁ ପ୍ରସ୍ତାବ

param by param
Aug 28, 2023, 06:53 pm GMT+0530
FacebookTwitterWhatsAppTelegram

ଓଡ଼ିଶା 365 (ବ୍ୟୁରୋ) : ବାସୁମତୀ ଚାଉଳ ରପ୍ତାନୀ ଉପରେ ରୋକ ଲଗାଇବା ପାଇଁ ବାଣିଜ୍ୟ ମନ୍ତ୍ରଣାଳୟ ପ୍ରତି ୧ଟନ୍‌ ଚାଉଳ ଉପରେ ସର୍ବନିମ୍ନ ରପ୍ତାନୀ ଶୁଳ୍କ ୧୨୦୦ ଡଲାର ଲଗାଇବା ପାଇଁ ପ୍ରସ୍ତାବ ଦେଇଛନ୍ତି । ସେହିପରି ପିଆଜ ଉପରେ ୪୦ ପ୍ରତିଶତ ରପ୍ତାନୀ ଶୁଳ୍କ ଲାଗୁ କରିବା ପରେ ବର୍ତ୍ତମାନ ସରକାର ବାସୁମତୀ ଚାଉଳର ରପ୍ତାନୀକୁ ସିମୀତ କରିବା ପାଇଁ ଯୋଜନା କରୁଛନ୍ତି । ତେବେ ବାସୁମତୀ ଚାଉଳ ରପ୍ତାନୀ ଉପରେ ରୋକ୍‌ ଲଗାଇବା ପାଇଁ ବାଣିଜ୍ୟ ମନ୍ତ୍ରଣାଳୟ ପ୍ରତି ୧ଟନ୍‌ ଚାଉଳ ଉପରେ ସର୍ବନିମ୍ନ ରପ୍ତାନୀ ଶୁଳ୍କ ୧୨୦୦ ଡଲାର ଲାଗାଇବା ପାଇଁ ପ୍ରସ୍ତାବ ଦେଇଛନ୍ତି ।

କେନ୍ଦ୍ର ବାଣିଜ୍ୟ ଏବଂ ଉଦ୍ୟୋଗ ମନ୍ତ୍ରଣାଳୟର ବାଣିଜ୍ୟ ବିଭାଗ, କୃଷି ଏବଂ ପ୍ରକ୍ରିୟା ଖାଦ୍ୟ ଉତ୍ପାଦନ ରପ୍ତାନୀ ବିକାଶ ପ୍ରାଧିକରଣକୁ ରପ୍ତାନୀ ଶୁଳ୍କ ଲାଗୁ କରିବା ପାଇଁ ନିର୍ଦ୍ଦେଶ ହେଇଛି । ଯଦି କୌଣସି ରାପ୍ତାନୀକାରୀ ଏହା ଠାରୁ କମ୍‌ ମୂଲ୍ୟରେ ରପ୍ତାନୀ କରନ୍ତି ତେବେ ସେମାନଙ୍କୁ ରେଜିଷ୍ଚ୍ରେସନ୍‌ ଓ ଆଲର୍ଟମେଣ୍ଟ୍‌ ସାର୍ଟିଫିକେଟ ଜାରି କରାଯିବ ନାହିଁ । ତେବେ ଗତ ମାସରେ ଘରୋଇ ଯୋଗାଣ ବୃଦ୍ଧି ଏବଂ ଖୁଚୁରା ମୂଲ୍ୟକୁ ନିୟନ୍ତ୍ରଣରେ ରଖିବା ପାଇଁ ସରକାର ଅଣ-ବାସୁମତୀ ଚାଉଳ ରପ୍ତାନୀ ଉପରେ ପ୍ରତିବନ୍ଧକ ଲଗାଇଥିଲେ। ସେହିପରି ଗତ ବର୍ଷ ସେପ୍ଟେମ୍ବର ମାସରେ ସରକାର ବ୍ରୋକେନ ରାଇସ ରପ୍ତାନୀ ଉପରେ ମଧ୍ୟ ପ୍ରତିବନ୍ଧକ ଲଗାଇଥିଲେ । ତେବେ ଭାରତ ସରକାର ଶୁକ୍ରବାର ଉଷୁନା ଚାଉଳ ରପ୍ତାନୀ ଉପରେ ୨୦ ପ୍ରତିଶତ ରପ୍ତାନୀ ଶୁଳ୍କ ଲଗାଇଥିଲେ।

ଘରୋଇ ସ୍ତରରେ ପର୍ଯ୍ୟାପ୍ତ ପରିମାଣର ଷ୍ଟକ୍‌ ରଖିବା ଏବଂ ମୂଲ୍ୟକୁ ନିୟନ୍ତ୍ରଣରେ ରଖିବା ପାଇଁ ସରକାର ଏହି ପଦକ୍ଷପ ନେଇଛନ୍ତି। ଅର୍ଥ ମନ୍ତ୍ରଣାଳୟ ଦ୍ବାରା ଜାରି କରାଯାଇଥିବା ବିଜ୍ଞପ୍ତି ଅନୁସାରେ, ଅଗଷ୍ଟ ୨୫ରେ ଲାଗୁ ହୋଇଥିବା ଏହି ରପ୍ତାନୀ ଶୁକ୍ଳ ୨୦୨୩ ଅକ୍ଟୋବର ୧୬ ପର୍ଯ୍ୟନ୍ତ ରହିବ । ତେବେ ଅର୍ଥ ମନ୍ତ୍ରଣାଳୟ ସୂଚନା ଦେଇଛି ଯେ, ଲେଟ୍‌ ଏକ୍ସପୋର୍ଟ ଅର୍ଡର ମିଳି ନଥିବା ଏବଂ ପୋର୍ଟରେ ପହଞ୍ଚି ସାରିଥିବା ଚାଉଳ ଉପରେ ରପ୍ତାନୀ ଶୁକ୍ଳ ଲଗାଯିବ ନାହିଁ । ଏହାସହ ଯେଉଁମାନଙ୍କୁ ୨୫ ଅଗଷ୍ଟ ପୂର୍ବରୁ ଲେଟର୍‌ ଅଫ୍‌ କ୍ରେଡିଟ୍‌ ମିଳିଛି ସେମାନଙ୍କ ଉପରେ ଏହା ଲାଗୁ ହେବ ନାହିଁ ।

ଚଳିତ ଆର୍ଥିକ ବର୍ଷର ଏପ୍ରିଲ୍‌ ରୁ ଜୁନ୍‌ ମାସ ମଧ୍ୟରେ ଭାରତ ୧୫.୫୪ ଲକ୍ଷ ଟନ୍‌ ଅଣ-ବାସୁମତୀ ଚାଉଳ ରପ୍ତାନୀ କରିଛି, ଯାହା ଗତ ବର୍ଷ ମାତ୍ର ୧୧.୫୫ ଲକ୍ଷ ଟନ୍‌ ଥିଲା । ତେବେ ଖାଦ୍ୟ ସାମଗ୍ରୀର ମୂଲ୍ଯ ଅଧିକ ହେବାରୁ ଅଣ-ବାସୁମତୀ ଚାଉଳ ରପ୍ତାନୀ ଉପରେ ପ୍ରତିବନ୍ଧକ ଲଗାଯାଇଥିଲା । ଜୁଲାଇ ମାସରେ ଖୁଚୁରା ମୁଦ୍ରାସ୍ଫିତୀ ୭.୪୪ ପ୍ରତିଶତ ପହଞ୍ଚି ଥିଲା ଯାହା ଜୁନ୍‌ ମାସରେ ୪.୮୭ ପ୍ରତିଶତ ଥିଲା । ତେବେ ଏହାକୁ ଦୃଷ୍ଟିରେ ରଖି ସରକାର ଏହି ରପ୍ତାନୀ ଶୁଳ୍କ ଲଗାଇଛନ୍ତି ।

Tags: NULL
ShareTweetSendShare

RelatedNews

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
Latest News

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ
Latest News

ଆହୁରି ୪ ଦିନ କାଳବୈଶାଖୀ

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.