Saturday, June 28, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ  ଶପଥ  ଗ୍ରହଣ କରିଛନ୍ତି ନରେନ୍ଦ୍ର  ମୋଦୀ

param by param
Jun 10, 2024, 02:58 am GMT+0530
FacebookTwitterWhatsAppTelegram

ଦେଶରେ ଆରମ୍ଭ ହୋଇଛି ମୋଦୀ ସରକାର ।
ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ  ଶପଥ
ଗ୍ରହଣ କରିଛନ୍ତି ନରେନ୍ଦ୍ର ଦାମୋଦର ଦାସ ମୋଦୀ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  ନରେନ୍ଦ୍ର ମୋଦୀଙ୍କୁ ପଦ  ମୋଦୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।
ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ଭବ୍ୟ ସମାରୋହରେ ଦେଶ ବିଦେଶରେ ନିମନ୍ତ୍ରିତ 10 ହଜାରରୁ
ଅଧିକ ଅତିଥିଙ୍କ ଉପସ୍ଥିତିରେ ମୋଦୀ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।

ରାଷ୍ଟ୍ରପତି
ଭବନରେ ଶପଥ ଗ୍ରହଣ ସମାରୋହରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନା
, ଶ୍ରୀଲଙ୍କା ରାଷ୍ଟ୍ରପତି ରନିଲ ବିକ୍ରମାସିଂଘେ, ମରିସସ ପ୍ରଧାନମନ୍ତ୍ରୀ ପ୍ରବିନ୍ଦ ଜଗନାଥ, ଭୁଟାନ ପ୍ରଧାନମନ୍ତ୍ରୀ  ସେରିଂ ତୋବ୍‌ଗେ, ମାଳଦ୍ବୀପ ରାଷ୍ଟ୍ରପତି ମହମ୍ମଦ ମୁଇଜ୍ଜୁ, ଶିଳ୍ପପତି ମୁକେଶ ଆମ୍ବାନୀ, ଗୌତମ
ଆଦାନୀ
, ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ,  ସିନେ ଷ୍ଟାର ରଜନୀକାନ୍ତ, ଶାହରୁଖ
ଖାନ ଓ ଅକ୍ଷୟ କୁମାର ଉପସ୍ଥିତ ଅଛନ୍ତି
।

ତୃତୀୟ ଥର
ଲାଗି ଦେଶର ଶାସନ ଡ଼ୋରି ସମ୍ଭାଳିଛନ୍ତି ନରେନ୍ଦ୍ର ମୋଦୀ। ଭାରତୀୟ ଜନତା ପାର୍ଟି(ବିଜେପି)ର ଜଣେ
ସଫଳ ନେତା ଭାବେ ମୋଦୀ ଗୁଜରାଟର ମୁଖ୍ୟମନ୍ତ୍ରୀ ହେବା ପରେ ସାରା ଦେଶର ଦୃଷ୍ଟି ଆକର୍ଷଣ
କରିଥିଲେ। ୨୦୦୧ ମସିହାରେ ଗୁଜରାଟ ମୁଖ୍ୟମନ୍ତ୍ରୀ ଆସନ ଅଳଙ୍କୃତ କରିବା ପରେ କ୍ରମାଗତ ୩ ପାଳି
ଶାସନ କରିଥିଲେ। ଏହାପରେ ୨୦୧୪ ସାଧାରଣ ନିର୍ବାଚନରେ
  ମୋଦୀଙ୍କୁ ଭାରତୀୟ ଜନତା ପାର୍ଟି (ବିଜେପି)ନିଜର
ପ୍ରଧାନମନ୍ତ୍ରୀ ଭାବେ ମନୋନୀତ କରିଥିଲେ। ୨୦୦୪ ମସିହାରୁ କ୍ଷମତାରୁ ଦୂରେଇ ରହିଥିବା ଭାରତୀୟ
ଜନତା ପାର୍ଟିକୁ ପୁଣି ଥରେ ନିଜ ନେତୃତ୍ୱ ବଳରେ କ୍ଷମତାସୀନ କରାଇବାରେ ସଫଳ ହୋଇଥିଲେ ନରେନ୍ଦ୍ର
ମୋଦୀ। ୨୦୧୪  ଏବଂ ୨୦୧୯ରେ ସେ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ।

୨୦୨୪
ଲୋକସଭା ନିର୍ବାଚନରେ ବିଜେପି ସରକାର ଗଠନ ପାଇଁ ଆବଶ୍ୟକ ସଂଖ୍ୟା ନପାଇବାରୁ ନୀତୀଶ କୁମାର ଏବଂ
ଚନ୍ଦ୍ରବାବୁ ନାଇଡ଼ୁ ଏବେ କିଙ୍ଗମେକର ହୋଇଛନ୍ତି। ଉଲ୍ଲେଖଯୋଗ୍ୟ ଯେ ୫୪୩ ‌ଲୋକସଭା ଆସନରୁ
ଏନ୍‌ଡିଏ ମେଣ୍ଟ ୨୯୩ ଆସନରେ ଜିତିଥିବା ବେଳେ ବିଜେପି ମାତ୍ର ୨୪୦ ଆସନରେ ବିଜୟ ହାସଲ କରିଛି
, ଯାହାକି ଆବଶ୍ୟକ
ସଂଖ୍ୟା ଠାରୁ ୩୨ ଆସନ କମ୍
।

Tags: newsodisha
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ
Latest News

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.