Saturday, May 10, 2025
No Result
View All Result
Odisha 365

Latest News

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home କ୍ରୀଡା

ଜନ୍ମଦିନରେ ବିରାଟଙ୍କ ଶତକ, ସଚିନଙ୍କ ୪୯ ଶତକର ସମକକ୍ଷ

param by param
Nov 6, 2023, 12:01 am GMT+0530
FacebookTwitterWhatsAppTelegram

ଓଡ଼ିଶା 365(ବ୍ୟୁରୋ): ନିଜର ଜନ୍ମଦିନରେ ଯାଦୁ ଦେଖାଇଛନ୍ତି କିଙ୍ଗ କୋହଲି । ଭାରତର କୋଟି କୋଟି କ୍ରିକେଟପ୍ରେମୀଙ୍କୁ ଦେଇଛନ୍ତି ସ୍ମରଣୀୟ ଶତକ ଉପହାର। ଏହାସହ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ୪୯ ଦିନିକିଆ ଶତକର ସମକକ୍ଷ ହୋଇଛନ୍ତି କୋହଲି । ବିରାଟଙ୍କ ଏହି ଶତକ ବଳରେ କୋଲକାତାର ଇଡେନ ଗାଡେନ୍ସରେ ଖେଳାଯାଉଥିବା ବିଶ୍ବକପର ଏକ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଆଗରେ ୩୨୭ ରନର ବିଜୟ ଲକ୍ଷ୍ୟ ରଖିଛି ଭାରତ । ଭାରତ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ରୋହିତ ଶର୍ମା ୪୦ ରନ ଓ ଶୁଭମନ ଗିଲ୍ ୨୩ ରନ କରି ଆଉଟ ହେବା ପରେ କୋହଲି ଓ ଶ୍ରେୟସ ଆୟର ସ୍କୋରକୁ ଦ୍ରୁତ ଗତିରେ ଆଗେଇ ନେବାରେ ସହାୟକ ହୋଇଥିଲା। ଶ୍ରେୟସ ଆୟର ୭୭ ରନରେ ଆଉଟ ହୋଇଯାଇଥିଲେ। କେଏଲ ରାହୁଲ ମଧ୍ୟ କ୍ରିଜରେ ବେଶୀ ସମୟ ରହିପାରିନଥିଲେ । ମାତ୍ର ୮ ରନରେ ସେ ଆଉଟ ହୋଇଯାଇଥିଲେ । ତେବେ ବିରାଟ କୋହଲି ସୂର୍ଯ୍ୟକୁମାର ଯାଦବ ଓ ରବୀନ୍ଦ୍ର ଜାଦେଜାଙ୍କ ଦମଦାର ପ୍ରଦର୍ଶନ ବଳରେ ୫୦ ଓଭରରେ ୩୨୬ ରନ କରିପାରିଛି ଭାରତ ।

Tags: NULL
ShareTweetSendShare

RelatedNews

ଚେନ୍ନାଇ ସୁପର କିଙ୍ଗସକୁ ହରାଇଲା ପଞ୍ଜାବ କିଙ୍ଗସ
Latest News

ଚେନ୍ନାଇ ସୁପର କିଙ୍ଗସକୁ ହରାଇଲା ପଞ୍ଜାବ କିଙ୍ଗସ

ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଲେ ରବିଚନ୍ଦ୍ରନ ଅଶ୍ୱିନ
Latest News

ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଲେ ରବିଚନ୍ଦ୍ରନ ଅଶ୍ୱିନ

ଆଇସିସି ମହିଳା ବିଶ୍ବକପ ଖେଳି ପାରିବନି ପାକିସ୍ତାନ
Latest News

ଆଇସିସି ମହିଳା ବିଶ୍ବକପ ଖେଳି ପାରିବନି ପାକିସ୍ତାନ

ଗୌତମ ଗମ୍ଭୀରଙ୍କୁ ‘ଆଇଏସଆଇଏସ କାଶ୍ମୀର’ ସଂଗଠନରୁ ହତ୍ୟା ଧମକ
Latest News

ଗୌତମ ଗମ୍ଭୀରଙ୍କୁ ‘ଆଇଏସଆଇଏସ କାଶ୍ମୀର’ ସଂଗଠନରୁ ହତ୍ୟା ଧମକ

ଶୁଭମନ ଗିଲଙ୍କ ଉପରେ ଲାଗିଲା ୧୨ ଲକ୍ଷ ଟଙ୍କାର ଜୋରିମାନା
Latest News

ଶୁଭମନ ଗିଲଙ୍କ ଉପରେ ଲାଗିଲା ୧୨ ଲକ୍ଷ ଟଙ୍କାର ଜୋରିମାନା

Latest News

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.