Tuesday, May 13, 2025
No Result
View All Result
Odisha 365

Latest News

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ରାଜ୍ୟ

ମହିଳାଙ୍କ ଅଶ୍ଲୀଳ ଫଟୋ ଭାଇରାଲ ଧମକ ଦେଇ ଲୁଟ୍; ଅଭିଯୁକ୍ତ ଗିରଫ

param by param
Sep 8, 2023, 06:44 pm GMT+0530
FacebookTwitterWhatsAppTelegram

ଓଡ଼ିଶା 365 (ବ୍ୟୁରୋ) : ମହିଳାଙ୍କୁ ଅଶ୍ଳୀଳ ଫଟୋ ରଖି ବ୍ଲାକମେଲ କରୁଥିଲା ଯୁବକ । ଫଟୋ ଭାଇରାଲ କରିବାର ଧମକ ଦେଇ ଲୁଟୁଥିଲେ ଲକ୍ଷାଧିକ ଟଙ୍କା । ଶେଷରେ ଅଭିଯୁକ୍ତ ଠକକୁ ଗିରଫ କଲା ସୁବର୍ଣ୍ଣପୁର ପୋଲିସ । ଅଭିଯୁକ୍ତର ନାମ ଯୋଗେନ୍ଦ୍ର ସୋନି ଏବଂ ଘର ଛତିଶଗଡର ମହାସମୁନ୍ଦ ଜିଲ୍ଲାର ବାଗମରା ଗାଁରେ ବୋଲି ଜଣାପଡିଛି । ଅଭିଯୁକ୍ତ ସୁବର୍ଣ୍ଣପୁର ସହରର ବଡବଜାରରେ ଜଣେ ବ୍ୟବସାୟୀଙ୍କ ପତ୍ନୀଙ୍କ ନଗ୍ନ ଫଟୋ ରଖି ତାଙ୍କ ଠାରୁ ୩ ଲକ୍ଷ ୭୮ ହଜାର ଟଙ୍କା ଠକେଇ କରିଥିଲା । ଏନେଇ ଟାଉନ ଥାନାରେ ଅଭିଯୋଗ ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ।ଅଭିଯୋଗ ଅନୁଯାୟୀ, ଅଭିଯୁକ୍ତ ଠକ ଜଣକ କୌଣସି ପ୍ରକାରେ ମହିଳାଙ୍କ ନଗ୍ନ ଫଟୋ ପାଇଥିଲା । ଏହାପରେ ମହିଳାଙ୍କୁ ଫୋନ କରି ସେହି ଫଟୋ ଭାଇରାଲ କରିଦେବ ବୋଲି ଧମକ ଚମକ ଦେଇଥିଲା ଏବଂ ଏହା ବଦଳରେ ଟଙ୍କା ମାଗିଥିଲା । ଫଳରେ ମହିଳା ଜଣକ ଭୟଭୀତ ହୋଇ ଗତ ଏପ୍ରିଲ ଓ ମେ ମାସରେ ୭୬ ହଜାର ୧୦୦ ଟଙ୍କା ଫୋନ ପେ’ ମାଧ୍ୟମରେ ପଠାଇଥିଲେ । ତେବେ ଟଙ୍କା ନେବା ପରେ ବି ଅଭିଯୁକ୍ତ ପୁଣିଥରେ ମହିଳାଙ୍କୁ ଧମକ ଦେଇଥିଲା । ତେଣୁ ବାଧ୍ୟ ହୋଇ ସେ ଏ ବିଷୟରେ ନିଜ ସ୍ବାମୀଙ୍କୁ ସବୁ କଥା କହିଥିଲେ । ଏହାପରେ ବ୍ୟବସାୟୀ ଜଣକ ରାଜସ୍ଥାନର ଖାଟୁ ଅଞ୍ଚଳକୁ ଯାଇ ଅଭିଯୁକ୍ତକୁ ସାକ୍ଷାତ କରି ଦୁଇ ଲକ୍ଷ ଟଙ୍କା ଦେବା ସହିତ ତା’ ପାଖରେ ଥିବା ନଗ୍ନ ଫଟୋ ଆଦି ନଷ୍ଟ କରିବାକୁ ଅନୁରୋଧ କରିଥିଲେ ।

କିଛି ଦିନ ବିତିବା ପରେ ଅଭିଯୁକ୍ତ ବ୍ରହ୍ମପୁର ଯାଇ ବ୍ୟବସାୟୀଙ୍କ ଠାରୁ ପୁଣି ଲକ୍ଷେ ଟଙ୍କା ନେଇଥିଲା । ଏପରି ବାରମ୍ବାର ବ୍ଲାକମେଲରେ ଅତିଷ୍ଠ ହୋଇ ଶେଷରେ ବ୍ୟବସାୟୀଙ୍କ ପତ୍ନୀ ଥାନାରେ ଲିଖିତ ଅଭିଯୋଗ କରିଥିଲେ । ତାଙ୍କୁ ଶାରୀରିକ, ମାନସିକ ଓ ଆର୍ଥିକ ଭାବେ ଶୋଷଣ କରିଥିବା ଏତଲାରେ ଉଲ୍ଲେଖ କରିଥିଲେ । ଅଭିଯୋଗ ଆଧାରରେ ପୋଲିସର ସ୍ବତନ୍ତ୍ର ସ୍କ୍ବାର୍ଡ ଟିଟିଲାଗଡ ରେଳ ଷ୍ଟେସନ ପାଖରୁ ଠକ ଯୋଗେନ୍ଦ୍ର ସାନିକୁ ଗିରଫ କରିଥିଲା । ଏନେଇ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତି । ଅଭିଯୋଗକୁ ଆଧାର କରି ଅଭିଯୁକ୍ତ ବିରୋଧରେ ଭାରତୀୟ ପିଙ୍ଗଳ ଆଇନ ଓ ସୂଚନା ପ୍ରଯୁକ୍ତିବିଦ୍ୟା ଆଇନ ଧାରାରେ ଏକ ମାମଲା ରୁଜୁ କରାଯାଇଛି । ଅଭିଯୁକ୍ତର ଡାକ୍ତରୀ ମାଇନା କରାଯିବା ପରେ ତାକୁ କୋର୍ଟ ଚାଲାଣ କରାଯିବ ବୋଲି ଆରକ୍ଷୀ ଅଧିକ୍ଷକ ସୂଚନା ଦେଇଛନ୍ତି ।

Tags: NULL
ShareTweetSendShare

RelatedNews

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର
Latest News

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
Latest News

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.