Friday, May 9, 2025
No Result
View All Result
Odisha 365

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
Odisha 365
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
No Result
View All Result
Odisha 365
No Result
View All Result

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
  • ଜୀବନଶ yle ଳୀ
Home ବିଜ୍ଞାନ ଏବଂ ବ tech ଷୟିକ ଜ୍ଞାନ |

ଦୀପାବଳିରେ ଧମାଲ୍ କରିବ ‘ଟାଇଗର ୩’

param by param
Nov 2, 2023, 03:45 pm GMT+0530
FacebookTwitterWhatsAppTelegram

ଓଡ଼ିଶା 365 (ବ୍ୟୁରୋ): ଖୁବଶୀଘ୍ର ଦର୍ଶକମାନଙ୍କ ଅପେକ୍ଷାର ଅନ୍ତ ଗଟିବାକୁ ଯାଉଛି । ଦୀର୍ଘ ଦିନର ଅପେକ୍ଷା ପରେ ବଡ଼ ପରଦାକୁ ଆସିବାକୁ ଯାଉଛି ବଲିଉଡ ଭାଇଜାନ ସଲମାନ ଖାନ ଓ କ୍ୟାଟ୍ରିନା କୈଫଙ୍କ ଅଭିନିତ ଫିଲ୍ମ ‘ଟାଇଗର ୩’ । ଯାହାକୁ ଦର୍ଶକମାନେ ଚାତକ ପରି ଚାହିଁ ବସିଥିଲେ । ତେବେ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର ଆସିଛି । ଫିଲ୍ମର ପ୍ରଥମ ଶୋ ବିଷୟରେ ସୂଚନା ପ୍ରକାଶ ପାଇଛି। ୧୨ ନଭେମ୍ବର ଅର୍ଥାତ୍ ଦିପାବଳୀ ଦିନ ରବିବାର ସକାଳ ୭ଟାରେ ଶୋ ’ଦେଖାଇବାକୁ ୟଶ ରାଜ ଫିଲ୍ମସ୍ ନିଷ୍ପତ୍ତି ନେଇଛି, ଏବଂ ଅଗ୍ରୀମ ବୁକିଂ ୫ ନଭେମ୍ବରରୁ ଆରମ୍ଭ ହେବାକୁ ଯାଉଛି ବୋଲି ସୂଚନା ମିଳିଛି ।

ସେପଟେ  କିଛି ଦିନ ପୂର୍ବରୁ ‘ଟାଇଗର-୩’ ‘ର ଆକ୍ସନ୍ ପ୍ୟାକ୍ ଟ୍ରେଲର ଆସିବା ମାତ୍ରେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରିବା ଆରମ୍ଭ କରିଛି। ଏହି ଫିଲ୍ମର ଟ୍ରେଲରରେ ସଲମାନ ଖାନ ଏବଂ କ୍ୟାଟ୍ରିନାଙ୍କ ଲୁକ ଦର୍ଶକମାନଙ୍କୁ ବେଶ୍ ଆକୃଷ୍ଟ କରୁଛି । ଟ୍ରେଲରଟି ଜଣେ ମହିଳାଙ୍କ ବ୍ୟାକ୍‌ଗ୍ରାଉଣ୍ଡ ସ୍ଵରରୁ ଆରମ୍ଭ ହୋଇଛି । ଯାହା ପରେ ସଲମାନ ଖାନଙ୍କ ଏଣ୍ଟ୍ରି ହୋଇଛି ଏକ ଦମ୍‌ଦାର ଷ୍ଟାଇଲ୍‌ରେ । ଏହାପରେ ଭାଇଜାନଙ୍କ କିଛି ଡାଏଲଗ ଓ ଆକ୍ସନ ରହିଛି । ପରେ କ୍ୟାଟ୍ରିନାଙ୍କ ଆକ୍ସନ ଲୁକ୍ ଦେଖିବାକୁ ମିଳିଛି । ଯାହା ଦେଖିଲେ ଲାଗୁଛି ଫିଲ୍ମରେ ଅନେକ ଆକ୍ସନ ଓ ସସ୍‌ପେନସ୍‌ ଭରି ରହିଛି ।

ସେପ୍ଟେମ୍ବର ୨୭ରେ ‘ଟାଇଗର-୩’ର ଟିଜର ମୁକ୍ତିଲାଭ କରିଥିଲା। ଏଥିରେ ସଲମାନଙ୍କ ଦମ୍‌ଦାର ଲୁକ୍‌ ଦର୍ଶକମାନଙ୍କ ହୃଦୟ ଜିତିଥିଲା ।ଏହି ଫିଲ୍ମରେ ସଲମାନ ଖାନଙ୍କ ସହ କ୍ୟାଟ୍ରିନା ଏବଂ ଇମ୍ରାନ ହାଶମୀଙ୍କୁ ମୁଖ୍ୟ ଭୂମିକାରେ ଦେଖିବାକୁ ମିଳିବ । ସେହିପରି ଏହି ଫିଲ୍ମରେ ଇମ୍ରାନଙ୍କୁ ଏକ ଭିଲେନ୍‌ ଭୂମିକାରେ ମଧ୍ୟ ଦେଖିବାକୁ ମିଳିବ। ମନୀଷ ଶର୍ମାଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ଦର୍ଶକମାନଙ୍କୁ ବେଶ୍ ଆକୃଷ୍ଟ କରିବ ହୋଲି ପୁରା ଟିମ୍ ଆଶାବାଦୀ ଅଛନ୍ତି । ଏହି ଫିଲ୍ମଟି ଦୀପାବଳିରେ ହିନ୍ଦୀ, ତାମିଲ ଏବଂ ତେଲୁଗୁ ଭାଷାରେ ମୁକ୍ତିଲାଭ କରିବ ବୋଲି ସୂଚନା ରହିଛି ।

Tags: NULL
ShareTweetSendShare

RelatedNews

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ
Latest News

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ

ବ୍ୟାନ ହେଲା ପାକ ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ
Latest News

ବ୍ୟାନ ହେଲା ପାକ ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ

ସଲମାନଙ୍କୁ ବାରମ୍ବାର ମିଳୁଛି ହତ୍ୟା ଧମକ
ମନୋରଞ୍ଜନ

ସଲମାନଙ୍କୁ ବାରମ୍ବାର ମିଳୁଛି ହତ୍ୟା ଧମକ

ଡ୍ରୋନକୁ ଖସାଇବ ଉଚ୍ଚ-ଶକ୍ତିଶାଳୀ ଲେଜର-ବେସଡ୍ ଓ୍ୱିପନ୍
ବିଜ୍ଞାନ ଏବଂ ବ tech ଷୟିକ ଜ୍ଞାନ |

ଡ୍ରୋନକୁ ଖସାଇବ ଉଚ୍ଚ-ଶକ୍ତିଶାଳୀ ଲେଜର-ବେସଡ୍ ଓ୍ୱିପନ୍

ପୁଣି ଥରେ ମା’ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଗୌହର ଖାନ
Entertainment

ପୁଣି ଥରେ ମା’ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଗୌହର ଖାନ

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.