Saturday, June 7, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଆନ୍ତର୍ଜାତୀୟ

ଜାଣନ୍ତୁ କାହିଁକି ପାଳନ କରାଯାଏ ‘ବିଶ୍ୱ ପର୍ଯ୍ୟଟନ ଦିବସ’

param by param
Sep 27, 2023, 08:56 pm GMT+0530
FacebookTwitterWhatsAppTelegram

ଓଡ଼ିଶା 365 (ବ୍ୟୁରୋ) : ପ୍ରତିବର୍ଷ ସେପ୍ଟେମ୍ବର ମାସ ୨୭ ତାରିଖରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ ହୁଏ। ଏହି ଦିବସ ପାଳନର ମୁଖ୍ୟ ଲକ୍ଷ୍ୟ ହେଲା ବିଶ୍ୱ ସ୍ତରରେ ପର୍ଯ୍ୟଟନ ଶିଳ୍ପକୁ ପ୍ରୋତ୍ସାହନ ଦେଇ ପର୍ଯ୍ୟଟନ ମାଧ୍ୟମରେ ଦେଶର ସାମାଜିକ, ରାଜନୈତିକ ତଥା ଅର୍ଥନୈତିକ ସମୃଦ୍ଧିରେ ଭାଗିଦାରୀ ହେବା ତଥା ଏ ସଂପର୍କରେ ଗଣ ସଚେତନତା ସୃଷ୍ଟି କରିବା ।
ସଂଯୁକ୍ତ ରାଷ୍ଟ୍ର ବିଶ୍ୱ ପର୍ଯ୍ୟଟନ ସଂଗଠନଦ୍ୱାରା ୧୯୮୦ ମସିହାରୁ ଏହା ପାଳିତ ହେଉଅଛି। ଏହି ତାରିଖର ବିଶେଷତ୍ତ୍ୱ ଯେ ୧୯୭୦ ମସିହା ଏହି ଦିନ ସଂଯୁକ୍ତ ରାଷ୍ଟ୍ର ବିଶ୍ୱ ପର୍ଯ୍ୟଟନ ସଂଗଠନର ଆଇନକୁ ଆଇନଗତ ମାନ୍ୟତା ଦିଆଯାଇଥିଲା । ବିଶ୍ୱ ସ୍ତରରେ ପର୍ଯ୍ୟଟନକୁ ବିଶେଷ ପ୍ରୋତ୍ସାହନ ଦେବା ଦିଗରେ ଏହି ଆଇନଗତ ପ୍ରକ୍ରିୟା ଏକ ମାଇଲଖୁଣ୍ଟ ସଦୃଶ ।
ଇସ୍ତାନବୁଲ ଠାରେ ୧୯୯୭ ମସିହାରେ ଆୟୋଜିତ ଦ୍ୱାଦଶ ମହାସଭାରେ ଏହି ପ୍ରସ୍ତାବ ସର୍ବସମ୍ମତି କ୍ରମେ ପାରିତ ହେଲା କି ପ୍ରତିବର୍ଷ ବିଶ୍ୱ ପର୍ଯ୍ୟଟନ ଦିବସ ପାଳନ ଅବସରରେ କୌଣସି ଏକ ଦେଶକୁ ସହଯୋଗୀ ଦେଶ ଭାବେ ବାଛି ପାରିବେ । ପ୍ରତିବର୍ଷ ଏହି ଦିବସର ଭିନ୍ନ ଭିନ୍ନ ଥିମ୍‌ ରହିଥାଏ। ଚଳିତ ଥର ଟ୍ୟୁରିଜ ଆଣ୍ଡ ଜବ୍‌, ବେଟର ଫ୍ୟୁଚର ଫର୍‌ ଅଲ୍‌ ଏହି ଦିବସର ଥମ୍‌ ରହିଛି ।
ଭ୍ରମଣ କଲେ ମନ ଫୁର୍ତ୍ତି ହୁଏ ଏବଂ ଏହା ଶରୀର ପାଇଁ ଔଷଧ ଭଳି କାମ କରିଥାଏ । ଏହାର ପ୍ରଭାବ କେବଳ ଶରୀର ଉପରେ ନୁହେଁ ମାନସିକ ସ୍ତରରେ ମଧ୍ୟ ଆପଣଙ୍କୁ ଶକ୍ତିଶାଳୀ କରିଥାଏ । ଆପଣଙ୍କ ଭିତରେ ସକରାତ୍ମକ ଭାବନା ସୃଷ୍ଟି ହୋଇଥାଏ । ସେଥିପାଇଁ ତ ଆଜିର ଦିନକୁ ବିଶ୍ୱ ପର୍ଯ୍ୟଟନ ପାଇଁ ଉତ୍ସର୍ଗ କରାଯାଇଛି । ପର୍ଯ୍ୟଟନ ନିଯୁକ୍ତି ଆଶା ବୃଦ୍ଧି କରିଥାଏ । ଲୋକମାନଙ୍କ ପାଇଁ ପର୍ଯ୍ୟଟନ ବିଷୟରେ ସଚେତନତା ସୃଷ୍ଟି କରିବା ଏବଂ ଅଧିକରୁ ଅଧିକ ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବା ପାଇଁ ବିଶ୍ୱ ପର୍ଯ୍ୟଟନ ଦିବସ ପାଳନ କରାଯାଏ । ପର୍ଯ୍ୟଟନ ଦେଶର ଆର୍ଥିକ ପରିସ୍ଥିତିକୁ ଦୂର କରିବାରେ ସାହାଯ୍ୟ କରିଥାଏ । କେତେକ ଦେଶର ଆର୍ଥିକ ସ୍ଥିତି ପର୍ଯ୍ୟଟନ ଉପରେ ନିର୍ଭର କରେ। ପର୍ଯ୍ୟଟନ ଦିବସର ଉଦ୍ଦେଶ୍ୟ ହେଉଛି ଦେଶ ବିଦେଶରୁ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା ।

ପ୍ରତିବର୍ଷ ପର୍ଯ୍ୟଟନ ଦିବସର ଭିନ୍ନ ବିଷୟବସ୍ତୁ ରହିଥାଏ । ଏ ବର୍ଷର ବିଷୟବସ୍ତୁ ହେଉଛି ପର୍ଯ୍ୟଟନ ଏବଂ ଗ୍ରାମୀଣ ବିକାଶ । ଏହାର ଅର୍ଥ ଗ୍ରାମାଞ୍ଚଳର ଯୁବକ ଏବଂ ଲୋକଙ୍କୁ ରୋଜଗାରକ୍ଷମ କରାଇବା । ପର୍ଯ୍ୟଟନ ଅନେକ ଲୋକଙ୍କୁ ନିଯୁକ୍ତି ଦେଇଥାଏ । ଯେକୌଣସି ଦେଶର ସାଂସ୍କୃତିକ ଐତିହ୍ୟ ମଧ୍ୟ ପର୍ଯ୍ୟଟନ ଦ୍ୱାରା ଉତ୍ସାହିତ ହୋଇଥାଏ ।ପର୍ଯ୍ୟଟନ ସହିତ ଜଡ଼ିତ ଥିବା ଲୋକଙ୍କ ପାଇଁ ବିଶ୍ୱ ପର୍ଯ୍ୟଟନ ଦିବସ ଅତ୍ୟନ୍ତ ସ୍ୱତନ୍ତ୍ର । ଏହି ଦିନ ପର୍ଯ୍ୟଟନ ଏବଂ ପର୍ଯ୍ୟଟକଙ୍କୁ ପ୍ରୋତ୍ସାହିତ କରିବା ପାଇଁ ସମଗ୍ର ବିଶ୍ୱରେ ଅନେକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥାଏ । ବିଶ୍ୱ ପର୍ଯ୍ୟଟନ ଦିବସ ୧୯୭୦ରେ ବିଶ୍ୱ ପର୍ଯ୍ୟଟନ ସଂସ୍ଥା ଦ୍ୱାରା ଆରମ୍ଭ ହୋଇଥିଲା । ୨୭ ସେପ୍ଟେମ୍ବର ୧୯୮୦ରେ ପ୍ରଥମ ଥର ପାଇଁ ବିଶ୍ୱ ପର୍ଯ୍ୟଟନ ଦିବସ ପାଳନ କରାଯାଇଥିଲା ।

Tags: NULL
ShareTweetSendShare

RelatedNews

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା
Latest News

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?
Latest News

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ପାକିସ୍ତାନରେ ଆତଙ୍କବାଦୀଙ୍କୁ କିଏ ମାରୁଛି ଗୁଳି
Latest News

ପାକିସ୍ତାନରେ ଆତଙ୍କବାଦୀଙ୍କୁ କିଏ ମାରୁଛି ଗୁଳି

ଅପରେସନ୍ ସିନ୍ଦୂର’ ଓ ଆଇଏମଏଫ ସର୍ତ୍ତ: ପାକିସ୍ତାନର ଆର୍ଥିକ ଓ ରାଜନୈତିକ ସଙ୍କଟ
Latest News

ଅପରେସନ୍ ସିନ୍ଦୂର’ ଓ ଆଇଏମଏଫ ସର୍ତ୍ତ: ପାକିସ୍ତାନର ଆର୍ଥିକ ଓ ରାଜନୈତିକ ସଙ୍କଟ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ
Latest News

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.