Saturday, June 7, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ଦିନେ ପ୍ରଧାନମନ୍ତ୍ରୀ ଥିଲେ, ବର୍ତ୍ତମାନ ବୈଦେଶିକ ସଚିବ ଭାବେ ନିଯୁକ୍ତ ହେଲେ

param by param
Nov 14, 2023, 03:59 pm GMT+0530
FacebookTwitterWhatsAppTelegram

ଓଡ଼ିଶା 365 (ବ୍ୟୁରୋ): ବ୍ରିଟେନ୍ ରାଜନୀତିକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି । ବଦଳିଛନ୍ତି ବ୍ରିଟେନର ବୈଦେଶିକ ସଚିବ । ଦିନେ ସେ ପ୍ରଧାନମନ୍ତ୍ରୀ ଥିଲେ, ଏବେ ବୈଦେଶିକ ସଚିବ ଭାବେ ନିଯୁକ୍ତି ପାଇଲେ । ପ୍ରାୟ ୬ ବର୍ଷ ଧରି ବିଟ୍ରେନର ପ୍ରଧାନମନ୍ତ୍ରୀ ଥିବା ଡେଭିଡ୍ କାମେରନଙ୍କୁ ବୈଦେଶିକ ସଚିବ ଭାବେ ନିଯୁକ୍ତି ମିଳିଛି । ପ୍ରଧାନମନ୍ତ୍ରୀ ରୁଷି ସୁନାକ୍, ଡେଭିଡ୍ କାମେରନ୍ଙ୍କୁ ଏହି ଦାୟିତ୍ୱ ଦେଇଛନ୍ତି । ଆଶ୍ଚର୍ୟ୍ୟଜନକ କଥା ହେଉଛି, ନୂଆ ନିଯୁକ୍ତ ମିଳିବା ପରେ କାମେରନ୍ ଯାହା କହିଛନ୍ତି, ତାହା ଭାରତର କୌଣସି ନେତାଙ୍କ ମୁହଁରୁ ହୁଏତ ଶୁଶିବାକୁ ମିଳିନପାରେ ।

ଏହାପରେ ସେ କହିଛନ୍ତି- ପ୍ରଧାନମନ୍ତ୍ରୀ ରୁଷି ସୁନକଙ୍କ ସହ ତାଙ୍କ ବ୍ୟକ୍ତିଗତ ବିଚାରକୁ ନେଇ ଭିନ୍ନତା ଥାଇପାରେ । କିନ୍ତୁ ଏହା ସ୍ପଷ୍ଟ ଯେ, ରୁଷି ସୁନକ ଜଣେ ଟାଣୁଆ ନେତା ଆଉ ଜଣେ ସକ୍ଷମ ପ୍ରଧାନମନ୍ତ୍ର । ଡେଭିଡ୍ କାମେରନ ୨୦୧୦ରୁ ୨୦୧୬ ଯାଏଁ ବ୍ରିଟେନର ପ୍ରଧାନମନ୍ତ୍ରୀ ଥିଲେ । ବ୍ରେକଜିଟ୍ ଜନମତ ପରେ କାମେରନ୍ ଇସ୍ତଫା ଦେଇଥିଲେ । ୟୁରୋପୀୟ ସଂଘରୁ ବାହାରିଯିବା ପ୍ରସଙ୍ଗରେ ସାରା ଦେଶରେ ଜନମତ ନିଆଯାଇଥିଲା । ଆଉ ଏହି ଘଟଣା ପରେ କାମେରନ୍ଙ୍କୁ ଗାଦି ଛାଡ଼ିବାକୁ ପଡ଼ିଥିଲା । କାମେରନ୍ ବ୍ରିଟେନର ସବୁଠୁ କମ ବୟସରେ ପ୍ରଧାନମନ୍ତ୍ରୀ ଆସନରେ ବସିଥିଲେ । ପ୍ରଧାନମନ୍ତ୍ରୀ ହେବା ସମୟରେ ତାଙ୍କୁ ମାତ୍ର ୪୩ ବର୍ଷ ହେଉଥିଲା । ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟରୁ ଶିକ୍ଷାଲାଭ କରିଥିବା ଡେଭିନ୍ କାମେରନ୍ ପୁଣି ଥରେ ଶାସନ ବ୍ୟବସ୍ଥାକୁ ପ୍ରତ୍ୟାବର୍ତନ କରିଛନ୍ତି । ଯାହାକୁ ନେଇ ଏବେ ସବୁଠି ଚର୍ଚ୍ଚା ।

Tags: NULL
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ
Latest News

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.