Sunday, May 11, 2025
No Result
View All Result
Odisha 365

Latest News

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ରାଜ୍ୟ

ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

param by param
Oct 26, 2023, 10:47 pm GMT+0530
FacebookTwitterWhatsAppTelegram

ଓଡ଼ିଶା 365 (ବ୍ୟୁରୋ): ରାଜ୍ୟରେଲଆଉ ୨ ଜିଲ୍ଲାରେ ହେଲା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ର ଶୁଭାରମ୍ଭ। ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖୋର୍ଦ୍ଧା ଜିଲ୍ଲାରେ ୯୫ କୋଟି ଟଙ୍କା ବ୍ୟୟରେ ୨୭୬୩ ଟି ପ୍ରକଳ୍ପ ଏବଂ ଜଗତସିଂହପୁରରେ ୯୯ କୋଟି ଟଙ୍କା ବ୍ୟୟରେ ୨୯୨୨ ଟି ଉନ୍ନୟନ୍ନମୂଳକ ପ୍ରକଳ୍ପର ଉଦଘାଟନ କରିଛନ୍ତି ମଖ୍ୟମନ୍ତ୍ରୀ। ପ୍ରତି ପଞ୍ଚାୟତ, ପ୍ରତି ଗାଁ ରେ ବିକାଶ କରିବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି ‘ଆମ ଓଡିଶା ନବୀନ ଓଡିଶା’ । ପ୍ରଥମ ପର୍ଯ୍ୟାୟରେ କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ ଓ ପରେ ପୁରୀ, ନୟାଗଡ଼, ମୟୂରଭଞ୍ଜ, ବରଗଡ଼ ଓ ଦେବଗଡ଼, କଟକ ଓ କେନ୍ଦ୍ରାପଡା ଜିଲ୍ଲାରେ ଏହି ଯୋଜନା ଶୁଭାରମ୍ଭ କରାଯାଇଥିଲା । ଆଜି ଏହି ଯୋଜନା ଆଓ ଦୁଇ ଜିଲ୍ଲା ଅନ୍ତର୍ଭୁକ୍ତ ହୋଇଛି । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରତି ପଞ୍ଚାୟତକୁ ମିଳିବ ୫୦ ଲକ୍ଷ ଟଙ୍କା । ଏଥିପାଇଁ ଖୋର୍ଦ୍ଧା ଜିଲ୍ଲାର ୭ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୯୫ କୋଟି ଟଙ୍କା । ଜୟଦେବ, ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର, ଜଟଣୀ, ବେଗୁନିଆ, ଖୋର୍ଦ୍ଧା ଓ ଚିଲିକା ଆଦି ଏଥିରେ ସାମିଲ ରହିଛି। ଏହିସବୁ ନିର୍ବାଚନମଣ୍ଡଳୀର ୧୦ଟି ବ୍ଲକ୍‌‌ରେ ୧୯୦ଟି ଗ୍ରାମ ପଞ୍ଚାୟତରେ ୨୭୬୩ଟି ପ୍ରକଳ୍ପ ହେବ।

ସେହିପରି ଜଗତସିଂହପୁର ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀ ପାଇଁ ୯୯ କୋଟି ଟଙ୍କା ମଂଜୁର ହୋଇଛି। ଏହିସବୁ ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ପାରାଦୀପ, ତିର୍ତ୍ତୋଲ, ବାଲିକୁଦା-ଏରସମା ଓ ଜଗତସିଂହପୁର। ଏଥିରେ ୮ଟି ବ୍ଲକ୍‌ର ୧୯୮ଟି ଗ୍ରାମପଞ୍ଚାୟତରେ ୨୯୨୨ ଟି ପ୍ରକଳ୍ପ କରାଯିବ। ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି । ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। 

Tags: NULL
ShareTweetSendShare

RelatedNews

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର
Latest News

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
Latest News

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.