Saturday, June 7, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ଗାଜାରୁ ନିୟନ୍ତ୍ରଣ ହରାଇଛି ହମାସ: ଇସ୍ରାଏଲ ସେନାର ଦାବି

param by param
Nov 14, 2023, 03:54 pm GMT+0530
FacebookTwitterWhatsAppTelegram

ଓଡ଼ିଶା 365 (ବ୍ୟୁରୋ): ଦିନ ଯେତିକି ଗଡ଼ୁଛି, ସେତେ ଭୟଙ୍କର ହେଉଛି ଇସ୍ରାଏଲ-ହମାସ ଯୁଦ୍ଧ । ଗାଜା ଉପରେ ଲଗାତର ଆକ୍ରମଣ ଜାରି ରଖିଛି ଇସ୍ରାଏଲ ସେନା । ଏହାରି ଭିତରେ ଯାହା ଖବର ଆସିଛି, ଗାଜାପଟିରୁ ନିୟନ୍ତ୍ରଣ ହରାଇଛି ହମାସ ଆତଙ୍କୀ । ଦୀର୍ଘ ୧୬ ବର୍ଷ ପରେ ହମାସ ନିୟନ୍ତ୍ରଣ ହରାଇଛି ବୋଲି ଦାବି କରିଛି ଇସ୍ରାଏଲ ସେନା। ଏବେ ହମାସର ଶିଫା ହସ୍ପିଟାଲ ଆଗରେ ଇସ୍ରାଏଲ ସେନା ଏବଂ ଆତଙ୍କୀଙ୍କ ମଧ୍ୟରେ ଘମାଘୋଟ ଯୁଦ୍ଧ ଚାଲିଛି ।

ସେପଟେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ନବଜାତ ଶିଶୁ ଓ ସାଧାରଣ ଲୋକ । ଇନ୍ଧନ ଯୋଗାଣ ବନ୍ଦ ହେତୁ ଗାଜାର ସବୁଠୁ ବଡ ଡାକ୍ତରଖାନା ଅଲ ଶିଫାର ଆଇସିୟୁରେ ଭର୍ତି ହୋଇଥିବା ତିନିଜଣ ଶିଶୁ ପ୍ରାଣ ହରାଇଛନ୍ତି । ଡାକ୍ତର କହିଛନ୍ତି ଯେ ଯଦି ଇନ୍ଧନ ଯୋଗାଣ ଅଧିକ ଯୋଗାଇ ଦିଆଯାଏ ନାହିଁ, ତେବେ ୩୦ଟି ଅକାଳ ଶିଶୁଙ୍କ ଜୀବନ ଯାଇପାରେ । ଇସ୍ରାଏଲର ସାମରିକ ମୁଖପାତ୍ର କହିଛନ୍ତି ଯେ ଅଲ ଶିଫା ଡାକ୍ତରଖାନାରେ ଅକାଳ ଶିଶୁଙ୍କ ଜୀବନ ବଞ୍ଚାଇବା ପାଇଁ ଇନ୍ଧନ ଜରୁରୀ । ଏବଂ ହାମାସ ଏହାକୁ ଗ୍ରହଣ କରିବାକୁ ମନା କରିଦେଇଛି ।

ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଗତକାଲି ରାତି ପ୍ରାୟ ୯ ଟା ସମୟରେ ଇସ୍ରାଏଲର ସୁରକ୍ଷା ଏଜେନ୍ସି ଦାବି କରିଛି ଯେ ହମାସ୍ ହସ୍ପିଟାଲରୁ ରକେଟ୍ ଫିଙ୍ଗିଛି । ଏହି ସମୟରେ ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ହିଜବୁଲଙ୍କୁ ଚେତାବନୀ ଦେଇଛନ୍ତି ଯେ ଆମ ସୈନ୍ୟ ଉପରେ ଆକ୍ରମଣ କରୁଥିବା ବ୍ୟକ୍ତିମାନେ ନିଆଁ ସହ ଖେଳୁଛନ୍ତି । ଏ ପର୍ୟ୍ୟନ୍ତ ଆମେ ଆମର ଅଳ୍ପ ଶକ୍ତି ବ୍ୟବହାର କରିଛୁ । ହାମାସ ଧ୍ୱଂସ ହେବ ବୋଲି ସେ ଦୃଢତାର ସହ କହିଛନ୍ତି । ତେଣୁ ଗାଜା ଉପରେ ଆଗକୁ ଆହୁରି ଜୋରଦାର ଆକ୍ରମଣ ହେବ ବୋଲି କୁହାଯାଉଛି ।

Tags: NULL
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ
Latest News

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.