Saturday, May 10, 2025
No Result
View All Result
Odisha 365

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
Odisha 365
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
No Result
View All Result
Odisha 365
No Result
View All Result

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
  • ଜୀବନଶ yle ଳୀ
Home ମନୋରଞ୍ଜନ

ରିଲିଜ୍ ହେଲା ଟାଇଗର ୩ର ପ୍ରଥମ ଗୀତ; ଭାଇରାଲ୍ ହେଲା ସଲମାନ-କ୍ୟାଟ୍ରିନାଙ୍କ ହଟ୍ ଲୁକ୍

param by param
Oct 23, 2023, 06:11 pm GMT+0530
FacebookTwitterWhatsAppTelegram

ଓଡ଼ିଶା 365 (ବ୍ୟୁରୋ): ଚର୍ଚ୍ଚାରେ ବଲିଉଡ ଭାଇଜାନ ସଲମାନ ଖାନ୍‌ ଓ କ୍ୟାଟ୍ରିନା କୈଫଙ୍କ ଯୋଡି । ସାମ୍ନାକୁ ଆସିଲା ଟାଇଗର-୩ର ପ୍ରଥମ ଗୀତ । ଗୀତ ଦେଖି ଫ୍ୟାନ୍ସମାନଙ୍କ ଖୁସି କହିଲେ ନ ସରେ । ଆସନ୍ତା ନଭେମ୍ବର ୧୦ ତାରିଖରେ ଦୀପାବଳି ଅବସରରେ ଟାଇଗର-୩ ମୁକ୍ତିଲାଭ କରିବ । ବଲିଉଡ୍‌ର ଭାଇଜାନ୍‌ ସଲମାନ କଥା ଦେଇ କଥା ରଖିଛନ୍ତି । ନିକଟରେ ସଲମାନ ଖାନ ଘୋଷଣା କରିଥିଲେ ଯେ ୨୩ ଅକ୍ଟୋବର ଅର୍ଥାତ୍ ଆଜି ସେ ଟାଇଗର ୩ର ‘ଲେକେ ପ୍ରଭୃ କା ନାମ’ ଗୀତ ରିଲିଜ କରିବାକୁ ଯାଉଛନ୍ତି । ତାଙ୍କ ପ୍ରତିଶ୍ରୁତି ଅନୁଯାୟୀ ସଲମାନ ଖାନ ଟାଇଗରର ଏହି ଗୀତ ରିଲିଜ କରିଛନ୍ତି। ଏହି ଗୀତଟି ରିଲିଜ ହେବା ମାତ୍ରେ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିବା ସହ, ଫ୍ୟାନ୍ସମାନଙ୍କ ମତୁଆଲା କରିଛି । ଗୀତରେ ସଲମାନ ଖାନ ଏବଂ କ୍ୟାଟ୍ରିନା କୈଫଙ୍କ ସିଜଲିଙ୍ଗ କେମେଷ୍ଟ୍ରିକୁ ଲୋକମାନେ ପୁଣି ଥରେ ଦେଖିବାକୁ ପାଇଛନ୍ତି । କ୍ୟାଟ୍ରିନା ଗୋଟିଏ ଗୀତ ପାଇଁ ୭ ରୁ ଅଧିକ ପୋଷାକ ପିନ୍ଧିଛନ୍ତି। ଗୀତଟିକୁ ଅରିଜିତ ସିଂ ଗାଇଥିବା ବେଳର ମ୍ୟୁଜିକ ପ୍ରୀତମ ଦେଇଛନ୍ତି। ଲିରିକ୍ସ ଲେଖିଛନ୍ତି ଅମିତାଭ୍‌ ଭଟାଚାର୍ୟ୍ୟ ।

ସୂଚନା ଅନୁଯାୟୀ, ମନୀଷ ଶର୍ମାଙ୍କ ନିର୍ଦ୍ଦେଶନାରେ ନିର୍ମିତ ଏହି ପ୍ରୋଜେକ୍ଟ ‘ଟାଇଗର’ ଫ୍ରାଞ୍ଚାଇଜିର ୩ୟ ଫିଲ୍ମ । ଆଦିତ୍ୟ ଚୋପ୍ରାଙ୍କ ପ୍ରଯୋଜନାରେ ଏହି ଫିଲ୍ମଟି ନିର୍ମାଣ ହେବାକୁ ଯାଉଛି । ଏଥିରେ ସଲମାନ୍ ଓ କ୍ୟାଟ୍ରିନା ଉଭୟ ଅବିନାଶ ସିଂହ ରାଠୋର ଓ ଜୋୟା ଚରିତ୍ର ଜରିଆରେ ପୁଣି ପରଦାକୁ ଫେରିବେ । ୟଶରାଜ୍‌ ଫିଲ୍ମସ ୟୁନିଭର୍ସର ‘ଟାଇଗର ଜିନ୍ଦା ହୈ’, ‘ୱାର୍‌’ ଓ ‘ପଠାନ୍‌’ ଫିଲ୍ମ ପରି କାହାଣୀ ଏଥିରେ ଦେଖିବାକୁ ମିଳିବ । ।

ସେପଟେ, ସଲମାନ୍ ସୋସିଆଲ ମିଡିଆରେ ହିନ୍ଦୀ, ଇଂରାଜୀ, ତାମିଲ, ତେଲୁଗୁରେ ଫିଲ୍ମର ପୋଷ୍ଟର ଶେୟାର କରି ଲେଖିଛନ୍ତି ଯେ,‘ମୁଁ ଆସୁଛି! ଦିୱାଲୀ-୨୦୨୩ରେ ଟାଇଗର୍‌-୩!’ ଏହି ପୋଷ୍ଟକୁ ନେଇ ସଲମାନଙ୍କ ଫ୍ୟାନ୍‌ ଲଗାତାର ପ୍ରତିକ୍ରିୟା ଦେଉଛନ୍ତି । ଅନ୍ୟପଟେ କ୍ୟାଟ୍ରିନା ପୋଷ୍ଟର ଶେୟାର କରି ଲେଖିଛନ୍ତି ଯେ,‘ନୋ ଲିମିଟ୍ସ, ନୋ ଫିୟର, ନୋ ଟର୍ନିଂ ବ୍ୟାକ୍‌! ଏଇ ଦିୱାଲିରେ ‘ଟାଇଗର-୩’ ।

Tags: NULL
ShareTweetSendShare

RelatedNews

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ
Latest News

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ

ବ୍ୟାନ ହେଲା ପାକ ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ
Latest News

ବ୍ୟାନ ହେଲା ପାକ ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ

ସଲମାନଙ୍କୁ ବାରମ୍ବାର ମିଳୁଛି ହତ୍ୟା ଧମକ
ମନୋରଞ୍ଜନ

ସଲମାନଙ୍କୁ ବାରମ୍ବାର ମିଳୁଛି ହତ୍ୟା ଧମକ

ପୁଣି ଥରେ ମା’ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଗୌହର ଖାନ
Entertainment

ପୁଣି ଥରେ ମା’ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଗୌହର ଖାନ

ରାଷ୍ଟ୍ରୀୟ ସମ୍ମାନ ସହ ହୋଇଛି ମନୋଜ କୁମାରଙ୍କ ଶେଷକୃତ୍ୟ
Latest News

ରାଷ୍ଟ୍ରୀୟ ସମ୍ମାନ ସହ ହୋଇଛି ମନୋଜ କୁମାରଙ୍କ ଶେଷକୃତ୍ୟ

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.