Saturday, May 10, 2025
No Result
View All Result
Odisha 365

Latest News

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home କ୍ରୀଡା

ବିଶ୍ବକପ 2023, ଆଫଗାନିସ୍ତାନ ବିପକ୍ଷରେ ଅଷ୍ଟ୍ରେଲିଆକୁ ଜବରଦସ୍ତ ବିଜୟ ଭେଟି ଦେଇଛନ୍ତି ଗ୍ଲେନ୍‌ ମାକ୍ସୱେଲ ।

param by param
Nov 8, 2023, 03:54 pm GMT+0530
FacebookTwitterWhatsAppTelegram

ଓଡ଼ିଶା 365 (ବ୍ୟୁରୋ) : ଆଇସିସି କ୍ରିକେଟରେ ଚମତ୍କାର ବଜୟ ହାସଲ କରିଛି ଅଷ୍ଟ୍ରେଲିଆ । ୱାଙ୍ଖଡେରେ ଦେଖିବାକୁ ମିଳିଛି ୱାନମ୍ୟାନ ଶୋ’ । ଗୋଡ଼ରେ ଆଘାତ ସତ୍ତ୍ବେ ଗ୍ଲେନ୍‌ ମ୍ୟାକ୍ସୱେଲଙ୍କ ବିସ୍ପୋରକ ଦ୍ୱିଶତକ ବଳରେ ଆଫଗାନିସ୍ତାନ ବିପକ୍ଷରେ ଅଷ୍ଟ୍ରେଲିଆ ତିନୋଟି ୱିକେଟରେ ବିଜୟ ହାସଲ କରିଛି । ଏହା ସହିତ ପ୍ରଥମରୁ ଧିମା ପଡିଥିବା ୫ଥର ଚମ୍ପିଆନ ଅଷ୍ଟ୍ରେଲିଆ ଠିକ ସମୟରେ କମବ୍ୟାକ କରି ଚଳିତ ବିଶ୍ୱକପ ସେମିଫାଇନାଲରେ ପହଞ୍ଚିଛି । ତେବେ ୧୨୮ ବଲରେ ୨୦୧ ରନ ଦଳକୁ ଦେଇଛି ବିଜୟ ।ଯଦିଓ ଆଫଗାନିସ୍ତାନ ବିପକ୍ଷରେ ଦମଦାର ବିଜୟ ପରେ ଏହା ଅଧିକ ବଢ଼ିଯାଇଛି ବୋଲି କହିଛନ୍ତି ଗ୍ଲେନ୍‌ ମ୍ୟାକ୍ସୱେଲ ।

ଆଇସିସି ବିଶ୍ୱକପ 2023 ସେମି ଫାଇନାଲରେ ପ୍ରବେଶ କରିଛି । ମ୍ୟାଚ୍‌ ପରେ ମ୍ୟାକ୍ସୱେଲ କହିଛନ୍ତି, ” ଫିଲ୍ଡିଂ କରିବା ସମୟରେ ବହୁତ ଗରମ ହେଉଥିଲା । ପ୍ରବଳ ଖରା ଓ ଗରମ ପାଇଁ ମୁଁ ବ୍ୟାୟାମ କରି ପାରିନଥିଲି ଫଳରେ ଏହାର ପ୍ରଭାବ ମୋ ଉପରେ ପଡିଥିଲା । ମୁଁ କିଛି ସମୟ ଅଟକି ଗୋଡରେ କିଛି ସମୟର ମୋମେଣ୍ଟ କରିବାକୁ ଚାହୁଁଥିଲି । ଜଣେ ସାମ୍ୱାଦିକ ମ୍ୟାକ୍ସଓ୍ୱେଲଙ୍କୁ ପ୍ରଶ୍ନ ପଚାରିଥିଲେ ଅଷ୍ଟ୍ରେଲିଆ ଯେବେ ୯୧ରନରେ ୭ୱିକେଟ ହରାଇ ସାରିଥିଲା ସେବେ ଆପଣ କଣ ଚିନ୍ତା କରୁଥିଲେ, ତେବେ ଉତ୍ତରରେ ମ୍ୟାକ୍ସୱେଲ କହିଛନ୍ତି କି ସେ ଅଧିକ କିଛି ଭାବି ନଥିଲେ ବରଂ ଯେତିକି ସମ୍ଭବ ହୋଇପାରିବ ବ୍ୟାଟିଂ କରିବେ ।

ଭାରତ ବିପକ୍ଷରେ ପ୍ରଥମ ମ୍ୟାଚରେ ପରାସ୍ତ ହେବା ପରେ ସଠିକ ସମୟରେ ୫ଥର ଚମ୍ପିଆନ ଅଷ୍ଟ୍ରେଲିଆ ଜବରଦସ୍ତ କମବ୍ୟାକ କରିଛି । ମୋଟ ୮ଟି ମ୍ୟାଚରୁ ସେ ୬ଟି ମ୍ୟାଚ ଜିତି ପଏଣ୍ଟ ଟେବୁଲ ତୃତୀୟ ସ୍ଥାନରେ ପହଁଞ୍ଚି ସେମି ଫାଇନାଲରେ ପ୍ରବେଶ କରିଛି କଙ୍ଗାରୁ ଦଳ ।

Tags: NULL
ShareTweetSendShare

RelatedNews

ଚେନ୍ନାଇ ସୁପର କିଙ୍ଗସକୁ ହରାଇଲା ପଞ୍ଜାବ କିଙ୍ଗସ
Latest News

ଚେନ୍ନାଇ ସୁପର କିଙ୍ଗସକୁ ହରାଇଲା ପଞ୍ଜାବ କିଙ୍ଗସ

ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଲେ ରବିଚନ୍ଦ୍ରନ ଅଶ୍ୱିନ
Latest News

ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଲେ ରବିଚନ୍ଦ୍ରନ ଅଶ୍ୱିନ

ଆଇସିସି ମହିଳା ବିଶ୍ବକପ ଖେଳି ପାରିବନି ପାକିସ୍ତାନ
Latest News

ଆଇସିସି ମହିଳା ବିଶ୍ବକପ ଖେଳି ପାରିବନି ପାକିସ୍ତାନ

ଗୌତମ ଗମ୍ଭୀରଙ୍କୁ ‘ଆଇଏସଆଇଏସ କାଶ୍ମୀର’ ସଂଗଠନରୁ ହତ୍ୟା ଧମକ
Latest News

ଗୌତମ ଗମ୍ଭୀରଙ୍କୁ ‘ଆଇଏସଆଇଏସ କାଶ୍ମୀର’ ସଂଗଠନରୁ ହତ୍ୟା ଧମକ

ଶୁଭମନ ଗିଲଙ୍କ ଉପରେ ଲାଗିଲା ୧୨ ଲକ୍ଷ ଟଙ୍କାର ଜୋରିମାନା
Latest News

ଶୁଭମନ ଗିଲଙ୍କ ଉପରେ ଲାଗିଲା ୧୨ ଲକ୍ଷ ଟଙ୍କାର ଜୋରିମାନା

Latest News

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.