Saturday, June 7, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ଗାଜାରେ ହମାସ ଆତଙ୍କୀଙ୍କୁ ଖୋଜି ଖୋଜି ନିପାତ କରୁଛି ଇସ୍ରାଏଲ ସେନା

param by param
Nov 13, 2023, 04:32 pm GMT+0530
FacebookTwitterWhatsAppTelegram

ଓଡ଼ିଶା 365 (ବ୍ୟୁରୋ): ଇସ୍ରାଏଲ-ହମାସ ଯୁଦ୍ଧ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି । ସବୁଠୁ ବଡ଼ କଥା ହେଉଛି,ଏହି ଯୁଦ୍ଧ ଭିତରେ ଫସିଯାଇଛି ଗାଜା । ଗାଜା ପାଲଟିଛି ଧ୍ୱଂସସ୍ତୁପ । ଗାଜାରେ ଥିବା ହମାସ ଆତଙ୍କବାଦୀଙ୍କ ଚିହ୍ନବର୍ଣ୍ଣ ଧିରେ ଧିରେ ଲିଭି ଲିଭି ଯାଉଛି । ଆତଙ୍କୀଙ୍କୁ ଖୋଜି ଖୋଜି ନିପାତ କରୁଛି ଇସ୍ରାଏଲ୍ ସେନା । ଶତ୍ରୁ ପକ୍ଷର ଅନେକ ସୁଡ଼ଙ୍ଗ ସହ ବହୁ ଅସ୍ତ୍ରଶସ୍ତ୍ରକୁ ନଷ୍ଟ କଲାଣି । ଆଇଡିଏଫର ପ୍ରଚଣ୍ଡ ଆକ୍ରମଣ ପରେ ଗାଜା ଷ୍ଟ୍ରିପରୁ ନିୟନ୍ତ୍ରଣ ହରାଉଛି ହମାସ। ଯୁଦ୍ଧ ଭିତରେ ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜିମିନ ନେତାନ୍ୟାହୂଙ୍କୁ ଭେଟିଛନ୍ତି ଆମେରିକା କଂଗ୍ରେସର ବୈଦେଶିକ ବ୍ୟାପାର ସମ୍ପର୍କିତ ପ୍ରତିନିଧି ଦଳ ।

ଆମେରିକାର ରିପବ୍ଲିକାନ୍ ଓ ଡେମୋକ୍ରାଟ୍ ପାର୍ଟିର ଉଭୟ ନେତା ନେତାନ୍ୟାହୂଙ୍କୁ ଭେଟି ଇସ୍ରାଏଲକୁ ପୂର୍ଣ୍ଣ ସମର୍ଥନ ପ୍ରଦାନ କରିଛନ୍ତି । ଯୁଦ୍ଧ ସ୍ଥିତି ନେଇ ସେମାନେ ଆଲୋଚନା କରିଛନ୍ତି । ଇସ୍ରାଏଲ ପ୍ରଧାନମନ୍ତ୍ରୀ କହି ସାରିଛନ୍ତି, ଇସ୍ରାଏଲ ନାଗରିକଙ୍କ ମୁକ୍ତି ଯାଏ ଯୁଦ୍ଧ ଚାଲିବ । ପଣବନ୍ଦୀଙ୍କ ମୁକ୍ତି ବିନା ଅସ୍ତ୍ରବିରତିର ପ୍ରଶ୍ନ ଉଠୁନି । ଆଗକୁ ଉତ୍ତର ଗାଜାରେ ଅପେରସନକୁ ଜୋରଦାର କରିବ ଇସ୍ରାଏଲ୍ ।

Tags: NULL
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ
Latest News

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.