Monday, May 12, 2025
No Result
View All Result
Odisha 365

Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ରାଜ୍ୟ

ଭି କେ ପାଣ୍ଡିଆନଙ୍କ VRSକୁ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟର ମଞ୍ଜୁର: ବିଧିବଦ୍ଧ ରାଜନୀତିରେ ମାରିବେ ଏଣ୍ଟ୍ରି !

param by param
Oct 24, 2023, 05:08 am GMT+0530
FacebookTwitterWhatsAppTelegram

ଓଡ଼ିଶା 365 (ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ତଥା ଫାଇଭ ଟି ସଚିବ ଭି କେ ପାଣ୍ଡିଆନଙ୍କ VRSକୁ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟର ମଞ୍ଜୁର । ଏହି ମଞ୍ଜୁର ପରେ ପ୍ରଶାସନିକ ଚାକିରିରୁ ସ୍ଵେଚ୍ଛାକୃତ ଅବସର ନେଇଛନ୍ତି ଭିକେ କାର୍ତ୍ତିକେୟନ ପାଣ୍ଡିଆନ ।  ଏ ନେଇ ସାଧାରଣ ପ୍ରଶାସନ ବିଭାଗ ଏସିଏସଙ୍କୁ ଚିଠି ଲେଖିଛନ୍ତି କାର୍ମିକ ମନ୍ତ୍ରଣାଳୟ। ଭିଆରଏସ ନେବା ନେଇ ତାଙ୍କର ରାଜନୀତିରେ ପାଦ ଦେବାର ଚର୍ଚ୍ଚା ଆରମ୍ଭ ହୋଇ ଯାଇଛି। ଗତ ୨୦ ତାରିଖ ଦିନ ଭି କେ ପାଣ୍ଡିଆନ ସ୍ଵେଚ୍ଛାକୃତ ଅବସର ଲାଗି ଆବେଦନ କରିଥିଲେ। ରାଜ୍ୟ ସରକାର ଏହାକୁ ଗ୍ରହଣ କରିବା ସହ କେନ୍ଦ୍ରର ଅନୁମୋଦନ ଲାଗି ପଠାଇଥିଲେ। ଏନେଇ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ଅନୁସଚିବ ଭୂପିନ୍ଦର ପାଲ ସିଂ ଆଜି ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବଙ୍କୁ ଚିଠି ଲେଖି ଅବଗତ କରିଛନ୍ତି । ଭିଆରଏସ ନେଇ ରାଜ୍ୟ ସରକାର ଅକ୍ଟୋବର ୨୦ ତାରିଖରେ ପଠାଇଥିବା ଆବେଦନ ସର୍ବଭାରତୀୟ ସେବା ଆଇନ ୧୬(୨ଏ) ଅନୁସାରେ ଆବେଦନକୁ ମଞ୍ଜୁର ହୋଇଥିବା ଜଣାଯାଇଛି। ୨୦୦୦ ବ୍ୟାଚ୍‌ର ଆଇଏଏସ ଅଧିକାରୀ ଭିକେ ପାଣ୍ଡିଆନ ୧୯୭୪ରେ ତାମିଲନାଡ଼ୁରେ ଜନ୍ମଗ୍ରହଣ କରିଥିଲେ। ଆଇଏଏସ ଅଧିକାରୀ ଭାବେ ଓଡ଼ିଶାର କଳାହାଣ୍ଡିରେ କାର୍ଯ୍ୟ ଆରମ୍ଭ କରିଥିଲେ। ସେ ୨୦୦୨ରୁ ୨୦୦୪ ମସିହା ପର୍ଯ୍ୟନ୍ତ କଳାହାଣ୍ଡି ଉପଜିଲ୍ଲାପାଳ ଭାବେ କାର୍ଯ୍ୟ କରିଥିଲେ । ୨୦୦୫ରୁ ୨୦୦୭ ମାର୍ଚ୍ଚ ପର୍ଯ୍ୟନ୍ତ ମୟୂରଭଞ୍ଜ ଜିଲ୍ଲାପାଳ ଏବଂ ୨୦୦୭ ଏପ୍ରିଲ ୯ରୁ ୨୦୧୧ ଏପ୍ରିଲ ୨୯ତାରିଖ ଗଞ୍ଜାମ ଜିଲ୍ଲାପାଳ କାର୍ଯ୍ୟ କରିଥିଲେ । ଏହା ପରେ ପାଣ୍ଡିଆନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ନିଯୁକ୍ତ କରାଯାଇଥିଲା।

୨୦୧୯ରେ ଫାଇଭ ଟି ସଚିବ ଭାବେ ତାଙ୍କୁ ମୁଖ୍ୟମନ୍ତ୍ରୀ ଦାୟିତ୍ଵ ଦେଇଥିଲେ। ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅତି ଘନିଷ୍ଠ ଥିଲେ। ସୂଚନାଯୋଗ୍ୟ, ନିକଟ ଦିନରେ ୫-ଟି ସଚିବଙ୍କ ସମଗ୍ର ରାଜ୍ୟ ବୁଲି ଜନଶୁଣାଣି କରିବା ଏବଂ ଲୋକଙ୍କ ଅଭିଯୋଗ ଶୁଣାଣି ଶେଷ ହୋଇଛି। ପାଣ୍ଡିଆନଙ୍କ ଏମିତି ତୁଫାନି ଗସ୍ତକୁ ନେଇ ରାଜନୀତି ଜୋର ଧରିଥିଲା। ବିରୋଧୀମାନେ ବିଧାନସଭାରେ ୫-ଟି ସଚିବଙ୍କ କାର୍ଯ୍ୟକଳାପ ନେଇ ସରକାରଙ୍କଠୁ ଜବାବ ଲୋଡ଼ିଥିଲେ। ରାଜ୍ୟରେ ସଚିବଙ୍କ ରାଜ ଚାଲିଥିବା ବିରୋଧୀ ବିଜେପି ଅଭିଯୋଗ କରି ରାଜ୍ୟର ବିଜେଡି ସରକାରଙ୍କୁ ସମାଲୋଚନା କରିଥିଲା। ଯଦି ରାଜନୀତି କରିବାର ଅଛି ତେବେ ପାଣ୍ଡିଆନ ସରକାରୀ ଚାକିରି ଛାଡ଼ି ରାଜନୀତିରେ ଯୋଗ ଦିଅନ୍ତୁ ବୋଲି ଭୁବନେଶ୍ଵର ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ସମେତ ଅନେକ ନେତା ଆହ୍ଵାନ ଦେଇଥିଲେ। ଜିଲ୍ଲା ଜିଲ୍ଲା ବୁଲି ଲୋକଙ୍କ ଅଭିଯୋଗ ଶୁଣିବା ଏବଂ ଯୋଜନାର ଘୋଷଣା କରିବା ପ୍ରଶାସନିକ ସେବା ଆଇନର ଉଲ୍ଲଂଘନ କରୁଥିବା ବିରୋଧୀ ଅଭିଯୋଗ କରିଥିଲେ। ଏପରିକି ମନ୍ତ୍ରୀ ମାନେ ମଧ୍ୟ ୫ଟି ସଚିବଙ୍କ ଆଗରେ ଅସହାୟ ବୋଲି ସରକାରଙ୍କୁ ସମାଲୋଚନା କରିଥିଲେ। ଏହା ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଗୃହରେ ବିବୃତି ଦେବାକୁ ପଡ଼ିଥିଲା। ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ତରଫରୁ ଅଧିକାରୀଙ୍କୁ ଲୋକଙ୍କ ସମସ୍ୟା ଶୁଣିବା ପାଇଁ ପଠାଯାଇଥିଲା। ନବୀନଙ୍କ ପରେ ବିଜେଡିରେ ତଥା ସରକାରରେ ସବୁଠୁ ପ୍ରଭାବଶାଳୀ ଥିବା ଭିକେ ପାଣ୍ଡିଆନ ଚାକିରିରୁ ସ୍ଵେଚ୍ଛାକୃତ ଅବସର ନେବା ପରେ ପରବର୍ତ୍ତୀ ପଦକ୍ଷେପ କଣ ହେବ ତାହା ଉପରେ ଏବେ ସଭିଙ୍କ ନଜର। 

Tags: NULL
ShareTweetSendShare

RelatedNews

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର
Latest News

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
Latest News

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.