Thursday, May 8, 2025
No Result
View All Result
Odisha 365

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
Odisha 365
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
No Result
View All Result
Odisha 365
No Result
View All Result

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
  • ଜୀବନଶ yle ଳୀ
Home ରାଜ୍ୟ

ଓଡ଼ିଶାର କଳା ସଂସ୍କୃତିକୁ ମୋଦି ଭଲପାଆନ୍ତି: ଜୟଶଙ୍କର

param by param
May 5, 2024, 12:17 am GMT+0530
FacebookTwitterWhatsAppTelegram

ଓଡ଼ିଶା ଲୋକଙ୍କ ମଧ୍ୟରେ ବହୁତ ପ୍ରତିଭା ଓ ଦକ୍ଷତା ରହିଛି। ମୋଦୀଙ୍କ ଗ୍ୟାରେଣ୍ଟି ସୀମା ପାର ମଧ୍ୟ କାମ କରିଥାଏ। କେହି ଭାରତୀୟ ବିଦେଶରେ ଫସିଲେ ମୋଦୀ ସରକାର ଉଦ୍ଧାର କରି ଆଣିଥାନ୍ତି। ୟୁକ୍ରେନ୍‌, ସୁଦାନ, ଇସ୍ରାଏଲରୁ ଓଡ଼ିଶା ଲୋକଙ୍କୁ ଉଦ୍ଧାର କରାଯାଇଛି। ଗତ ୧୦ ବର୍ଷ ମଧ୍ୟରେ କେନ୍ଦ୍ରରୁ ଓଡ଼ିଶାକୁ ଅନେକ ସହଯୋଗ କରିଛନ୍ତି। ଏହି ସମୟ ମଧ୍ୟରେ ୧୮ ଲକ୍ଷ କୋଟି ଟଙ୍କାର କେନ୍ଦ୍ରୀୟ ଅନୁଦାନ ଦେଇଛନ୍ତି। ସାଗରମାଳା ପ୍ରକଳ୍ପ ମାଧ୍ୟମରେ ୫୪ ହଜାର କୋଟି ଟଙ୍କା ଓଡ଼ିଶାକୁ ମିଳିଛି। ମୋଦୀଙ୍କ କାର୍ଯ୍ୟାକାଳରେ ୨୦ଟି ପାସ୍‌ପୋର୍ଟ କେନ୍ଦ୍ର ଖୋଲିଛି। ୨.୭ ଲକ୍ଷ ଲୋକଙ୍କୁ ଆବାସ ଯୋଜନାରେ ଘର ମିଳିଛି। ୫୩ ଲକ୍ଷ ମହିଳାଙ୍କୁ ଉଜ୍ଜଳା ଯୋଜନାରେ ଗ୍ୟାସ ମିଳିଛି। ସ୍ବନିଧୀ ଯୋଜନାରେ ୫୪ ହଜାର ଉପଭୋକ୍ତା ଓଡ଼ିଶାରୁ ସାମିଲ ହୋଇଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ଜୟଶଙ୍କର କହିଛନ୍ତି।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୃଷ୍ଟିରେ ଓଡ଼ିଶାର ମର୍ଯ୍ୟାଦା ସ୍ବତନ୍ତ୍ର ଭାବ‌ରେ ରହିଛି। ଭାରତ ସରକାରଙ୍କ ଆୟୋଜନରେ ନୂଆଦିଲ୍ଲୀରେ ଆୟୋଜିତ ଜି-୨୦ ସମ୍ମିଳନୀରେ କୋଣାର୍କ ଚକ୍ରକୁ ସ୍ଥାନିତ କରାଯାଇଥିଲା ବୋଲି କେନ୍ଦ୍ରମନ୍ତ୍ରୀ ଏସ୍‌ ଜୟଶଙ୍କର ଶନିବାର ଅପରାହ୍‌ଣରେ ଏହା କହିଛନ୍ତି। ଭୁବନେଶ୍ବରସ୍ଥିତ ଏକ ତାରକା ହୋଟେଲରେ ଆୟୋଜିତ ବୁଦ୍ଧିଜୀବୀ ଓ ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି, ଓଡ଼ିଶାର ଐତିହ୍ୟ, କଳା, ସଂସ୍କୃତି ଓ ପରଂପରାକୁ ପ୍ରଧାନମନ୍ତ୍ରୀଙ୍କ ଭଲ ପାଇବାର ଏହା ହେଉଛି ନି‌ଦ୍ଦର୍ଶନ। ଓଡ଼ିଶାର କଳା, ସଂସ୍କୃତି କେତେ ସମୃଦ୍ଧ ତାହା କହିବା ଅନାବଶ୍ୟକ।

Tags: news
ShareTweetSendShare

RelatedNews

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
Latest News

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ
Latest News

ଆହୁରି ୪ ଦିନ କାଳବୈଶାଖୀ

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.