Monday, May 12, 2025
No Result
View All Result
Odisha 365

Latest News

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ରାଜ୍ୟ

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ରାଜଧାନୀରେ ବୋମାମାଡ଼ ସହ ବୁଲିଲା ଖଣ୍ଡା

param by param
Oct 27, 2023, 06:23 pm GMT+0530
FacebookTwitterWhatsAppTelegram

ଓଡ଼ିଶା 365 (ବ୍ୟୁରୋ): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ରାଜଧାନୀ ଭୁବନେଶ୍ୱରର ମଞ୍ଚେଶ୍ୱର ଥାନା ପଦ୍ମକେଶରୀପୁର କେଳାସାହିରେ ବିଳମ୍ବିତ ରାତିରେ ହୋଇଛି ଗୋଷ୍ଠୀ ସଂଘର୍ଷ। ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଟେକାପଥର, ବୋତଲ ସହ ବୋମାମାଡ଼ ହୋଇଛି । ପୂର୍ବ ଶତ୍ରୁତାରୁ ଦୁଇ ଓ୍ବାର୍ଡବାସୀଙ୍କ ମଧ୍ୟରେ ଆକ୍ରମଣ ହୋଇଛି । ଆକ୍ରମଣ ଓ ପ୍ରତିଆକ୍ରମଣରେ ଜଣେ ଯୁବକ ଗୁରୁତର, ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତିି । ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଉତ୍ତେଜନାକୁ ଦୃଷ୍ଟିରେ ରଖି ୧୪୪ ଧାରା ଜାରି କରାଯାଇଛି । କୌଣସି ଅପ୍ରତିକର ପରିସ୍ଥିତିକୁ ଏଡାଇବା ପାଇଁ ଦୁଇ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି । ଘଟଣା ସ୍ଥଳରେ ପୁଲିସ ପହଂଚି ତନାଘନା ଆରମ୍ଭ କରିଛି ।

ସୂଚନାଯୋଗ୍ୟ, ଦୁର୍ଗା ପୂଜା ସରୁ ସରୁ ପଦ୍ମକେଶରୀପୁରରେ ଦେଖିବାକୁ ମିଳିଛି ଉତ୍ତେଜନା। କିଛି ଦିନ ପୂର୍ବରୁ ମଧ୍ୟ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ସେତେବେଳେ ବି ବୋତଲ ମାଡ଼ ସହ ଘରେ ପଶି ନିଆଁ ଲଗାଇଦେଇଥିଲେ ଦୁର୍ବୃତ୍ତ। 

Tags: NULL
ShareTweetSendShare

RelatedNews

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର
Latest News

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
Latest News

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.