Wednesday, May 14, 2025
No Result
View All Result
Odisha 365

Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ରାଜ୍ୟ

୨୦୨୪ରେ ଓଡ଼ିଶାରେ ବିଜେପି ସରକାର: ମନମୋହନ

param by param
Nov 6, 2023, 04:51 pm GMT+0530
FacebookTwitterWhatsAppTelegram

ଓଡ଼ିଶା 365(ବ୍ୟୁରୋ): ସୀମା ଟପିଲାଣି ବିଜେଡି ସରକାରର ଦୁର୍ନୀତି। ‘ଆମ ଓଡିଶା-ନବୀନ ଓଡ଼ିଶା’ଯୋଜନା ନାଁରେ ୩ ହଜାର ୭୦୦କୋଟି ଟଙ୍କା ଲୁଟ୍ କରିବାକୁ ହେଉଛି ଯୋଜନା। ଓଡ଼ିଶାରେ ବର୍ଷକୁ ୧ ଲକ୍ଷ କୋଟି ଟଙ୍କାର ଦୁର୍ନୀତି ହେଉଛି। ବିଜେଡି ନେତା ଏବଂ ଅଫିସରଙ୍କ ଭ୍ରଷ୍ଟାଚାର ପାଇଁ ଓଡ଼ିଶାର ବିକାଶ ହୋଇପାରୁନି। ଏଭଳି ଭାବେ ରାଜ୍ୟ ସରକାରଙ୍କୁ ଘେରିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ଆଗାମୀ ୬ ମାସ ଭିତରେ ବିଜେଡି ସରକାରର ପତନ ହେବ। ଏଥର ବିଜେପି ଏକାକୀ ପୂର୍ଣ୍ଣ ବହୁମତ ଆଣି ସରକାର ଗଠନ କରିବ। ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସରକାରଙ୍କ ଜନବିରୋଧୀ କାର୍ଯ୍ୟକଳାପ ଉପରେ ପ୍ରବଳ ବର୍ଷିଛନ୍ତି ମନମୋହନ। ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ଯେଉଁ ଘୋଷଣା କରିଥିଲେ, ତାକୁ ପୂରଣ କରିଛନ୍ତି। ମୋଦୀ ସରକାରଙ୍କ ଯୋଗୁଁ ରାଉରକେଲାରେ ଦ୍ବିତୀୟ ବ୍ରାହ୍ମଣୀ ସେତୁ, ସୁପରସ୍ପେସାଲିଟି ହସ୍ପିଟାଲ, ବିମାନ ସେବା ସମ୍ଭବ ହୋଇପାରିଛି।

ରାଉରକେଲାକୁ ବନ୍ଦେଭାରତ ଏକ୍ସପ୍ରେସ୍‌ ଗଡ଼ିଛି। ଅପରପକ୍ଷରେ ରାଜ୍ୟ ସରକାର ରାଉରକେଲାର ବିକାଶ ପ୍ରତି ଆଖିବୁଜି ଦେଇଛନ୍ତି। ରାଜ୍ୟ ସରକାର ଯେଉଁ ଦିନ ନୂତନ ମେଡିକାଲ କଲେଜ ସ୍ଥାପନ ପାଇଁ ପ୍ରସ୍ତାବ ଦେବେ, ତା’ର ୨୪ ଘଣ୍ଟା ଭିତରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିହିତ ପଦକ୍ଷେପ ନିଆଯିବ। ସେହିଭଳି ରାଉରକେଲା ବିମାନବନ୍ଦର ଜମିର ମାଲିକାନାସତ୍ତ୍ବ ଭାରତୀୟ ବିମାନବନ୍ଦର ପ୍ରାଧିକରଣ ଅନ୍ତର୍ଭୁକ୍ତ ହେବାକ୍ଷଣି ଲାଗି ରହିଥିବା ବିଭିନ୍ନ ସମସ୍ୟାର ସମାଧାନ ହୋଇପାରିବ। ଗତ ୧୧ ବର୍ଷ ହେଲା ରାଉରକେଲା ମହାନଗର ନିଗମ(ଆର୍‌ଏମ୍‌ସି) ନିର୍ବାଚନରେ ଖୋଦ୍‌ ରାଜ୍ୟ ସରକାର ବାଧକ ସାଜିଛନ୍ତି। ଏମିତିକି ବହୁ ପ୍ରତିକ୍ଷୀତ ତାଳଚେର-ବିମଳାଗଡ଼ ରେଳପଥ ପାଇଁ ଅତ୍ୟାବଶ୍ୟକ ଜମି ଅଧିଗ୍ରହଣରେ ମଧ୍ୟ ସଂପୂର୍ଣ୍ଣଭାବେ ବିଫଳ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ବାଧୀନ କେନ୍ଦ୍ର ସରକାରର ଗତ ୯ବର୍ଷର ଶାସନରେ ଭାରତ ବିଶ୍ୱର ପଞ୍ଚମ ବୃହତ ଅର୍ଥନୀତି ରାଷ୍ଟ୍ରରେ ପରିଣତ ହୋଇଥିବାବେଳେ ୨୦୪୭ରେ ଏକ ବିକଶିତ ଦେଶରେ ପରିଣତ ହୋଇସାରିଥିବ। ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର ଦ୍ୱାରା ୨ଲକ୍ଷ କୋଟି ଟଙ୍କା ସଞ୍ଚୟ ହୋଇଛି। କଂଗ୍ରେସ ସରକାର ସମୟରେ ୧୦ବର୍ଷ ଭିତରେ ଓଡ଼ିଶାକୁ ମାତ୍ର ୩ ଲକ୍ଷ କୋଟି ଟଙ୍କା ଆସିଥିବାବେଳେ ମୋଦି ସରକାର ଅମଳରେ ୯ବର୍ଷରେ ୧୮.୭୩ ଲକ୍ଷ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଦିଆଯାଇଛି। କିନ୍ତୁ ବିଜେଡି ସରକାରର ଦୁର୍ନୀତି ଯୋଗୁଁ ଓଡ଼ିଶାବାସୀ ଏହାର ସୁଫଳ ପାଇପାରୁନାହାନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମୋଦି ସରକାର ୩୨ ଲକ୍ଷ ଆବାସ ଦେଇଥିବା ସତ୍ତ୍ବେ ରାଜ୍ୟରେ ଅନେକ ହିତାଧିକାରୀଙ୍କୁ ପକ୍କା ଘର ମିଳିପାରିନାହିଁ। କେନ୍ଦ୍ର ସରକାର ‘ଜଳ ଜୀବନ ମିଶନ’ ମାଧ୍ୟମରେ ରାଜ୍ୟକୁ ୧୫ ହଜାର କୋଟିରୁ ଊର୍ଦ୍ଧ୍ବ ଅନୁଦାନ ଦେଇଥିବାବେଳେ ବିଜେଡି ସରକାର ଏହି ଅର୍ଥକୁ ଲୁଟ୍ କରିଚାଲିଛି ।ଯାହାଦ୍ବାରା ଜନସାଧାରଣ ପାନୀୟ ଜଳ ପାଇବାରୁ ବଞ୍ଚିତ ହେଉଛନ୍ତି।

Tags: NULL
ShareTweetSendShare

RelatedNews

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର
Latest News

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
Latest News

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.