Tuesday, May 13, 2025
No Result
View All Result
Odisha 365

Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ରାଜ୍ୟ

ଛାତ୍ର ସଂସଦ ନିର୍ବାଚନ ନେଇ ହାଇକୋର୍ଟରେ ପିଆଇଏଲ୍ ଦାଖଲ କଲା ଏବିଭିପି

param by param
Sep 18, 2023, 09:01 pm GMT+0530
FacebookTwitterWhatsAppTelegram

ଓଡ଼ିଶା 365 (ବ୍ୟୁରୋ): ନିକଟରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ଚଳିତ ବର୍ଷ ମଧ୍ୟ ସ୍ଥଗିତ ରହିବା ରାଜ୍ୟ ସରକାର ଜାରି କରିଛନ୍ତି ନୋଟିଫିକେସନ୍। ଏନେଇ ଆଜି ହାଇକୋର୍ଟରେ ରୁଜୁ ହୋଇଛି ଜନସ୍ବାର୍ଥ ମାମଲା । ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ଆବଶ୍ୟକ ଦର୍ଶାଇ ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି। ଏଥିରେ ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗ ସଚିବଙ୍କୁ ପକ୍ଷଭୁକ୍ତ କରାଯାଇଛି। ଛାତ୍ର ସଂସଦ ନିର୍ବାଚନ ନ ହେବା ଯୋଗୁଁ କଣ କ୍ଷତି ହେଉଛି ତାହା ଆବେଦନରେ ଦର୍ଶାଇଛନ୍ତି ଆବେଦନକାରୀ। ଏବିଭିପି ରାଜ୍ୟ ସମ୍ପାଦକଙ୍କ ପକ୍ଷରୁ ଏହି ଜନସ୍ବାର୍ଥ ମାମଲାର ଆବେଦନ ହୋଇଛି ।

ସୂଚନାଯୋଗ୍ୟ, ଉଚ୍ଚ ଶିକ୍ଷା ବିଭାଗ ୨୦୨୩-୨୪ ଶିକ୍ଷାବର୍ଷ ପାଇଁ କ୍ୟାଲେଣ୍ଡର ଜାରି କରିଛି । ତେବେ ଏଥିରେ ଛାତ୍ର ସଂସଦ ନିର୍ବାଚନ ତାରିଖ ବାବଦରେ କୌଣସି ଉଲ୍ଲେଖ ହୋଇ ନାହିଁ । ଆଉ ସେବେଠାରୁ ଛାତ୍ର ସଂସଦ ନିର୍ବାଚନ ପାଇଁ ଜୋରଦାର ପ୍ରତିବାଦ ହେଉଛି । ଏବିଭିପି ପକ୍ଷରୁ ରାଜ୍ୟର ବିଭିନ୍ନ କ୍ୟାମ୍ପସରେ ଆନ୍ଦୋଳନ କରାଯାଉଛି । ଉତ୍କଳ ବିଶ୍ୱବିଦ୍ୟାଳୟ, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଆଦିରେ ଆନ୍ଦୋଳନ ହେଉଛି । ସେହିପରି ଛାତ୍ର କଂଗ୍ରେସ ତରଫରୁ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଘେରାଉ କରାଯାଇଥିଲା । ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ଆବଶ୍ୟକ ଦର୍ଶାଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି । ଏବିଭିପିର ତରଫରୁ ଏହି ଜନସ୍ବାର୍ଥ ମାମଲା ଆବେଦନ କରାଯାଇଛି । ଛାତ୍ର ସଂସଦ ନିର୍ବାଚନ ନ ହେବା ଯୋଗୁଁ କଣ କ୍ଷତି ସେ ନେଇ ଆବେଦନରେ ଦର୍ଶାଯାଇଛି । ୨୦୧୭ରେ ହୋଇଥିବା ନିର୍ବାଚନରେ ବିଜୁ ଛାତ୍ର ଜନତା ଦଳ ( BCJD ) ସବୁଠାରୁ ଅଧିକ କ୍ୟାମ୍ପସରେ ବିଜୟ ହୋଇଥିଲା । ସେହିପରି ଏବିଭିପି ଓ ଛାତ୍ର କଂଗ୍ରେସ ବି ଛାତ୍ର ସଂସଦ ନିର୍ବାଚନରେ ବିଭିନ୍ନ କ୍ୟାମ୍ପସରେ ଜିତିଥିଲେ । ଚଳିତ ଶିକ୍ଷାବର୍ଷରେ ୧୮୦ ଦିନ ପାଠପଢା ରହିଥିବା ବେଳେ ୭୨ ଦିନ ଛୁଟି ରହିଛି । ଅକ୍ଟୋବର ୨୧ରୁ ୮ ଦିନ ପର୍ଯ୍ୟନ୍ତ ପୂଜା ଛୁଟି ରହିଛି । ୨୦୧୮ ନିର୍ବାଚନ ପୂର୍ବ ଦିନ ବାତ୍ୟା ହେବାରୁ ନିର୍ବାଚନ ରଦ୍ଦ କରାଯାଇଥିଲେ । ତେବେ ଚଳିତ ବର୍ଷ ନିର୍ବାଚନ ହେବେ ବୋଲି ଦାବି ହୋଇଥିଲା । ତେବେ ସରକାରଙ୍କ ନୋଟିସରେ ନିର୍ବାଚନ ନେଇ କିଛି ନାହିଁ । ଉଚ୍ଚଶିକ୍ଷା ବିଭାଗର କ୍ୟାଲେଣ୍ଡରରେ ନାହିଁ ନିର୍ବାଚନ ନେଇ କିଛି ବି ଉଲ୍ଲେଖ ହୋଇନାହିଁ । ୟୁଜି, ପିଜିର ପରୀକ୍ଷା ସହ ସେମିଷ୍ଟର ପରୀକ୍ଷା ଫଳ, ଆଲୁମୁନି ମିଟଠୁ ନେଇ ସ୍ପୋର୍ଟ କାର୍ଯ୍ୟକ୍ରମ ପାଇଁ ମଧ୍ୟ ତାରିଖ ନିର୍ଦ୍ଧାରିତ କରାଯାଇଛି । ହେଲେ ଛାତ୍ର ସଂସଦ ନିର୍ବାଚନ ନେଇ କିଛି ନଥିବାରୁ ଏ ନେଇ ଜନସ୍ବାର୍ଥ ମାମଲା ରୁଜୁ କରିଛି ଏବିଭିପି।

Tags: NULL
ShareTweetSendShare

RelatedNews

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର
Latest News

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
Latest News

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.