Saturday, June 7, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ବ୍ୟବସାୟ

ଷ୍ଟକ ବଜାରରେ ଫେରିଲା ଉତ୍ସାହ

param by param
Jun 6, 2024, 11:06 pm GMT+0530
FacebookTwitterWhatsAppTelegram

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ନେତୃତ୍ବରେ କେନ୍ଦ୍ରରେ ଏନଡ଼ିଏ
ସରକାର ଗଠନ ପାଇଁ ବାଟ ସଫା ହୋଇଛି । ଏଭଳି ସ୍ଥିତିରେ ଷ୍ଟକ ବଜାର ମଧ୍ୟ ଆଶ୍ବସ୍ତିର ନିଶ୍ବାସ
ନେଇଛି । କ୍ରମାଗତ ଦ୍ବିତୀୟ ଦିନ ପାଇଁ ଭାରତୀୟ ଷ୍ଟକ ବଜାର ଜୋରଦାର ବୃଦ୍ଧି ଦେଖିବାକୁ
ମିଳିଛି । ଆଜିର କାରବାରର ଷ୍ଟାର ପରଫର୍ମର ଥିଲା ଆଇଟି ଷ୍ଟକ ଯେଉଁଥିରେ ଜୋରଦାର କ୍ରୟ ଦେଖିବାକୁ
ମିଳିଛି ।କାରବାର ଶେଷ ସୁଦ୍ଧା ବିଏସଇ ସେନସେକ୍ସ 692 ପଏଣ୍ଟ ବୃଦ୍ଧି ପାଇ 
୭୫,୦୭୪ ପଏଣ୍ଟରେ ବନ୍ଦ ହୋଇ ୭୫,୦୦୦ ପଏଣ୍ଟ ଅତିକ୍ରମ କରିଛି। ନ୍ୟାସନାଲ ଷ୍ଟକ ଏକ୍ସଚେଞ୍ଜର ନିଫ୍ଟି ୨୦୧ ପଏଣ୍ଟ ବୃଦ୍ଧି ସହ ୨୨,୮୨୧ ପଏଣ୍ଟରେ ବନ୍ଦ ହୋଇଛି।

ସେୟାର ବଜାରରେ ଚମତ୍କାର ବୃଦ୍ଧି ଯୋଗୁଁ ନିବେଶକଙ୍କ ସମ୍ପତ୍ତିରେ ୮ ଲକ୍ଷ କୋଟି ଟଙ୍କାରୁ ଅଧିକ ବୃଦ୍ଧି ଘଟିଛି। ବିଏସଇ ତାଲିକାଭୁକ୍ତ ଷ୍ଟକଗୁଡ଼ିକର ବଜାର ପୁଞ୍ଜି ଗତ ଅଧିବେଶନରେ ୪୦୮.୦୬ ଲକ୍ଷ କୋଟି ଟଙ୍କାରୁ ବୃଦ୍ଧି ପାଇ ୪୧୬.୩୨ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଛି। ଆଜିର ଅଧିବେଶନରେ ନିବେଶକଙ୍କ ସମ୍ପତ୍ତିରେ ୮.୨୬ ଲକ୍ଷ କୋଟି ଟଙ୍କାର ବୃଦ୍ଧି ଘଟିଛି। ତେବେ ବିଏସଇ ମାର୍କେଟ କ୍ୟାପ୍ ଏବେ ବି ଜୁନ୍ ୪ର ସର୍ବୋଚ୍ଚ ସ୍ତର ୪୨୬ ଲକ୍ଷ କୋଟି ଟଙ୍କା ତୁଳନାରେ ୧୦ ଲକ୍ଷ କୋଟି ଟଙ୍କା କମ୍ ରହିଛି ।

Tags: newsodisha
ShareTweetSendShare

RelatedNews

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା
Latest News

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ଅପରେସନ୍ ସିନ୍ଦୂର’ ଓ ଆଇଏମଏଫ ସର୍ତ୍ତ: ପାକିସ୍ତାନର ଆର୍ଥିକ ଓ ରାଜନୈତିକ ସଙ୍କଟ
Latest News

ଅପରେସନ୍ ସିନ୍ଦୂର’ ଓ ଆଇଏମଏଫ ସର୍ତ୍ତ: ପାକିସ୍ତାନର ଆର୍ଥିକ ଓ ରାଜନୈତିକ ସଙ୍କଟ

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର
Latest News

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.