Saturday, May 10, 2025
No Result
View All Result
Odisha 365

Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ବିଜ୍ଞାନ ଏବଂ ବ tech ଷୟିକ ଜ୍ଞାନ |

ଘୁଞ୍ଚିଲା ‘ସାଲାର’ ର ରିଲିଜ୍‌ ଡେଟ୍‌

param by param
Sep 2, 2023, 06:03 pm GMT+0530
FacebookTwitterWhatsAppTelegram

ଓଡ଼ିଶା 365 (ବ୍ୟୁରୋ): ଚର୍ଚ୍ଚାରେ ସାଉଥ ସୁପରଷ୍ଟାର ପ୍ରଭାସଙ୍କ ଫିଲ୍ମ ‘ସାଲାର’ । ଏହି ଫିଲ୍ମର ରିଲିଜ୍ ଡେଟ୍ କୁ ନେଇ ଫ୍ୟାନ୍ସମାନେ ବହୁ ଉସô୍ାହର ସହ ଅପେକ୍ଷାରେ ଥିଲେ । ହେଲେ ‘ସାଲାର’ ଫ୍ୟାନ୍ସ ମାନଙ୍କୁ ନିରାଶ କରିଛି । ଏହି ଫିଲ୍ମ ଅଗଷ୍ଟରେ ରିଲିଜ ହେବାର ଥିଲା ହେଲେ ପରବର୍ତ୍ତୀ ମୂହୁତ୍ତରେ ୨୮ ସେପ୍ଟେମ୍ବରରେ ରିଲିଜ୍ ହେବ ବୋଲି କୁହାଯାଉଥିଲା । କିନ୍ତୁ ବର୍ତ୍ତମାନ ରିପୋର୍ଟ ଅନୁଯାୟୀ, ଫିଲ୍ମ ୨୮ ସେପ୍ଟେମ୍ବରରେ ମଧ୍ୟ ରିଲିଜ୍ ହେବ ନାହିଁ। ଫିଲ୍ମ କେବେ ରିଲିଜ ହେବ ସେନେଇ କୌଣସି ନିସ୍ଚିତକରଣ କରାଯାଇ ନାହିଁ । ଅନ୍ୟପଟେ, ଫିଲ୍ମ ଆଦିପୁରୁଷ ଫ୍ଲପ୍‌ ହେବା ପରେ ପ୍ରଭାସ ବହୁତ ସତର୍କତା ଅବଲମ୍ବନ କରୁଛନ୍ତି । ତେଣୁ ଫିଲ୍ମର ରିଲିଜ୍ ତାରିଖକୁ ଆହୁରି ଘୁଞ୍ଚାଇ ଦିଆଯାଇଛି । ସେପଟେ, ଫିଲ୍ମର ଟ୍ରେଲର ବିଷୟରେ ଲୋକଙ୍କ ଆଗ୍ରହ ଦିନକୁ ଦିନ ବଢିବାରେ ଲାଗିଛି । ଏପଟେ କୁହାଯାଉଛି ଯେ, ଡିସେମ୍ବର ମାସରେ ‘ସାଲାର’ ମୁକ୍ତିଲାଭ କରିବ । ହେଲେ ତାହା ଏପର୍ଯ୍ୟନ୍ତ ସ୍ପଟ ହୋଇନାହିଁ ।

ଅନ୍ୟପଟେ ‘ସାଲାର’ ରିଲିଜ୍ ନହେବା ପଛରେ ଅନେକ କାରଣ ରହିଛି । ଶୁଣିବାକୁ ମିଳୁଛି ଯେ, ପୋଷ୍ଟ ପ୍ରଡକ୍ସନ କାର୍ୟ୍ୟ ବାକି ଅଛି ତେଣୁ ରିଲିଜ୍ ଡେଟକୁ ଘୁଞ୍ଚାଇ ଦିଆଯାଉଛି । ସେପଟେ ଅନେକ ଲୋକ କହୁଛନ୍ତି ଯେ, ଶାହାରୁଖ ଖାନଙ୍କ ଜୱାନ କାରଣରୁ ପ୍ରଭାସ ତାଙ୍କ ଫିଲ୍ମ ରିଲିଜକୁ ସ୍ଥଗିତ ରଖିଛନ୍ତି। କାରଣ ‘ସାଲାର’ ଚଳଚ୍ଚିତ୍ର ବଡ ବଜେଟରେ ପ୍ରସ୍ତୁତ ହେଉଛି । ତେଣୁ ‘ସାଲାର’କୁ ୬୦୦ କୋଟିରୁ ଅଧିକ ରୋଜଗାର କରିବାକୁ ପଡ଼ିବ । ତେବେ ବର୍ତ୍ତମାନ ସାଲାର ରିଲିଜ୍ ତାରିଖ ସନ୍ଦେହ ଘେରରେ ରହିଛି । ଏହି ଫିଲ୍ମ ଚଳିତ ବର୍ଷ ଡିସେମ୍ବରରେ କିମ୍ବା ଆସନ୍ତା ବର୍ଷ ଜାନୁଆରୀରେ ମୁକ୍ତିଲାଭ କରିବ ବୋଲି କୁହାଯାଉଛି ।

Tags: NULL
ShareTweetSendShare

RelatedNews

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ
Latest News

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ

ବ୍ୟାନ ହେଲା ପାକ ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ
Latest News

ବ୍ୟାନ ହେଲା ପାକ ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ

ସଲମାନଙ୍କୁ ବାରମ୍ବାର ମିଳୁଛି ହତ୍ୟା ଧମକ
ମନୋରଞ୍ଜନ

ସଲମାନଙ୍କୁ ବାରମ୍ବାର ମିଳୁଛି ହତ୍ୟା ଧମକ

ଡ୍ରୋନକୁ ଖସାଇବ ଉଚ୍ଚ-ଶକ୍ତିଶାଳୀ ଲେଜର-ବେସଡ୍ ଓ୍ୱିପନ୍
ବିଜ୍ଞାନ ଏବଂ ବ tech ଷୟିକ ଜ୍ଞାନ |

ଡ୍ରୋନକୁ ଖସାଇବ ଉଚ୍ଚ-ଶକ୍ତିଶାଳୀ ଲେଜର-ବେସଡ୍ ଓ୍ୱିପନ୍

ପୁଣି ଥରେ ମା’ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଗୌହର ଖାନ
Entertainment

ପୁଣି ଥରେ ମା’ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଗୌହର ଖାନ

Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.