Saturday, May 10, 2025
No Result
View All Result
Odisha 365

Latest News

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ବିଜ୍ଞାନ ଏବଂ ବ tech ଷୟିକ ଜ୍ଞାନ |

ଏହି କାରଣ ପାଇଁ ବଲିଉଡକୁ ବାୟ ବାୟ କହିଲେ ନୟନତାରା !

param by param
Sep 21, 2023, 08:34 pm GMT+0530
FacebookTwitterWhatsAppTelegram

ଓଡ଼ିଶା 365 (ବ୍ୟୁରୋ): ବଲିଉଡରେ ନୂଆ ରେକର୍ଡ ସୃଷ୍ଟି କରିଛି ଶାହରୁଖଙ୍କ ଫିଲ୍ମ ‘ଜୱାନ’ । ବକ୍ସ ଅଫିସରେ ଦମଦାର କଲେକ୍ସନ କରି ହିଟ୍‌ ସାବ୍ୟସ୍ତ ହୋଇଛି। ସମସ୍ତ ହିନ୍ଦୀ ସିନେମାକୁ ପଛରେ ପକାଇ ଦୃତ ଗତିରେ ମାଡି ଚାଲିଛି ‘ଜୱାନ’ । ଏହି ଫିଲ୍ମ ପ୍ରଶଂସକଙ୍କ ଠାରୁ ବହୁତ ଭଲ ପାଇବା ପାଇଛି। ‘ଜୱାନ’ ଭାରତରେ ୫୦୦ କୋଟିରୁ ଅଧିକ ଟଙ୍କା କଲେକ୍ସନ କରିଥିବା ବେଳେ ଆଗକୁ ଏହା ବୃଦ୍ଧି ପାଇବ ବୋଲି କୁହାଯାଉଛି। ଏହି ଫିଲ୍ମଟି ୧୩ ଦିନରେ ଓ୍ବାର୍ଲଡ ଓ୍ବାଇଡ୍ ୯୦୦ କୋଟି ଟଙ୍କା ସଂଗ୍ରହ କରିଛି । ‘ଜୱାନ’ ରେ ଶାହାରୁଖ ଖାନଙ୍କ ସହ ନୟନତାରା ମୁଖ୍ୟ ଭୂମିକାରେ ନଜର ଆସିଛନ୍ତି । ହେଲେ ଶୁଣିବାକୁ ମିଳୁଛି ଯେ, ନୟନତାରା ଏହି ଫିଲ୍ମକୁ ନେଇ ଖୁସି ନାହାଁନ୍ତି । ଏବଂ ବଲିଉଡ ଫିଲ୍ମ ଆଉ କେବେ କରିବେ ନାହିଁ ବୋଲି କହିଥିବା ଚର୍ଚ୍ଚା ହେଉଛି ।

ଖବର ମୁତାବକ, ନୟନ୍ତରା ଆଉ କୌଣସି ବଲିଉଡ ଫିଲ୍ମ କରିବେ ନାହିଁ । ଏହି ଚଳଚ୍ଚିତ୍ରରେ ତାଙ୍କର ଭୂମିକା କଟିଯାଇଥିବାରୁ ସେ ‘ଜୱାନ’ର ନିର୍ଦ୍ଦେଶକ ଏଟଲି କୁମାରଙ୍କ ଉପରେ ରାଗିଛନ୍ତି। ଆହୁରି ମଧ୍ୟ ଦୀପିକାଙ୍କ ଚରିତ୍ର ବିସ୍ତାର କରାଯାଇଥିଲା ଏବଂ ନୟନତାରାଙ୍କ ଭୂମିକା ଅଲଗା କରାଯାଇଥିଲା। ଦୀପିକା ପାଦୁକୋନ ଶାହାରୁଖ ଖାନଙ୍କ ସହ ଅନେକ ଚଳଚ୍ଚିତ୍ରରେ କାମ କରିଛନ୍ତି। ‘ଜୱାନ’ ରେ ତାଙ୍କର କ୍ୟାମୋ ବୃଦ୍ଧି କରାଯାଇଥିଲା ହେଲେ ତଥାପି ଦର୍ଶକ ତାଙ୍କୁ ବହୁତ ପସନ୍ଦ କରିଥିଲେ।

ଏହାସହ ନୟନ୍ତରା ମଧ୍ୟ ‘ଜୱାନ’ର ପ୍ରମୋସନ ଇଭେଣ୍ଟରେ ଅଂଶଗ୍ରହଣ କରିନଥିଲେ। କେବଳ ଏତିକି ନୁହେଁ ମୁମ୍ବାଇରେ ‘ଜୱାନ’ର ସଫଳତକୁ ନେଇ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ନୟନ୍ତରା ମଧ୍ୟ ଯୋଗ ଦେଇନଥିଲେ ।ଏହି କାର୍ୟ୍ୟକ୍ରମରେ ଶାହାରୁଖ ଖାନ, ଦୀପିକା ପାଦୁକୋନ, ବିଜୟ ସେଥୁପଥି, ସାନିଆ ମାଲହୋତ୍ରା, ରିଦ୍ଧି ଡୋଗ୍ରା, ଏଟଲିଙ୍କୁ ଦେଖିବାକୁ ମିଳିଥିଲା । ତେଣୁ ଏଥିରୁ ସ୍ପଟ ହେଉଛି ଯେ, ଏହି ଫିଲ୍ମକୁ ନେଇ ନୟନତାରା ଖୁସି ନାହାଁନ୍ତି ।

Tags: NULL
ShareTweetSendShare

RelatedNews

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ
Latest News

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ

ବ୍ୟାନ ହେଲା ପାକ ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ
Latest News

ବ୍ୟାନ ହେଲା ପାକ ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ

ସଲମାନଙ୍କୁ ବାରମ୍ବାର ମିଳୁଛି ହତ୍ୟା ଧମକ
ମନୋରଞ୍ଜନ

ସଲମାନଙ୍କୁ ବାରମ୍ବାର ମିଳୁଛି ହତ୍ୟା ଧମକ

ଡ୍ରୋନକୁ ଖସାଇବ ଉଚ୍ଚ-ଶକ୍ତିଶାଳୀ ଲେଜର-ବେସଡ୍ ଓ୍ୱିପନ୍
ବିଜ୍ଞାନ ଏବଂ ବ tech ଷୟିକ ଜ୍ଞାନ |

ଡ୍ରୋନକୁ ଖସାଇବ ଉଚ୍ଚ-ଶକ୍ତିଶାଳୀ ଲେଜର-ବେସଡ୍ ଓ୍ୱିପନ୍

ପୁଣି ଥରେ ମା’ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଗୌହର ଖାନ
Entertainment

ପୁଣି ଥରେ ମା’ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଗୌହର ଖାନ

Latest News

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.