Thursday, June 5, 2025
No Result
View All Result
Odisha 365

Latest News

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ଆଜି ଅଯୋଧ୍ୟା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

param by param
May 5, 2024, 02:46 pm GMT+0530
FacebookTwitterWhatsAppTelegram

ନୂଆଦିଲ୍ଲୀ: ଆଜି ଅଯୋଧ୍ୟା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଲୋକସଭା ନିର୍ବାଚନ ତୃତୀୟ ପର୍ଯ୍ୟାୟ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ଆଜି ଅଯୋଧ୍ୟା ଗସ୍ତ କରିବେ । ରାମ ମନ୍ଦିର ଯାଇ ଦର୍ଶନ କରିବା ସହ ରାମଲାଲାଙ୍କ ପୂଜାର୍ଚ୍ଚନା କରିବେ । ସଂଧ୍ୟା ପ୍ରାୟ ୭ଟାରେ ରାମଲାଲାଙ୍କ ଦର୍ଶନ କରିବେ ପ୍ରଧାନମନ୍ତ୍ରୀ ମୋଦୀ । ଏହା ପରେ ପ୍ରଧାନମନ୍ତ୍ରୀ ମୋଦୀ ସୁଗ୍ରିଭ ଦୁର୍ଗଠାରୁ ଅଯୋଧ୍ୟାର ଲତା ମଙ୍ଗେସକର ଚକ୍ ପର୍ଯ୍ୟନ୍ତ ପ୍ରାୟ ୨କିଲୋମିଟର ରୋଡ୍ ଶୋ’ କରିବେ । ଗତ ଚାରି ମାସ ମଧ୍ୟରେ ଅଯୋଧ୍ୟାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଏହା ଦ୍ୱିତୀୟ ରୋଡ୍ ଶୋ’ । ମିଳିଥିବା ସୂଚନା ଅନୁସାରେ, ପ୍ରଧାନମନ୍ତ୍ରୀ ମୋଦୀ ଆଜି ଦିନ ୨.୪୫ମିନିଟରେ ଏଟାୱା ଏବଂ ଅପରାହ୍ନ ୪.୪୫ରେ ଧାରୁହେଡାରେ ପହଞ୍ଚିବେ । ଏହା ପରେ ପ୍ରଧାନମନ୍ତ୍ରୀ ମୋଦୀ ସଂଧ୍ୟା ୭ଟାରେ ଅଯୋଧ୍ୟାରେ ରାମ ମନ୍ଦିର ପରିଦର୍ଶନ କରିବେ ।

Tags: news
ShareTweetSendShare

RelatedNews

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ
Latest News

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା
Latest News

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା

ଓଡ଼ିଶାରେ ଖଣି ଦୁର୍ନୀତି : ରାଜ୍ୟ ବିକାଶରେ ବାଧକ
Latest News

ଓଡ଼ିଶାରେ ଖଣି ଦୁର୍ନୀତି : ରାଜ୍ୟ ବିକାଶରେ ବାଧକ

Latest News

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.