Saturday, June 7, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home କ୍ରୀଡା

ଆରମ୍ଭ ହେଲା କାଉଣ୍ଟଡାଉନ: ୱାଙ୍ଖାଡେରେ ଆଜି ଭାରତ-ନ୍ୟୁଜିଲାଣ୍ଡ ସେମିଫାଇନାଲ୍ ମୁକାବିଲା

param by param
Nov 15, 2023, 04:06 pm GMT+0530
FacebookTwitterWhatsAppTelegram

ଓଡ଼ିଶା 365 (ବ୍ୟୁରୋ): ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା । ଆରମ୍ଭ ହେବ ସେମି ଫାଇନାଲ୍ ଟକ୍କର । ୧୪୦ କୋଟି ଭାରତୀୟଙ୍କ ନଜରରେ ରହିଛି ଏହି ଭାରତ-ନ୍ୟୁଜିଲ୍ୟାଣ୍ଡର ସେମିଫାଇନାଲ୍ ମ୍ୟାଚ୍ ଉପରେ । ମୁମ୍ବାଇର ୱାଙ୍ଖଡେରେ ମୁହାଁମୁହିଁ ହେବେ ଦୁଇ ପାୱାର ହାଉସ । ୧୨ ବର୍ଷ ପରେ ପୁଣି ଟାଇଟଲ୍ ଅପେକ୍ଷାରେ ମେନ୍ ଇନ୍ ବ୍ଲୁ । ମ୍ୟାଚ୍କୁ ନେଇ ଆରମ୍ଭ ହୋଇଗଲାଣି କାଉଂଟଡାଉନ୍ । କ୍ରୀଡ଼ାପ୍ରେମୀ ଅନେକ ଉତ୍ସାହ ଓ ଉକ୍ରଣ୍ଠା ସହ ଏହି ମ୍ୟାଚକୁ ଅପେକ୍ଷା କରି ରହିଛନ୍ତି । ରାଉଣ୍ଡ ରବିନ୍ରେ ଲଗାତର ୯ଟି ମ୍ୟାଚ୍ ଜିତି ଅପରାଜେୟ ଥିବା ଟିମ୍ ଇଣ୍ଡିଆ ଧାରା ବଜାୟ ରଖି ଟାଇଟଲ୍ ରାଉଣ୍ଡରେ ପ୍ରବେଶ କରିବାକୁ ଲକ୍ଷ୍ୟ ରଖିଛି ।

ସେପଟେ ପୁଣିଥରେ ଭାରତକୁ ସେମିଫାଇନାଲ୍ରେ ହରାଇ କ୍ରମାଗତ ତୃତୀୟଥର ବିଶ୍ୱକପ୍ ଫାଇନାଲ୍ ପାଇଁ ଅଂଟା ଭିଡ଼ି କିୱି ଟିମ୍ । ୨୦୧୯ରେ ମାଂଚେଷ୍ଟରର ଓଲ୍ଡ ଟ୍ରାଫର୍ଡ ଗ୍ରାଉଣ୍ଡରେ ମହେନ୍ଦ୍ର ସିଂ ଧୋନୀଙ୍କ ସେହି ରନ୍ ଆଉଟ୍ ଭାରତର ସବୁ ଆଶା ଶେଷ କରିଦେଇଥିଲା । ସେହି ଦୁଃଖଦ ବିଦାୟକୁ ଏବେବି ଭୁଲିପାରିନାହାନ୍ତି ଭାରତୀୟ କ୍ରିକେଟ୍ ପ୍ରେମୀ । କେବଳ ଭାରତୀୟ ନୁହେଁ, ନିଜେ ଧୋନୀ ମଧ୍ୟ ରନ୍ ଆଉଟ୍ ପରେ ନିଜ ଭାବନାକୁ କାବୁ କରିପାରିନଥିଲେ । ଆଜିର ଏହି ମ୍ୟାଚକୁ ସମସ୍ତେ ବେଶ୍ ଉତ୍ସାହର ସହ ଅପେକ୍ଷା କରିଛନ୍ତି ।

Tags: NULL
ShareTweetSendShare

RelatedNews

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା
Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଚେନ୍ନାଇ ସୁପର କିଙ୍ଗସକୁ ହରାଇଲା ପଞ୍ଜାବ କିଙ୍ଗସ
Latest News

ଚେନ୍ନାଇ ସୁପର କିଙ୍ଗସକୁ ହରାଇଲା ପଞ୍ଜାବ କିଙ୍ଗସ

ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଲେ ରବିଚନ୍ଦ୍ରନ ଅଶ୍ୱିନ
Latest News

ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଲେ ରବିଚନ୍ଦ୍ରନ ଅଶ୍ୱିନ

ଆଇସିସି ମହିଳା ବିଶ୍ବକପ ଖେଳି ପାରିବନି ପାକିସ୍ତାନ
Latest News

ଆଇସିସି ମହିଳା ବିଶ୍ବକପ ଖେଳି ପାରିବନି ପାକିସ୍ତାନ

ଗୌତମ ଗମ୍ଭୀରଙ୍କୁ ‘ଆଇଏସଆଇଏସ କାଶ୍ମୀର’ ସଂଗଠନରୁ ହତ୍ୟା ଧମକ
Latest News

ଗୌତମ ଗମ୍ଭୀରଙ୍କୁ ‘ଆଇଏସଆଇଏସ କାଶ୍ମୀର’ ସଂଗଠନରୁ ହତ୍ୟା ଧମକ

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.