Saturday, June 28, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home କ୍ରୀଡା

କିରଣ ଭାରତୀୟ ବାଳିକା ଦଳ ପ୍ରଶିକ୍ଷକ

param by param
Jun 8, 2024, 09:45 pm GMT+0530
FacebookTwitterWhatsAppTelegram

ଓଡ଼ିଶାର ପ୍ରଥମ ଡ଼ବଲ୍ୟୁଜିଏମ
କିରଣ ମନୀଷା ମହାନ୍ତି ଏସୀୟ ୟୁଥ ଚେସ ପ୍ରତିଯୋଗିତା ଲାଗି ଭାରତୀୟ ବାଳିକା ଦଳର ପ୍ରଶିକ୍ଷକ
ନିଯୁକ୍ତି ହୋଇଛନ୍ତି । ଏହି ପ୍ରତିଯୋଗିତାରେ ଚଳିତ ମାସ 9 ରୁ 21 ତରିଖ ପର୍ଯ୍ୟନ୍ତ କାଜାଖସ୍ତାନର
ଆଲମାଟିରେ ଖେଳାଯିବ । କାଜାଖସ୍ତାନ ଚେସ ମହାସଂଘ ଆନୁକୂଲ୍ୟରେ ଆୟେଜିତ ଏହି ଏସୀୟ ପ୍ରତିଯୋଗିତାରେ
8,10,12,14,16,18 ବର୍ଷରୁ କମ ବୟସ ବର୍ଗରେ ଉଭୟ ବାଳକ ଓ ବାଳିକା ଖେଳାଳିମାନେ ଖେଳିବେ ।

କିରଣ ୨୦୦୩ରେ କେରଳ କାଲିକଟଠାରେ ଏସୀୟ ୟୁଥ ପ୍ରତିଯୋଗିତାରେ ଖେଳି ଅନ୍ତର୍ଜାତୀୟ
ପଦାର୍ପଣ କରିଥିଲେ। ୪ ବର୍ଷ ପରେ ସେ ତାସ୍‌କେଣ୍ଟଠାରେ ଆୟୋଜିତ ଏସୀୟ ୟୁଥ ପ୍ରତିଯୋଗିତାର ୧୮
ବର୍ଷରୁ କମ୍‌ ବାଳିକା ବର୍ଗରେ କାଂସ୍ୟ ଜିତିଥିଲେ। ଦ୍ବିତୀୟ ଥର ଲାଗି କିରଣ ଜାତୀୟ ଦଳର
ପ୍ରଶିକ୍ଷକ ନିଯୁକ୍ତ ହୋଇଛନ୍ତି। ଏହା ପୂର୍ବରୁ ସେ ଏସୀୟ କଣ୍ଟିନେଣ୍ଟାଲ ଚେସ୍‌
ପ୍ରତିଯୋଗିତାରେ ଭାରତୀୟ ମହିଳା ଦଳର ପ୍ରଶିକ୍ଷକ ରହିଥିଲେ। ଆଲମାଟିରେ ଗତ ବର୍ଷ ଜୁନ୍‌ ୩ରୁ
୧୨ ପର୍ଯ୍ୟନ୍ତ ଆୟୋଜିତ ଏହି ପ୍ରତିଯୋଗିତାରେ ତାଙ୍କ ପ୍ରଶିକ୍ଷଣରେ ଭାରତୀୟ ଡବୁଲ୍ୟଜିଏମ୍‌
ଦିବ୍ୟା ଦେଶମୁଖ ଓ ମାରିଆନ ଗୋମ୍ସ ଯଥାକ୍ରମେ ସ୍ବର୍ଣ୍ଣ ଓ ରୌପ୍ୟ ଜିତିଥିଲେ
। ଏହି ଦୁଇ ଜଣ ମଧ୍ୟ ୨୦୨୩ ଫିଡେ
ବିଶ୍ବକପ୍‌କୁ ଯୋଗ୍ୟତା ଅର୍ଜନ କରିଥିଲେ
।

Tags: newsodisha
ShareTweetSendShare

RelatedNews

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା
Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଚେନ୍ନାଇ ସୁପର କିଙ୍ଗସକୁ ହରାଇଲା ପଞ୍ଜାବ କିଙ୍ଗସ
Latest News

ଚେନ୍ନାଇ ସୁପର କିଙ୍ଗସକୁ ହରାଇଲା ପଞ୍ଜାବ କିଙ୍ଗସ

ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଲେ ରବିଚନ୍ଦ୍ରନ ଅଶ୍ୱିନ
Latest News

ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଲେ ରବିଚନ୍ଦ୍ରନ ଅଶ୍ୱିନ

ଆଇସିସି ମହିଳା ବିଶ୍ବକପ ଖେଳି ପାରିବନି ପାକିସ୍ତାନ
Latest News

ଆଇସିସି ମହିଳା ବିଶ୍ବକପ ଖେଳି ପାରିବନି ପାକିସ୍ତାନ

ଗୌତମ ଗମ୍ଭୀରଙ୍କୁ ‘ଆଇଏସଆଇଏସ କାଶ୍ମୀର’ ସଂଗଠନରୁ ହତ୍ୟା ଧମକ
Latest News

ଗୌତମ ଗମ୍ଭୀରଙ୍କୁ ‘ଆଇଏସଆଇଏସ କାଶ୍ମୀର’ ସଂଗଠନରୁ ହତ୍ୟା ଧମକ

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.