Sunday, May 11, 2025
No Result
View All Result
Odisha 365

Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଆନ୍ତର୍ଜାତୀୟ

ଇସ୍ରାଏଲ-ହମାସ ଯୁଦ୍ଧ: ୨ ଭାରତୀୟ ମହିଳା ସୈନିକଙ୍କ ମୃତ୍ୟୁ

param by param
Oct 16, 2023, 04:05 pm GMT+0530
FacebookTwitterWhatsAppTelegram

ଓଡ଼ିଶା 365 (ବ୍ୟୁରୋ): ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଦିନକୁ ଦିନ ଘନେଇବାରେ ଲାଗିଛି । ହମାସ ବିଭିନ୍ନ ଉପାୟରେ ଇସ୍ରାଏଲ ଉପରେ ଆକ୍ରମଣ କରୁଥିବା ବେଳେ ଏହାର ସବୁ ଯୋଜନାକୁ ପଣ୍ଡ କରୁଛି ଇସ୍ରାଏଲ ସେନା । ଇସ୍ରାଏଲ ମଧ୍ୟ ହମାସ ଆତଙ୍କବାଦୀଙ୍କୁ ବିନାଶ କରିବାକୁ ଶପଥ ନେଇଛି । ଏହାରି ଭିତରେ ଇସ୍ରାଏଲ ସୁକ୍ୟୁରିଟି ଫୋର୍ସେସରେ ମୁତୟନ ଥିବା ଦୁଇ ଭାରତୀୟ ମହିଳା ସୈନିକଙ୍କ ମୃତ୍ୟୁ ହୋଇଛି । ଦୁଇ ଜଣ ହମାସ ଆକ୍ରମଣରେ ପ୍ରାଣ ହରାଇଥିବା ଜଣାପଡିଛି । ମୃତକଙ୍କ ମଧ୍ୟରୁ ଜଣେ ଲେଫ୍ଟେନାଣ୍ଟ ଓର ମୋସେସ୍ ଯିଏ ହୋମ ଫ୍ରଣ୍ଟ କମାଣ୍ଡରେ କାର୍ୟ୍ୟର ଥିଲେ ଏବଂ ଦ୍ୱିତୀୟ ମହିଳା ସୈନିକ ବର୍ଡର ପୁଲିସରେ କାର୍ୟ୍ୟରତ ଥିଲେ ।

ହମାସ୍ ଆକ୍ରମଣରେ ପ୍ରାଣ ହରାଇଥିବା ମହିଳା ସୈନକ ହେଉଛନ୍ତି ୨୨ ବର୍ଷିୟା ଲେଫ୍ଟେନାଣ୍ଟ ଓର୍ ମୋସେସ୍ ଏବଂ ଇନ୍ସପେକ୍ଟର କିମ୍ ଡୋକ୍ରାକର । ଦୁହିଁଙ୍କର ମୃତ୍ୟୁ ଅକ୍ଟୋବର ୭ ତାରିଖରେ ହୋଇଥିବା ହମାସ୍ ଅ୍ରାକ୍ରମଣରେ ହୋଇଥିବା ସ୍ପଷ୍ଟ ହୋଇଛି । ସୂଚନା ମୁତାବକ, ହମାସ୍ ଆକ୍ରମଣରେ ଏଯାଏଁ ଇସ୍ରାଏଲର ୨୮୬ ସୈନିକ ଏବଂ ୫୧ ପୁଲିସ ଅଧିକାରୀ ପ୍ରାଣ ହରାଇସାରିଲେଣି । ଆଗକୁ ଏହି ଯୁଦ୍ଧ ଆହୁରି ଭୟଙ୍କର ହେବ ବୋଲି ଅନୁମାନ କରାଯାଉଛି ।

Tags: NULL
ShareTweetSendShare

RelatedNews

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ
Latest News

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?
Latest News

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?

ପାକିସ୍ତାନରେ ଭୂକମ୍ପର ଝଟକା
Latest News

ପାକିସ୍ତାନରେ ଭୂକମ୍ପର ଝଟକା

ଆଜି ବିଶ୍ୱ ଶ୍ରମିକ ଦିବସ
Latest News

ଆଜି ବିଶ୍ୱ ଶ୍ରମିକ ଦିବସ

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଅସୁସ୍ଥ
Latest News

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଅସୁସ୍ଥ

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.