Sunday, May 11, 2025
No Result
View All Result
Odisha 365

Latest News

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଆନ୍ତର୍ଜାତୀୟ

ବିୟର ଲଗାନ୍ତୁ; କାଚ ଭଳି ଚମକିବ ଆପଣଙ୍କ ଚେହେରା

param by param
Oct 25, 2023, 09:36 pm GMT+0530
FacebookTwitterWhatsAppTelegram

ଓଡ଼ିଶା 365 (ବ୍ୟୁରୋ): ଆମେ ସମସ୍ତେ ଜାଣିଛୁ ଯେ ବିଅର ଆମ ସ୍ବାସ୍ଥ୍ୟ ନିମନ୍ତେ ଅତ୍ୟନ୍ତ କ୍ଷତିକାରକ।ବିଅର ପାଇଁ ଆମ ସ୍ବାସ୍ଥ୍ୟ ଖରାପ ହୋଇଯାଇଥାଏ। କିନ୍ତୁ ଆପଣ ଜାଣିଛନ୍ତି କି ବିଅର ଆପଣଙ୍କ ତ୍ବଚାପାଇଁ ନିମନ୍ତେ କେତେ ଲାଭଦାୟକ। ବର୍ତ୍ତମାନ ପ୍ରାୟ ଲୋକ ବିଅର ପିଉଛନ୍ତି। ବିଅର ପିଇବା ଫଳରେ ସ୍ବାସ୍ଥ୍ୟକୁ କ୍ଷତି ପହଞ୍ଚିଥାଏ କିନ୍ତୁ ଏହା ଆମତ୍ବଚାରେ ଲଗାଇଲେ ଏକ ଔଷଧ ଭାବେ କାମ କରିଥାଏ। ଆଜି ଆମେ ଜାଣିବା ବିଅର ଆମ ତ୍ବଚା ପାଇଁ କିପରି ଲାଭଦାୟକ ହୋଇଥାଏ।

ଆପଣଙ୍କ ତ୍ବଚାରେ ଯଦି କଳାଦାଗ ହୋଇଥାଏ ତେବେ ତୁଳସୀ ପତ୍ରକୁ ବାଟିସେଥିରେ ବିଅରର କିଛି ବୁନ୍ଦା ପକାଇ ଏକ ମିଶ୍ରଣ ପ୍ରସ୍ତୁତ କରନ୍ତୁ। ଏହି ମିଶ୍ରଣକୁ ନିଜ ତ୍ବଚାରେପାଖାପାଖି ୩୦ମିନିଟ୍ ଲଗାଇ ରଖନ୍ତୁ। ଏହା ପରେ ଥଣ୍ଡା ପାଣିରେ ଧୋଇ ଦିଅନ୍ତୁ। ଆପଣଙ୍କ କଳା ଦାଗଦୂର ହୋଇଯିବ।

ଯଦି ଆପଣଙ୍କ ତ୍ବଚା ତେଲିଆ ହୋଇଥାଏ ତେବେ ଦୁଇ ଚାମଚ ଅଲିଭ ତେଲ ଏବଂଏଥିରେ ଦୁଇ ଚାମଚ ମହୁ ଏବଂ ଏକ ଚାମଚ ଲେମ୍ବୁ ରସ ଏବଂ ବିଅରର ଅଳ୍ପ ବୁନ୍ଦା ପକାଇ ମିଶ୍ରଣ ପ୍ରସ୍ତୁତକରନ୍ତୁ। ଏହି ମିଶ୍ରଣକୁ ପାଖାପାଖି ୧୫ମିନିଟ୍ ତ୍ବଚାରେ ଲଗାନ୍ତୁ। ଏହିପରି ସପ୍ତାହେ କଲେ ଆପଣଙ୍କୁତେଲିଆ ତ୍ବଚାରୁ ମୁକ୍ତି ମିଳିବ।

Tags: NULL
ShareTweetSendShare

RelatedNews

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର
Latest News

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ
Latest News

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?
Latest News

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
Latest News

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.