Monday, May 12, 2025
No Result
View All Result
Odisha 365

Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଆଧ୍ୟାତ୍ମିକ

ଆଜି ଗଣେଶ ଚତୁର୍ଥୀ: ସବୁଠି ଚାଲିଛି ଗଜାନନଙ୍କ ପୂଜା

param by param
Sep 19, 2023, 04:09 pm GMT+0530
FacebookTwitterWhatsAppTelegram

ଓଡ଼ିଶା365(ବ୍ୟୁରୋ): ଆଜି ଭାଦ୍ରବ ମାସ ଶୁକ୍ଳପକ୍ଷ ଚତୁର୍ଥୀ ତିଥି । ପବିତ୍ର ଗଣେଶ ଚତୁର୍ଥୀ । ସବୁଠି ଚାଲିଛି ବିଘ୍ନ ବିନାଶକ ଗଜାନନଙ୍କ ପୂଜା । ସବୁଠି ଉତ୍ସବର ମାହୋଲ । ଗାଁରୁ ସହର, ସବୁଠି ଉତ୍ସାହର ସହିତ ଗଣପତିଙ୍କ ଆଗମନକୁ ରହିଛି ଅପେକ୍ଷା । ଶିକ୍ଷାନୁଷ୍ଠାନରେ ମଧ୍ୟ ପାର୍ବତୀ ନନ୍ଦନଙ୍କୁ ଆରାଧନା କରିବେ ଛାତ୍ରଛାତ୍ରୀ। ମୁଖ୍ୟତଃ ମହାରାଷ୍ଟ୍ରରେ ଏହି ଦିନକୁ ବେଶ୍ ଧୂମଧାମରେ ପାଳନ କରାଯାଏ । ସେହିପରି ଦେଶର ଅନ୍ୟାନ୍ୟ ପ୍ରଦେଶରେ ମଧ୍ୟ ବଡ଼ ଉତ୍ସାହ ସହ ଗଣେଶ ପୂଜା ପାଳନ କରାଯାଏ । ଗଣେଶ ପ୍ରଥମ ପୂଜ୍ୟ ଦେବତା ହୋଇଥିବାରୁ ହିନ୍ଦୁ ଧର୍ମରେ ପ୍ରତ୍ୟେକ ଶୁଭକାର୍ଯ୍ୟର ଆରମ୍ଭ ଗଣେଶଙ୍କ ପୂଜାଠୁ ଆରମ୍ଭ ହୋଇଥାଏ । ଆଲୋକମାଳା ମଣ୍ଡିତ ତୋରଣରେ ସୁସଜ୍ଜିତ ମଣ୍ଡପ ଗୁଡ଼ିକ ଆକର୍ଷକ ହୋଇଥାନ୍ତି । ଘରଠୁ ଆରମ୍ଭ କରି ବିଭିନ୍ନ କ୍ଲବ ଏବଂ ଶିକ୍ଷାନୁଷ୍ଠାନ ମାନଙ୍କରେ ମଧ୍ୟ ଗଣେଶ ପୂଜାକୁ ନେଇ ବିଶେଷ ପ୍ରସ୍ତୁତି ଦେଖିବାକୁ ମିଳିଛି । ଓଡ଼ିଶାର ଜଟଣୀରେ ଏହା ୧୧ଦିନ ଧରି ପାଳିତ ହୋଇଥାଏ ।

ଯେକୌଣସି ଦେବଦେବୀଙ୍କ ପୂଜା ବା ଉତ୍ସବ, ଅନ୍ୟ କୌଣସି ଧାର୍ମିକ ବା ମାଙ୍ଗଳିକ କାର୍ଯ୍ୟ, ଗଣେଶଙ୍କ ପୂଜା ବ୍ୟତୀତ ଆରମ୍ଭ କରାଯାଏ ନାହିଁ। ତେଣୁ ସମସ୍ତ କାର୍ଯ୍ୟରେ ସେ ଅଗ୍ରପୂଜ୍ୟ। ମହାପ୍ରଭୁ ଗଜାନନ ଧରାକୁ ଆସିଥିବାରୁ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି। ପ୍ରଭୁଙ୍କ ସ୍ବାଗତକୁ ନେଇ ଗଗନ ପବନ ଉତ୍ସବ ମୁଖର ହୋଇଥିବା ଦେଖିବାକୁ ମିଳିଛି। ଗଣେଶ ଆଦିଦେବ ଭାବରେ ପରିଚିତ । ସେ ସବୁଯୁଗରେ ଅବତାର ନେଇଥିବାର କୁହାଯାଏ ।

ସତ୍ୟ ଯୁଗରେ ଋଷି କଶ୍ୟପ ଓ ଅଦିତିଙ୍କ ଘରେ ମହଙ୍କତ ବିନାୟକ ରୂପରେ ଜନ୍ମ ନେଇ ଦେବାନ୍ତକ ଓ ନରାନ୍ତକ ନାମକ ରାକ୍ଷସଙ୍କୁ ବଧ କରିଥିଲେ। ତ୍ରେତୟା ଯୁଗରେ ଭାଦ୍ରବ ଶୁକ୍ଳପକ୍ଷ ଚତୁର୍ଥୀରେ ଉମାଙ୍କ ଘରେ ଜନ୍ମି,ଗଣେଶ ରୂପରେ ଜନ୍ମିସିନ୍ଧୁ ନାମକ ରାକ୍ଷସକୁ ବଧ କରିବା ସହ ବ୍ରହ୍ମାଙ୍କ ପୁତ୍ରି ଦ୍ୱୟ ରିଦ୍ଧି ଓ ସିଦ୍ଧିଙ୍କୁ ବିବାହ କରିଥିବାର ପୁରାଣରେ ବର୍ଣ୍ଣିତ।
ଦ୍ୱାପର ଯୁଗରେ ଗଣେଶ ରୂପରେ ପାର୍ବତୀଙ୍କ ପୁତ୍ର ଭାବରେ ପୁରାଣରେ ବର୍ଣ୍ଣିତ। କଳି ଯୁଗରେ ଭବିଷ୍ୟ ପୁରାଣ ଅନୁସାରେ ଧୁମ୍ରକେତୁ ରୂପରେ ଅବତାର କଥାବର୍ଣ୍ଣିତ ଅଛି।

ଭାଦ୍ରବ ମାସର ଶୁକ୍ଳ ଚତୁର୍ଥୀ ଦିନ ବିନାୟକ ବ୍ରତ ପାଳିତ ହୁଏ। ବିନାୟକ ବ୍ରତକଥାରେ ଉଲ୍ଲେଖ ରହିଛି ଯେ ଏହି ବ୍ରତର ମାହାତ୍ମ୍ୟ ସ୍କନ୍ଧ ପୁରାଣରେ ବର୍ଣ୍ଣନା କରାଯାଇଛି ।ଗୋମତୀ ନଦୀ କୂଳରେ ସୂତ ମୁନି ଅନ୍ୟ ଋଷିମାନଙ୍କର ଜିଜ୍ଞାସାକୁ ପ୍ରଶମନ କରି ବିନାୟକ ବ୍ରତ ପାଳନ କଲେ ମନୁଷ୍ୟମାନେ କାର୍ଯ୍ୟସିଦ୍ଧି, ଅର୍ଥପ୍ରାପ୍ତି, ସୁତ-ସୌଭାଗ୍ୟ-ସଂପଦ ଲାଭ କରି ପାରିବେ ବୋଲି ବୟାନ କରିଛନ୍ତି। ଏହି ବ୍ରତର ବିଧିବିଧାନ ସ୍ୱୟଂ ଶ୍ରୀକୃଷ୍ଣ ଯୁଧିଷ୍ଠିରଙ୍କୁ କହିଛନ୍ତି। ଏହି ବ୍ରତ ପାଳନ କରି ଯୁଧିଷ୍ଠିର ରାଜ୍ୟ ଫେରି ପାଇଥିଲେ। ସେଥିପାଇଁ ଗଣପତିଙ୍କର ନାମ ସିଦ୍ଧି ବିନାୟକ।

Tags: NULL
ShareTweetSendShare

RelatedNews

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର
Latest News

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
Latest News

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

ଖୋଲିଲା କେଦାରନାଥ ଧାମ
Latest News

ଖୋଲିଲା କେଦାରନାଥ ଧାମ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.