Wednesday, May 14, 2025
No Result
View All Result
Odisha 365

Latest News

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ରାଜ୍ୟ

 ‘ଆମ ଓଡ଼ିଶା ନବୀନ ଓଡ଼ିଶା’ରେ ସାମିଲ ହେଲା ଗଞ୍ଜାମ ଓ ସୁବର୍ଣ୍ଣପୁର

param by param
Nov 2, 2023, 11:42 pm GMT+0530
FacebookTwitterWhatsAppTelegram

ଓଡ଼ିଶା 365 (ବ୍ୟୁରୋ):  ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନାରେ ସାମିଲ ରାଜ୍ୟର ଆଉ ୨ ଜିଲ୍ଲା। ଆଜି ଗଞ୍ଜାମ ଓ ସୁବର୍ଣ୍ଣପୁର ଜିଲ୍ଲାରେ ‘ଆମ ଓଡିଶା ନବୀନ ଓଡିଶା’ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଏହି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଅଷ୍ଟମ ଦିନରେ ଗଞ୍ଜାମ ଓ ସୁବର୍ଣ୍ଣପୁର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା । ଏଥିପାଇଁ ଗଞ୍ଜାମ ଜିଲ୍ଲାର ୧୨ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୨୫୧.୫୦ କୋଟି ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଭଞ୍ଜନଗର, ଛତ୍ରପୁର, ଖଲିକୋଟ, ଦିଗପହଣ୍ଡି, ସୁରଡା, ସାନଖେମୁଣ୍ଡି, ଗୋପାଳପୁର, ଆସ୍କା, ଚିକିଟି, ହିଞ୍ଜିଳିକାଟୁ, ପୋଲସରା ଓ କବିସୂର୍ଯ୍ୟନଗର । ଏହିସବୁ ନିର୍ବାଚନମଣ୍ଡଳୀର ୨୨ଟି ବ୍ଲକ୍‌‌ର ୫୦୩ଟି ଗ୍ରାମ ପଞ୍ଚାୟତରେ ୫୭୦୬ଟି ପ୍ରକଳ୍ପ ହେବ।

ସେହିପରି ସୁବର୍ଣ୍ଣପୁର ଜିଲ୍ଲାର ୨ଟି ନିର୍ବାଚନମଣ୍ଡଳୀ ପାଇଁ ୫୪.୫୦କୋଟି ଟଙ୍କା ମଂଜୁର ହୋଇଛି। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ସୁବର୍ଣ୍ଣପୁର ଓ ବୀରମହାରାଜପୁର। ଏଥିରେ ୬ଟି ବ୍ଲକ୍‌ର ୧୦୯ଟି ଗ୍ରାମପଞ୍ଚାୟତରେ ୧୪୧୯ଟି ପ୍ରକଳ୍ପ କରାଯିବ। ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁ ଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ । ବିକାଶର ଏହି ନୂଆ ଚେହେରା ଗାଁ ଲୋକଙ୍କ ମଧ୍ୟରେ ଗଭୀର ଆତ୍ମବିଶ୍ୱାସ ସୃଷ୍ଟି କରିବ । ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା । ନବୀନ ଓଡିଶାର ପରିଚୟ ନେଇ ରାଜ୍ୟର ପ୍ରତି ଗାଁ ବିକାଶର ମାର୍ଗରେ ଆଗକୁ ବଢିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। 

Tags: NULL
ShareTweetSendShare

RelatedNews

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର
Latest News

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
Latest News

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

Latest News

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.