Wednesday, May 14, 2025
No Result
View All Result
Odisha 365

Latest News

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ରାଜ୍ୟ

ଦୁର୍ଘଟଣାଗସ୍ତ ରୁଟରେ ପୁଣି ଗଡ଼ିଲା ପ୍ରଶାନ୍ତି ଏକ୍ସପ୍ରେସ୍‌

param by param
Oct 30, 2023, 11:30 pm GMT+0530
FacebookTwitterWhatsAppTelegram

ଓଡ଼ିଶା 365 (ବ୍ୟୁରୋ): ଅନ୍ୟପକ୍ଷରେ ଦୁର୍ଘଟଣା ସ୍ଥଳରୁ ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନର ୧୧ଟି କୋଚକୁ ପରବର୍ତ୍ତୀ ଷ୍ଟେସନ୍‌ ଆଲମଣ୍ଡା ଷ୍ଟେସନକୁ ନିଆଯାଇଛି। ସେହିପରି ବିଶାଖାପାଟଣା-ରାୟଗଡା ପାସେଞ୍ଜର ଟ୍ରେନର ୯ଟି ବଗିକୁ ପୂର୍ବ ଷ୍ଟେସନ୍‌ କଣ୍ଟକପାଲିକୁ ଫେରାଇ ନିଆଯାଇଛି। ବାକି କୋଚ୍‌ ଗୁଡ଼ିକ ଟ୍ରାକ୍‌ ପାର୍ଶ୍ୱରେ ପଡ଼ି ରହିଛି।ଦୁର୍ଘଟଣାଗସ୍ତ ରୁଟରେ ପୁଣି ଗଡ଼ିଲା ପ୍ରଶାନ୍ତି ଏକ୍ସପ୍ରେସ୍‌। ଟ୍ରାକ୍‌ ମରାମତି ସରିବା ପରେ ଅପ୍‌ ଲାଇନ୍‌ରେ ଟ୍ରାଏଲ୍‌ ରନ୍‌ ହୋଇ ଗଡ଼ିଛି ଏକ୍ସପ୍ରେସ ଟ୍ରେନ୍‌। ମରାମତି ପରେ ଅର୍ଥାତ ଅପରାହ୍ନ ୨ଟା ୩୬ ମିନିଟ୍‌ରେ ଚାଲିଲା ପ୍ରଶାନ୍ତି ଏକ୍ସପ୍ରେସ୍‌। ଏନେଇ ସୂଚନା ଦେଇଛି ରେଳବାଇ। ଅନ୍ୟପକ୍ଷରେ ଦୁର୍ଘଟଣା ସ୍ଥଳରୁ ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନର ୧୧ଟି କୋଚକୁ ପରବର୍ତ୍ତୀ ଷ୍ଟେସନ୍‌ ଆଲମଣ୍ଡା ଷ୍ଟେସନକୁ ନିଆଯାଇଛି। ସେହିପରି ବିଶାଖାପାଟଣା-ରାୟଗଡା ପାସେଞ୍ଜର ଟ୍ରେନର ୯ଟି ବଗିକୁ ପୂର୍ବ ଷ୍ଟେସନ୍‌ କଣ୍ଟକପାଲିକୁ ଫେରାଇ ନିଆଯାଇଛି। ବାକି କୋଚ୍‌ ଗୁଡ଼ିକ ଟ୍ରାକ୍‌ ପାର୍ଶ୍ୱରେ ପଡ଼ି ରହିଛି।

କହିରଖୁ କି, ରବିବାର ସନ୍ଧ୍ୟା ପ୍ରାୟ ୭ଟାରେ ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନ୍‌କୁ ପଛ ପାର୍ଶ୍ୱରୁ ଧକ୍କା ଦେଇଥିଲା ବିଶାଖାପାଟଣା-ରାୟଗଡ଼ା ପାସେଞ୍ଜର। ଦୁର୍ଘଟଣା ପରେ ପଲାସା ପାସେଞ୍ଜର କିଛି ବଗି ଅନ୍ୟ ଟ୍ରାକ୍‌ରେ ପଡ଼ିଥିଲେ। ସେହି ଟ୍ରାକ୍‌ରେ ଆସୁଥିବା ମାଲ୍‌ବାହୀ ଟ୍ରେନ୍‌ ପାଲାସା ପାସେଞ୍ଜ ବଗିକୁ ଧକ୍କା ଦେଇଥିଲେ। ଯେଉଁଥିରେ ୧୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆହତମାନଙ୍କୁ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ଯୁଦ୍ଧକାଳୀନ ଭିତିରେ ଉଦ୍ଧାର ଓ ମରାମତି କାମ ଚାଲିଛି। ଟ୍ରାକ୍‌ ଉପରେ ପଡ଼ିଥିବା ବଗି ଗୁଡ଼ିକୁ ହଟା ଯାଉଛି। ଏଥିସହ ଟ୍ରାକ୍‌ ମରାମତି ଓ ବିଦ୍ୟୁତ୍‌ କନେକସନ୍‌ ଦିଆଯାଉଛି। 

Tags: NULL
ShareTweetSendShare

RelatedNews

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର
Latest News

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
Latest News

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

Latest News

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.