Monday, May 12, 2025
No Result
View All Result
Odisha 365

Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ବିଜ୍ଞାନ ଏବଂ ବ tech ଷୟିକ ଜ୍ଞାନ |

ରଶ୍ମିକାଙ୍କ ଡିପଫେକ୍ ଭିଡିଓକୁ ନେଇ ରାଗିଲେ ପ୍ରେମିକ

param by param
Nov 9, 2023, 05:13 pm GMT+0530
FacebookTwitterWhatsAppTelegram

ଓଡ଼ିଶା 365 (ବ୍ୟୁରୋ):ସାଉଥ୍ ଅଭିନେତ୍ରୀ ରଶ୍ମିକା ମନ୍ଦାନା ଓ ତାଙ୍କ ତଥାକଥିତ ପ୍ରେମିକ ବିଜୟ ଦେବରକୋଣ୍ଡାଙ୍କୁ ନେଇ ସବୁବେଳେ ଚର୍ଚ୍ଚା ଲାଗିରହିଥାଏ । ହେଲେ ବର୍ତ୍ତମାନ ସେ ସୋସିଆଲ ମିଡିଆରେ ମୁହଁ ଖୋଲିଛନ୍ତି । କାରଣ ନିକଟରେ ଅଭିନେତ୍ରୀ ରଶ୍ମିକାଙ୍କ ‘ଡିପ୍‌ଫେକ୍‌’ ଭିଡିଓ ଭାଇରାଲ ହୋଇଛି ଯାହାକୁ ନେଇ ବିଜୟଙ୍କ ପ୍ରତିକ୍ରିୟା ଚହଳ ପକାଇଛି । ବିଜୟ ତାଙ୍କର ଇନଷ୍ଟାଗ୍ରାମ୍ ଷ୍ଟୋରିରେ କହିଛନ୍ତି ଯେ, ଭବିଷ୍ୟତ ପାଇଁ ଏହା ଏକ ଜରୁରୀ ପଦକ୍ଷେପ। ଏପରି କାହା ସହିତ ବି ହୋଇପାରେ, ତେଣୁ ଏପରି ଘଟଣାକୁ ତୁରନ୍ତ ରୋକିବା ଉଚିତ୍ ଏବଂ ଅପରାଧୀମାନଙ୍କୁ ଉଚିତ ଦଣ୍ଡ ଦେବାକୁ ଖୁବ୍ ଶୀଘ୍ର ହିଁ ସାଇବର ୱିଙ୍ଗ୍‌ ବନାଇବା ଉଚିତ ବୋଲି ବିଜୟ କହିଛନ୍ତି ।

ସପଟେ କିଛିଦିନ ତଳେ ସାଉଥ୍ ଅଭିନେତ୍ରୀ ରଶ୍ମିକାଙ୍କ ନକଲି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା । ରଶ୍ମିକାଙ୍କ ପରି ଅବିକଳ ଦେଖାଯାଉଥିବା ଜଣେ ଯୁବତୀଙ୍କର ଏକ ଭିଡିଓ ସାମ୍ନାକୁ ଆସିଥିଲା । ଏହି ଭିଡିଓ ମେଡାସ୍‌ ସାହୁ ନାମକ ଜଣେ X ୟୁଜରଙ୍କ ଆକାଉଣ୍ଟରୁ ସେୟାର ହୋଇଛି ।ଏଥିରେ ଜଣେ ମହିଳା ଲିଫ୍ଟରେ ପ୍ରବେଶ କରୁଥିବା ଦେଖିବାକୁ ମିଳିଛି । ଏହି ଭିଡିଓକୁ ଏକ ଆପ୍ ସାହାଯ୍ୟରେ ରଶ୍ମିକା ଭଳି କରିବାକୁ ଚେଷ୍ଟା କରାଯାଇଛି । ଯାହାକୁ ୟୁଜର୍ସମାନେ ନିନ୍ଦା କରିବା ସହ, ଭିଡିଓ ଅପଲୋଡ୍ କରିଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସୋସିଆଲ ମିଡିଆରେ ଦାବି କରିଛନ୍ତି ।

 ଭିଡିଓ ଭାଇରାଲ ହେବାପରେ ଦୁଃଖ ପ୍ରକାଶ କରିଥିଲେ ଅଭିନେତ୍ରୀ ରଶ୍ମିକା ମନ୍ଧାନା, ଏବଂ ଏହାକୁ ରୋକିବାକୁ ସ୍ୱର ଉତ୍ତୋଳନ କରିବାକୁ ମଧ୍ୟ ଆହ୍ୱାନ ଦେଇଛନ୍ତି । ରଶ୍ମିକା ଏକ୍ସରେ ପୋଷ୍ଟ କରି ଲେଖିଥିଲେ ଯେ, ଅନଲାଇନରେ ଭାଇରାଲ୍ ହେଉଥିବା ମୋର ଡିପଫେକ୍ ଭିଡିଓ ବିଷୟରେ ମୋତେ ଆଲୋଚନା କରିବାକୁ ପଡ଼ୁଛି। ଏହା ଅତି ଭୟଙ୍କର ଏବଂ ଲଜ୍ଜ୍ୟାକର କଥା । କେବଳ ମୋ ପାଇଁ ନୁହେଁ, ବରଂ ଏ ସମାଜର ସମସ୍ତଙ୍କ ପାଇଁ ଯେଉଁମାନେ ଆଜି ଏହି ଟେକ୍ନୋଲୋଜୀର ଦୂରୁପଯୋଗର ଭୟଙ୍କର ପରିସ୍ଥିତିରେ ରହୁଛନ୍ତି। ଏହା ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ଦାବି କରିଥିଲେ ରଶ୍ମିକା।

Tags: NULL
ShareTweetSendShare

RelatedNews

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ
Latest News

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ

ବ୍ୟାନ ହେଲା ପାକ ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ
Latest News

ବ୍ୟାନ ହେଲା ପାକ ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ

ସଲମାନଙ୍କୁ ବାରମ୍ବାର ମିଳୁଛି ହତ୍ୟା ଧମକ
ମନୋରଞ୍ଜନ

ସଲମାନଙ୍କୁ ବାରମ୍ବାର ମିଳୁଛି ହତ୍ୟା ଧମକ

ଡ୍ରୋନକୁ ଖସାଇବ ଉଚ୍ଚ-ଶକ୍ତିଶାଳୀ ଲେଜର-ବେସଡ୍ ଓ୍ୱିପନ୍
ବିଜ୍ଞାନ ଏବଂ ବ tech ଷୟିକ ଜ୍ଞାନ |

ଡ୍ରୋନକୁ ଖସାଇବ ଉଚ୍ଚ-ଶକ୍ତିଶାଳୀ ଲେଜର-ବେସଡ୍ ଓ୍ୱିପନ୍

ପୁଣି ଥରେ ମା’ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଗୌହର ଖାନ
Entertainment

ପୁଣି ଥରେ ମା’ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଗୌହର ଖାନ

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.