Thursday, May 15, 2025
No Result
View All Result
Odisha 365

Latest News

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ରାଜ୍ୟ

କନିଷ୍ଠ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି:  ଘରୁ ମିଳିଲା ୩.୨୧ ଲକ୍ଷ ଟଙ୍କା ଓ ୫୧ ଲକ୍ଷ ଟଙ୍କାରୁ ଅଧିକ ବ୍ୟାଙ୍କ ଡିପୋଜିଟ୍

param by param
Oct 18, 2023, 11:16 pm GMT+0530
FacebookTwitterWhatsAppTelegram

ଓଡ଼ିଶା 365 (ବ୍ୟୁରୋ): ଅନୁଗୁଳ ଜିଲ୍ଲା ପାଲଲହଡ଼ା ବିଇଓ ଅଫିସରେ ସମଗ୍ର ଶିକ୍ଷା ଅଭିଯାନର ବୈଷୟିକ ପରାମର୍ଶଦାତା ଭାବେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ପ୍ରସନ୍ନ କୁମାର ପାଣିଙ୍କ ଅଚଳାଚଳ ସମ୍ପତ୍ତି। ଯାହା ଜଣାପଡ଼ିବା ପରେ ଭିଜିଲାନ୍ସ ତାଙ୍କ କାର୍ଯ୍ୟାଳୟ ଓ ଘର ସମେତ ଅନୁଗୁଳ, ପୁରୀ ଓ ଭୁବନେଶ୍ୱରରେ ଭିଜିଲାନ୍ସ ଟିମ୍ ଏକକାଳୀନ ୯ଟି ସ୍ଥାନରେ ଚଢ଼ଉ ଜାରି ରଖିଛନ୍ତି। ଏବେଯାଏଁ ଭିଜିଲାନ୍ସ ତାଙ୍କ ଘରୁ ନଗଦ ୩.୨୧ ଲକ୍ଷ ଟଙ୍କା, ୫୧ ଲକ୍ଷ ଟଙ୍କାରୁ ଅଧିକ ବ୍ୟାଙ୍କ ଡିପୋଜିଟ୍ ଏବଂ ବୀମା ଜମା ଠାବ କରିଛି।

ଏହାଛଡ଼ା ଗୋଟିଏ ସ୍ବିଫ୍ଟ ଡିଜାୟାର୍ କାର୍ ଏବଂ ୩ଟି ଦୁଇଟି ଚକିଆ ଗାଡ଼ି ଠାବ କରିଛି। ଏଣେ ପ୍ରସନ୍ନ କୁମାର ପାଣିଙ୍କର କଟକ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ସ୍ଥାନରେ ୧୭ଟି ପ୍ଲଟ୍ ଥିବା ବି ଜାଣିବାକୁ ପାଇଛି ଭିଜିଲାନ୍ସ। ଏହାର କାଗଜପତ୍ର ପାଇଛି ଭିଜିଲାନ୍ସ।  ଭୁବନେଶ୍ୱରର ସ୍ୱତନ୍ତ୍ର ଜଜ୍ ଭିଜିଲାନ୍ସଙ୍କ ଦ୍ବାରା ଜାରି ସର୍ଚ୍ଚ ୱାରେଣ୍ଟର କ୍ଷମତା ବଳରେ ୬ଜଣ ଡିଏସପି, ୬ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଏକକାଳୀନ ଚଢ଼ଉ କରାଯାଇଥିଛି। ରାଜଧାନୀର ସୁନ୍ଦରପଦାରେ ୩୬୭ ଓ ୬୬୬ ନମ୍ବର ପ୍ଲଟରେ ଥିବା ଦୁଇଟି ତିନି ମହଲା ଘର, ସୁନ୍ଦରପଦାର ଫ୍ରେଣ୍ଡସ୍ କ୍ଲବ୍ ନିକଟରେ ଥିବା ତିନି ମହଲା ଘର, ହାଇଟେକ୍ ପ୍ଲାଜାରେ ଥିବା ଫ୍ଲାଟ୍, ସୁନ୍ଦରପଦାରେ ଥିବା ଦୁଇ ସଂପର୍କୀୟଙ୍କ ଘର, ପୁରୀ ଜିଲ୍ଲା ନିମାପଡ଼ାର ଅମଲାପଡ଼ାରେ ଥିବା ତିନି ମହଲା କୋଠା ଘରେ  ଭିଜିଲାନ୍ସ ଟିମ୍ ଏକକାଳୀନ ଚଢ଼ଉ କରିଛି । ଏଥିରେ  ଭିଜିଲାନ୍ସ ହାତର ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଲାଗିଛି। 

Tags: NULL
ShareTweetSendShare

RelatedNews

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର
Latest News

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
Latest News

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

Latest News

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.