Saturday, June 28, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ରାଜ୍ୟ

ମୋହନ ମାଝୀ ମୁଖ୍ୟମନ୍ତ୍ରୀ: କେ ଭି ସିଂ ଦେଓ, ପ୍ରଭାତୀ ପରିଡ଼ା ଉପମୁଖ୍ୟମନ୍ତ୍ରୀ

param by param
Jun 12, 2024, 01:48 am GMT+0530
FacebookTwitterWhatsAppTelegram

ରାଜ୍ୟରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ପାଇଁ ମୋହନ ମାଝୀଙ୍କ ନାମ ବିଜେପି ଘୋଷଣା କରିଛି । ଏହା ସହିତ ରାଜ୍ୟରେ ଦୁଇ ଉପ-ମୁଖ୍ୟମନ୍ତ୍ରୀଙ୍କ ନାମ ମଧ୍ୟ ଘୋଷଣା ହୋଇଛି। ଫଳରେ ୨୫ ବର୍ଷ ପରେ ଓଡିଶା ପୁଣି ଉପ-ମୁଖ୍ୟମନ୍ତ୍ରୀ ପାଇଛି। ଉପ-ମୁଖ୍ୟମନ୍ତ୍ରୀ ଭାବରେ ପ୍ରଭାତୀ ପରିଡା ଓ କେଭି ସିଂଦେଓଙ୍କ ନାମ ଘୋଷଣା କରାଯାଇଛି।ତେବେ ୨୫ ବର୍ଷ ପରେ ଏବେ ପୁଣି ଓଡ଼ିଶାକୁ ଉପ-ମୁଖ୍ୟମନ୍ତ୍ରୀ ମିଳିଛନ୍ତି। ଏବେ ପ୍ରଭାତୀ ପରିଡା ଓ କେଭି ସିଂ ଦେଓଙ୍କୁ ବିଜେପି ପକ୍ଷରୁ ଓଡିଶାର ଉପ-ମୁଖ୍ୟମନ୍ତ୍ରୀ କରାଯାଇଛି ।କେଭି ସିଂଦେଓ ଓଡିଶା ବିଜେପିର ଜଣେ ବରିଷ୍ଠ ନେତା । ସେ ପାଟଣାଗଡ ନିର୍ବାଚନ ମଣ୍ଡଳୀରୁ ଚଳିତ ୨୦୨୪ ନିର୍ବାଚନକୁ ମିଶାଇ ୬ଥର ନିର୍ବାଚିତ ହୋଇଛନ୍ତି। ହେଲେ ୨୦୧୯ରେ ସେ ବିଜେଡିର ସରୋଜ ମେହେରଙ୍କଠାରୁ ପରାଜିତ ହୋଇଥିଲେ । ୧୯୯୫, ୨୦୦୦, ୨୦୦୪, ୨୦୦୯, ୨୦୧୪ରେ ସେ ପାଟଣାଗଡ ଆସନରୁ ନିର୍ବାଚିତ ହୋଇଥିଲେ। ଏବେ ୨୦୨୪ରେ ସେ ନିର୍ବାଚିତ ହୋଇଛନ୍ତି । ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ବିଜେଡି-ବିଜେପି ମେଣ୍ଟ ସରକାର ଥିବା ବେଳେ କେଭି ସିଂ ଦେଓ କ୍ୟାବିନେଟ ମନ୍ତ୍ରୀ ରହିଥିଲେ ।ସେହିପରି ପ୍ରଭାତୀ ପରିଡା ୨୦୦୯ ମସିହାରୁ ରାଜନୀତିରେ ପାଦ ଦେଇଥିଲେ । ସେ ନିମାପଡା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢି ପରାଜିତ ହୋଇଥିଲେ । ଏହା ପରେ ୨୦୧୪ରେ ବିଜେପି ଟିକେଟ ପାଇ ନିର୍ବାଚନ ଲଢିଥିଲେ ଓ ପରାଜିତ ହୋଇଥିଲେ । ୨୦୧୯ରେ ମଧ୍ୟ ସେ ପରାଜିତ ହୋଇଥିଲେ । ଏତେ ଥର ନିର୍ବାଚନ ହାରିବା ପରେ ମଧ୍ୟ ସେ ଦଳର ସକ୍ରିୟ ସଦସ୍ୟ ଭାବେ କାମ କରି ଆସୁଥିଲେ । ୨୦୨୪ରେ ଦଳ ତାଙ୍କ ଉପରେ ଭରସା କରି ଟିକେଟ ଦେଇଥିଲା। ସେ ବିଜୟୀ ହୋଇଥିଲେ । ପ୍ରଥମ ଥର ବିଧାୟକ ହେବା ସହିତ ସେ ଉପ-ମୁଖ୍ୟମନ୍ତ୍ରୀ ପଦ ପାଇଛନ୍ତି।

Tags: news
ShareTweetSendShare

RelatedNews

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର
Latest News

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ
Latest News

ଆହୁରି ୪ ଦିନ କାଳବୈଶାଖୀ

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.