Saturday, May 10, 2025
No Result
View All Result
Odisha 365

Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home କ୍ରୀଡା

ଜାଭଲିନ ଥ୍ରୋୟର କିଶୋର ଜେନାଙ୍କ ଲକ୍ଷ୍ୟ ଅଲିମ୍ପିକ୍ସ

param by param
Aug 29, 2023, 09:19 pm GMT+0530
FacebookTwitterWhatsAppTelegram

ଓଡ଼ିଶା365(ବ୍ୟୁରୋ): ସ୍ୱଦେଶ ଫେରିଛନ୍ତି ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପରେ ଦମଦାର ପ୍ରଦର୍ଶନ କରି ସମସ୍ତଙ୍କ ମନ କିଣିଥିବା ଓଡ଼ିଆ ପୁଅ କିଶୋର ଜେନା। ବିଶ୍ୱ ଆଥଲେଟିକ୍ସରେ ପ୍ରଦର୍ଶନ ନେଇ କିଶୋର କହିଛନ୍ତି, ଆମେ ଭାବିଥିଲୁ ଭଲ କରିବା ପାଇଁ। ଅଲିମ୍ପିକ୍ସ ପାଇଁ ସିଧା ଯୋଗ୍ୟତା ମିଳିନି। ଆଗକୁ ଏସିଆଡ୍‌ ଅଛି। ଏସିଆଡ୍‌ରେ ଭଲ ପ୍ରଦର୍ଶନ କରି ଅଲିମ୍ପିକ୍ସ କ୍ୱାଲିଫାଏ କରିବା ପାଇଁ ଲକ୍ଷ୍ୟ ରଖିଛି। ଯୋଗ୍ୟତା ପର୍ଯ୍ୟାୟରେ ଚାପ ଥିଲା। ହେଲେ ଫାଇନାଲ୍‌ରେ ଚାପ ନ ଥିଲା। ଏବେ ଯେମିତି ଟ୍ରେନିଂ ଚାଲିଥିଲା ଆଗକୁ ଚାଲିବ। ଚଳିତ ବର୍ଷ ୮୭ ମିଟର ପର୍ଯ୍ୟନ୍ତ ଜାଭଲିନ ଫିଙ୍ଗିବାକୁ ଆଶା ଅଛି ବୋଲି କହିଛନ୍ତି କିଶୋର। ସ୍ୱର୍ଣ୍ଣିମ ଇତିହାସ ରଚିଥିବା ନୀରଜ ଚୋପ୍ରାଙ୍କ ବାବଦରେ ମତ ରଖିଛନ୍ତି କିଶୋର। ସେ କହିଛନ୍ତି, ଆମେ ମଝିରେ ମଝିରେ କଥା ହେଉ। କୌଣସି ଥ୍ରୋ ଖରାପ ହେଲେ ପରବର୍ତ୍ତୀ ଥ୍ରୋ ପାଇଁ ସେ ପରାମର୍ଶ ଦିଅନ୍ତି। ରାଜ୍ୟର ପ୍ରଥମ ବ୍ୟକ୍ତି ଭାବେ ବିଶ୍ୱ ଆଥ୍‌ଲେଟିକ୍ସ ଚାମ୍ପିୟନଶିପରେ ଭାଗ ନେଇଥିଲେ କିଶୋର ଜେନା। ସେ ଫାଇନାଲ ରାଉଣ୍ଡକୁ ଉନ୍ନୀତ ହୋଇଥିଲେ। ଗତକାଲି ଅନୁଷ୍ଠିତ ହୋଇଥିଲା ଫାଇନାଲ। ପଦକ ଜିତି ପାରି ନଥିଲେ ମଧ୍ୟ ସେ ନିରାଶ କରି ନଥିଲେ। ତାଙ୍କ ପ୍ରଦର୍ଶନ ବେଶ୍‌ ଭଲ ଥିଲା। ସେ ୮୪.୭୭ ମିଟର ଜାଭଲିନ ପିଙ୍ଗି ପଞ୍ଚମ ସ୍ଥାନରେ ରହିଥିଲେ। ଏହା କିଶୋର ଜେନାଙ୍କର ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନ। କିଶୋରଙ୍କ ଏହି ଚମତ୍କାର ପ୍ରଦର୍ଶନ ପରେ ସାରା ରାଜ୍ୟରୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି। ଅନ୍ୟପକ୍ଷରେ କିଶୋରଙ୍କ ଏହି ସଫଳତା ପରେ ମୁଖ୍ୟମନ୍ତ୍ରୀ ୨୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛନ୍ତି।

Tags: NULL
ShareTweetSendShare

RelatedNews

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା
Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଚେନ୍ନାଇ ସୁପର କିଙ୍ଗସକୁ ହରାଇଲା ପଞ୍ଜାବ କିଙ୍ଗସ
Latest News

ଚେନ୍ନାଇ ସୁପର କିଙ୍ଗସକୁ ହରାଇଲା ପଞ୍ଜାବ କିଙ୍ଗସ

ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଲେ ରବିଚନ୍ଦ୍ରନ ଅଶ୍ୱିନ
Latest News

ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଲେ ରବିଚନ୍ଦ୍ରନ ଅଶ୍ୱିନ

ଆଇସିସି ମହିଳା ବିଶ୍ବକପ ଖେଳି ପାରିବନି ପାକିସ୍ତାନ
Latest News

ଆଇସିସି ମହିଳା ବିଶ୍ବକପ ଖେଳି ପାରିବନି ପାକିସ୍ତାନ

ଗୌତମ ଗମ୍ଭୀରଙ୍କୁ ‘ଆଇଏସଆଇଏସ କାଶ୍ମୀର’ ସଂଗଠନରୁ ହତ୍ୟା ଧମକ
Latest News

ଗୌତମ ଗମ୍ଭୀରଙ୍କୁ ‘ଆଇଏସଆଇଏସ କାଶ୍ମୀର’ ସଂଗଠନରୁ ହତ୍ୟା ଧମକ

Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.