Saturday, June 28, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ଆଜି ତୃତୀୟ ପର୍ଯ୍ୟାୟ ନିର୍ବାଚନ

param by param
May 7, 2024, 02:15 pm GMT+0530
FacebookTwitterWhatsAppTelegram

 ଆଜି ତୃତୀୟ ପର୍ଯ୍ୟାୟ ନିର୍ବାଚନ । ୧୨ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୪ ଆସନ ପାଇଁ ଆରମ୍ଭ ହୋଇଛି ଭୋଟିଂ । ସନ୍ଧ୍ୟା ସାଢ଼େ ୬ଟା ଯାଏ ମତଦାନ କରିପାରିବେ ଭୋଟର । ୯୪ ସଂସଦୀୟ କ୍ଷେତ୍ରରେ ନିଜ ମନ ପସନ୍ଦର ନେତା ବାଛିବେ ୧୭ କୋଟି ୨୪ ଲକ୍ଷ ମତଦାତା । ଏଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ଭୋଟରଙ୍କ ସୁବିଧା ପାଇଁ ବିଭିନ୍ନ ବ୍ୟବସ୍ଥା ମଧ୍ୟ ହୋଇଛି । ୪ ହଜାର ୩୦୩ ପ୍ଲାଇଂ ସ୍କ୍ୱାଡ୍ ଓ ୧୯୮୭ ଭିଡିଓ ସର୍ଭିଲାନ୍ସ ଟିମ୍ ମୁତୟନ ହୋଇଛନ୍ତି । ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୁତ ହେଉଥିବାରୁ ମତଦାନ କେନ୍ଦ୍ରରେ ପାନୀୟ ଜଳର ବନ୍ଦୋବସ୍ତ କରାଯାଇଛି । ଲୋକଙ୍କ ଖରାରୁ ମୁକ୍ତି ଦେବାକୁ ସେଡିଂ ବ୍ୟବସ୍ଥା ମଧ୍ୟ ହୋଇଛି ।ଅନେକ ମତଦାନ କେନ୍ଦ୍ରରେ ଭୋଟରଙ୍କୁ ନେବା ଆଣିବା କରିବା ପାଇଁ ବାଇକ୍ ସର୍ଭିସର ବନ୍ଦୋବସ୍ତ କରିଛନ୍ତି ନିର୍ବାଚନ କମିସନ । ତେବେ ଗୋଟିଏ ଆସନରେ ନିର୍ବାଚନ ପୂର୍ବରୁ ପ୍ରାର୍ଥୀଙ୍କୁ ବିଜୟୀ ଘୋଷଣା କରାଯାଇଛି । ସୁରତ ଲୋକସଭା ଆସନରେ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ବିଜେପି ପ୍ରାର୍ଥୀ । କଂଗ୍ରେସ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ନାକଚ ପରେ ବିଜେପି ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ସେପଟେ ଆଜି ଅନେକ ହେଭିୱେଟ ନେତାଙ୍କର ମଧ୍ୟ ଭାଗ୍ୟ ପରୀକ୍ଷା ହେବ । 

ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies