Wednesday, May 14, 2025
No Result
View All Result
Odisha 365

Latest News

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଆନ୍ତର୍ଜାତୀୟ

ଆଜି ବିଶ୍ବ ଓଜୋନ୍‌ ଦିବସ

param by param
Sep 16, 2023, 11:24 pm GMT+0530
FacebookTwitterWhatsAppTelegram

ଓଡ଼ିଶା 365 (ବ୍ୟୁରୋ): ଆଜି ସମଗ୍ର ପୃଥିବୀରେ ‘ବିଶ୍ବ ଓଜୋନ୍‌ ଦିବସ’ ପାଳନ କରାଯାଉଛି। ଏହା ଆମକୁ ଆମ ବାୟୁମଣ୍ଡଳରେ ଥିବା ଓଜୋନ୍‌ ସ୍ତର ସୁରକ୍ଷାର ଗୁରୁତ୍ବ ବାବଦରେ ସଚେତନ କରାଇବା ପାଇଁ ଉଦ୍ଦିଷ୍ଟ। ଉଲ୍ଲେଖଯୋଗ୍ୟ, ସୂର୍ୟ୍ୟାଲୋକରେ ଥିବା ମାରାତ୍ମକ ଅତିବାଇଗଣୀ ରଶ୍ମୀ କବଳରୁ ଆମକୁ ରକ୍ଷା କରିବା ପାଇଁ ଓଜୋନ୍‌ ସ୍ତର ଏକ ଢାଲ ଭାବେ କାମ କରିଥାଏ। ତେବେ ଆମର ଆଧୁନିକ ଚଳଣି ଯୋଗୁଁ ବାୟୁମଣ୍ଡଳକୁ ବିଭିନ୍ନ ପ୍ରକାର ଦୂଷିତ ବାଷ୍ପ ନିର୍ଗମନ ହୋଇ ଓଜୋନ୍‌ ସ୍ତରରେ ଅବକ୍ଷୟ ଦେଖାଯାଇଛି। ତେଣୁ ଉକ୍ତ ସ୍ତରକୁ କିପରି ଅତ୍ୟଧିକ ରାସାୟନିକ କ୍ଷତିରୁ ରକ୍ଷା କରାଯାଇପାରିବ, ତାହା ଆମମାନଙ୍କର ଦାୟିତ୍ବ। ମୁଖ୍ୟତଃ କ୍ଲୋରୋଫ୍ଲୋରୋକାର୍ବନ୍‌ ପରି ବାଷ୍ପ ଓଜୋନ୍‌ ସ୍ତରର କ୍ଷତି ଘଟାଇଥାଏ।

୧୯୮୫ ମସିହାରେ ଆଣ୍ଟାର୍କଟିକା ଉପରେ ଓଜୋନ୍‌ ସ୍ତରରେ ଗର୍ତ୍ତ ହୋଇଥିବା କଥା ଜଣାପଡ଼ିଥିଲା। ଜାତିସଂଘର ମଣ୍ଟ୍ରିଲ୍‌ ପ୍ରୋଟୋକଲ୍‌ରେ ଓଜୋନ୍‌ କ୍ଷତିକାରୀ ବାଷ୍ପକୁ ନିଷିଦ୍ଧ କରିବା ପାଇଁ ଏକ ରାଜିନାମା ପାରିତ ହୋଇଥିଲା। ପରେ ସେହି ଦିବସକୁ ବିଶ୍ବ ଓଜୋନ୍‌ ଦିବସ ରୂପେ ପାଳିବା ପାଇଁ ୧୯୯୪ରେ ଜାତିସଂଘର ସାଧାରଣ ପରିଷଦ ଦ୍ବାରା ଏକ ସଂକଳ୍ପ ଗୃହୀତ ହୋଇଥିଲା। ଏ ଦିବସ ପାଳନ ଅବସରରେ ପ୍ରତ୍ୟେକ ନାଗରିକ ଓଜୋନ୍‌ ସ୍ତରର ଉପକାରିତା ଏବଂ ଏହାର କ୍ଷତି କିପରି ସମଗ୍ର ଜୀବଜଗତ ପାଇଁ ଅଭିଶାପ ହୋଇପାରେ, ସେ ସମ୍ପର୍କରେ ଅବଗତ ହୋଇପାରୁଛନ୍ତି। ଏଥି ସହିତ ସାମୂହିକ ଭାବରେ ପ୍ରତ୍ୟେକ ରାଷ୍ଟ୍ର ପକ୍ଷରୁ ଓଜୋନ୍‌ ସ୍ତରର ସୁରକ୍ଷା ପାଇଁ ଅଭିନବ ପଦକ୍ଷେପମାନ ନେବାକୁ ପ୍ରୋତ୍ସାହନ କରାଯାଉଛି। ଚଳିତ ବର୍ଷ ଏହି ଦିବସ ପାଳନର ପ୍ରସଙ୍ଗ ହେଉଛି, ‘ମଣ୍ଟ୍ରିଲ୍‌ ପ୍ରୋଟୋକଲ୍‌: ଓଜୋନ୍‌ ସ୍ତରକୁ ଠିକ୍‌ କରିବା ଏବଂ ଜଳବାୟୁ ପରିବର୍ତ୍ତନକୁ ହ୍ରାସ କରିବା’।

Tags: NULL
ShareTweetSendShare

RelatedNews

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ
Latest News

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?
Latest News

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?

ପାକିସ୍ତାନରେ ଭୂକମ୍ପର ଝଟକା
Latest News

ପାକିସ୍ତାନରେ ଭୂକମ୍ପର ଝଟକା

ଆଜି ବିଶ୍ୱ ଶ୍ରମିକ ଦିବସ
Latest News

ଆଜି ବିଶ୍ୱ ଶ୍ରମିକ ଦିବସ

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଅସୁସ୍ଥ
Latest News

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଅସୁସ୍ଥ

Latest News

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.