Saturday, June 7, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ଉତ୍ତରାଖଣ୍ଡ ଉତ୍ତରକାଶୀରେ ଟନେଲ ଭୁଷୁଡ଼ିବା ଘଟଣା: ୩ୟ ଦିନରେ ଉଦ୍ଧାର କାର୍ଯ୍ୟ ଜାରି

param by param
Nov 15, 2023, 04:09 pm GMT+0530
FacebookTwitterWhatsAppTelegram

ଓଡ଼ିଶା 365 (ବ୍ୟୁରୋ): ଉତ୍ତରାଖଣ୍ଡ ଉତ୍ତରକାଶୀରେ ଟନେଲ ଭୁଷୁଡ଼ିବା ଘଟଣାକୁ ୩ ଦିନ ବିତିଗଲାଣି । ତଥାପି ଉଦ୍ଧାର ହୋଇପାରିଲେନି ଫସିଥିବା ଶ୍ରମିକ । ଏହାରି ଭିତରେ ସୁଡ଼ଙ୍ଗ ଭୁଶୁଡିବାର ତୃତୀୟ ଦିନରେ ଉଦ୍ଧାର କାର୍ୟ୍ୟକୁ ଜୋରଦାର କରିଛି ଉତରାଖଣ୍ଡ ପ୍ରଶାସନ । ସୁଡ଼ଙ୍ଗ ଭିତରେ ଫସି ରହିଥିବା ୮ଟି ରାଜ୍ୟର ୪୦ରୁ ଅଧିକ ଶ୍ରମିକଙ୍କୁ ସୁରକ୍ଷିତ ଉଦ୍ଧାର କରିବା ପାଇଁ ‘ଆର୍ଥ ଅଗର’ ମେସିନ୍ ଅଣାଯାଇଛି । ଆର୍ଥ ଅଗର ମେସିନ ସାହାଯ୍ୟରେ ଡ୍ରିଲ କରି ୯୦୦ ମିଲିମିଟର ଗୋଲେଇର ପାଇପ୍ ଗୁଡ଼ିକୁ ଖଞ୍ଜାଯିବ । ଶ୍ରମିକଙ୍କୁ ସୁରକ୍ଷିତ ଉଦ୍ଧାର କରିବା ପାଇଁ ଏକ ପ୍ଲାଟଫର୍ମ ପ୍ରସ୍ତୁତ କରିବ ଏହି ମେସିନ୍ । ଏହାରି ଭିତରେ ଆଶ୍ୱସ୍ତିକର ଖବର ହେଉଛି ଯେ ସୁଡଙ୍ଗ ଭିତରେ ଫସିରହିଥିବା ସମସ୍ତ ଶ୍ରମିକ ସୁରକ୍ଷିତ ଥିବା କୁହାଯାଉଛି ।

ଅନ୍ୟପଟେ ସୁଡଙ୍ଗ ଭୁଶୁଡିବାର କାରଣ ଖୋଜିବାକୁ ୬ ଜଣିଆ କମିଟି ଗଠନ କରିଛନ୍ତି ଉତରାଖଣ୍ଡ ସରକାର । ଅନ୍ୟପକ୍ଷରେ ଉଦ୍ଧାର କାର୍ୟ୍ୟର ଅଗ୍ରଗତି ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି । ଅନୁମାନ କରାଯାଉଛି ଯେ, ଆଜି ସମସ୍ତ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇପାରେ । ଏଥିପାଇଁ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

Tags: NULL
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ
Latest News

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.