Saturday, May 10, 2025
No Result
View All Result
Odisha 365

Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home କ୍ରୀଡା

ବିସିସିଆଇ ଘୋଷଣା କଲା ୧୫ ଜଣିଆ ବିଶ୍ୱକପ୍ ଟିମ୍ ; ସଞ୍ଜୁ ଆଉଟ୍ ରାହୁଲ ଇନ୍ 

param by param
Sep 5, 2023, 08:07 pm GMT+0530
FacebookTwitterWhatsAppTelegram

ଓଡ଼ିଶା 365 (ବ୍ୟୁରୋ): ଆଇସିସି ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ୧୫ ଜଣିଆ ଟିମ୍‌ ଘୋଷଣା କରିଛି ବିସିସିଆଇ। ଭାରତୀୟ ଟିମ୍‌ର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର କାଣ୍ଡିରେ ପ୍ରେସ୍‌ମିଟ୍ ଜରିଆରେ ସମସ୍ତ ଖେଳାଳିଙ୍କ ନାମ ଘୋଷଣା କରିଛନ୍ତି । ରୋହିତ ଶର୍ମାଙ୍କୁ ଅଧିନାୟକ ଦାୟିତ୍ୱ ମିଳିଥିବା ବେଳେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଉପ-ଅଧିନାୟକ ଦାୟିତ୍ୱ ମିଳିଛି । ଏସିଆ କପ୍‌ରେ ସ୍ଥାନ ପାଇଥିବା ସମସ୍ତ ଖେଳାଳି ବିଶ୍ବକପରେ ରହିଛନ୍ତି ।

ବିଶ୍ୱକପ୍‌ ଟିମ୍‌ ପାଇଁ ଚୟନ ହୋଇଥିବା ଦଳରେ ଓପନର ଭାବେ ରୋହିତ ଶର୍ମା ଏବଂ ଶୁଭମନ୍‌ ଗିଲ୍‌ ରହିଛନ୍ତି । ତୃତୀୟ ଓପନର ଭାବେ ଇଷାନ୍‌ କିଷାନଙ୍କୁ ସାମିଲ କରାଯାଇଛି । ମଧ୍ୟକ୍ରମରେ ବିରାଟ କୋହଲି, ଶ୍ରେୟସ ଆୟର, କେଏଲ୍‌ ରାହୁଲ୍‌, ସୂର୍ୟ୍ୟକୁମାର ଯାଦବ ରହିଛନ୍ତି । ଅଲ୍‌ରାଉଣ୍ଡର ଭାବେ ରବିନ୍ଦ୍ର ଜାଡେଜା, ହାର୍ଦ୍ଦିକ ପାଣ୍ଡ୍ୟା, ଅକ୍ଷର ପଟେଲଙ୍କୁ ଚୟନ କରାଯାଇଛି । ପେସ୍‌ ବାହିନୀରେ ମହମ୍ମଦ ସାମି, ଶର୍ଦ୍ଦୁଲ ଠାକୁର, ମହମ୍ମଦ ସିରାଜ, ଜସପ୍ରୀତ୍‌ ବୁମ୍‌ରାଙ୍କୁ ସ୍ଥାନ ମିଳିଛି।

ଅକ୍ଟୋବର ୫ରୁ ନଭେମ୍ବର ୧୯ଯାଏ ଭାରତରେ ଆଇସିସି ପୁରୁଷ ଦିନିକିଆ ବିଶ୍ବକପ ଖେଳାଯିବ। ମୋଟ ୧୦ଟି ଦଳକୁ ନେଇ ୧୦ଟି ଭେନ୍ୟୁରେ ବିଶ୍ବକପ ମ୍ୟାଚ୍ ଖେଳାଯିବ। ଅକ୍ଟୋବର ୧୪ତାରିଖରେ ଅହମ୍ମଦାବାଦ ଷ୍ଟାଡିୟମରେ ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦ୍ବୀ ଭାରତ ଓ ପାକିସ୍ତାନ ମ୍ୟାଚ୍‌ ରହିଛି । ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଉଦଘାଟନୀ ମ୍ୟାଚ ଖେଳାଯିବ । ଆୟୋଜକ ଭାରତ ଅକ୍ଟୋବର ୮ ତାରିଖରେ ୫ ଥର ବିଶ୍ବ ବିଜୟୀ ଅଷ୍ଟ୍ରେଲିଆ ବିପକ୍ଷରେ ତା’ର ଅଭିଯାନ ଆରମ୍ଭ କରିବ । ନଭେମ୍ବର ୧୯ ତାରିଖରେ ଫାଇନାଲ ମ୍ୟାଚ୍ ଖେଳାଯିବ । ବିଶ୍ବକପ ଆରମ୍ଭ ପୂର୍ବରୁ ସେପ୍ଟେମ୍ବର ୨୯ରୁ ଖେଳାଯିବ ୱାର୍ମଅପ୍‌ ମ୍ୟାଚ୍ ।

Tags: NULL
ShareTweetSendShare

RelatedNews

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା
Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଚେନ୍ନାଇ ସୁପର କିଙ୍ଗସକୁ ହରାଇଲା ପଞ୍ଜାବ କିଙ୍ଗସ
Latest News

ଚେନ୍ନାଇ ସୁପର କିଙ୍ଗସକୁ ହରାଇଲା ପଞ୍ଜାବ କିଙ୍ଗସ

ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଲେ ରବିଚନ୍ଦ୍ରନ ଅଶ୍ୱିନ
Latest News

ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଲେ ରବିଚନ୍ଦ୍ରନ ଅଶ୍ୱିନ

ଆଇସିସି ମହିଳା ବିଶ୍ବକପ ଖେଳି ପାରିବନି ପାକିସ୍ତାନ
Latest News

ଆଇସିସି ମହିଳା ବିଶ୍ବକପ ଖେଳି ପାରିବନି ପାକିସ୍ତାନ

ଗୌତମ ଗମ୍ଭୀରଙ୍କୁ ‘ଆଇଏସଆଇଏସ କାଶ୍ମୀର’ ସଂଗଠନରୁ ହତ୍ୟା ଧମକ
Latest News

ଗୌତମ ଗମ୍ଭୀରଙ୍କୁ ‘ଆଇଏସଆଇଏସ କାଶ୍ମୀର’ ସଂଗଠନରୁ ହତ୍ୟା ଧମକ

Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.