Friday, May 9, 2025
No Result
View All Result
Odisha 365

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
Odisha 365
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
No Result
View All Result
Odisha 365
No Result
View All Result

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
  • ଜୀବନଶ yle ଳୀ
Home ବ୍ୟବସାୟ

ଭାରତରେ 86 ପ୍ରତିଶତ କର୍ମଚାରୀ କର୍ମକ୍ଷେତ୍ରରେ ଦୁଃଖୀ ଥିବା କହିଛନ୍ତି

param by param
Jun 14, 2024, 12:48 am GMT+0530
FacebookTwitterWhatsAppTelegram

ଭାରତରେ କାର୍ଯ୍ୟ କରୁଥିବା ଲୋକମାନେ ନିଜ କାମରେ ବିଶେଷ ସନ୍ତୁଷ୍ଟ
ନାହାନ୍ତି । ଅଧିକାଂଶ କର୍ମଚାରୀ ନିଜର ଜୀବନକୁ ସଂଘର୍ଷରତ ଓ ଦୁଃଖମୟ ବୋଲି କହିଛନ୍ତି ।
ଗ୍ୟାଲପର ବିଶ୍ବ କର୍ମକ୍ଷେତ୍ର  ରିପୋର୍ଟରୁ ଏହି
ତଥ୍ୟ ସାମ୍ନାକୁ ଆସିଛି । କାର୍ଯ୍ୟକ୍ଷେତ୍ରରେ ସନ୍ତୁଷ୍ଟିକ ନେଇ ଭାରତର ପ୍ରଦର୍ଶନ ନେପାଳଠାରୁ
ବି ଖରାପ ରହିଛି । ଗ୍ୟାଲପ ରିପୋର୍ଟ ଅନୁସାରେ ଭାରତରେ ମାତ୍ର 14 ପ୍ରତିଶତ କର୍ମଚାରୀ  କାମରେ ସଫଳ ଥିବା କହିଛନ୍ତି । ଅବଶିଷ୍ଟ 86 ପ୍ରତିଶତ
କର୍ମଚାରୀ କର୍ମକ୍ଷେତ୍ରରେ ସଂଘର୍ଷ କରୁଥିବା କିମ୍ବା ଦୁଃଖୀ ଥିବା କହିଛନ୍ତି ।
କେବଳ ଭାରତ ନୁହେଁ ସମଗ୍ର
ଦକ୍ଷିଣ ଏସିଆରେ ‌ଏଭଳି ସ୍ଥିତି ରହିଛି। ବିଶ୍ବସ୍ତରରେ ହାରାହାରି ଭାବେ ୩୪ ପ୍ରତିଶତ କର୍ମଚାରୀ
ନିଜକୁ ସଫଳ ବିବେଚନା କରୁଥିବା ବେଳେ ଦକ୍ଷିଣ ଏସିଆରେ ଏହି ହାର ଯଥେଷ୍ଟ କମ୍ ରହିଛି
।

ଏହି
ସର୍ବେକ୍ଷଣରେ ଭାଗ ନେଇଥିବା ୩୫ ପ୍ରତିଶତ ଭାରତୀୟ କହିଛନ୍ତି ଯେ ‌ପ୍ରତିଦିନ ସେମାନଙ୍କୁ ରାଗ
ଲାଗୁଛି ଯାହା ଦକ୍ଷିଣ ଏସିଆରେ ସର୍ବାଧିକ। ୩୨ ପ୍ରତିଶତ କର୍ମଚାରୀ କହିଛନ୍ତି ଯେ ସେମାନେ ଚାପ‌ରେ
ଅଛନ୍ତି। ଏହି ହାର କିନ୍ତୁ ସବୁଠୁ କମ୍ ରହିଛି। ଶ୍ରୀଲଙ୍କାର ୬୨ ପ୍ରତିଶତ ଏବଂ ଆଫଗାନିସ୍ତାନର
୫୮ ପ୍ରତିଶତ କର୍ମଚାରୀ ଚାପରେ ଥିବା କହିଛନ୍ତି। ଭାରତୀୟ କର୍ମଚାରୀମାନେ କାମକୁ ନେଇ ଏତେଟା
ସନ୍ତୁଷ୍ଟ ନଥିଲେ ମଧ୍ୟ କାମ ସହିତ ଯୋଡ଼ିହୋଇରହିବାରେ ସେମାନେ ଅନ୍ୟ ଦେଶର କର୍ମଚାରୀଙ୍କଠାରୁ
ଆଗରେ ରହିଛନ୍ତି। ଭାରତରେ କର୍ମଚାରୀ ସମ୍ପୃକ୍ତି ହାର ୩୨ ପ୍ରତିଶତ ରହିଛି ଯାହା ବିଶ୍ବର
ହାରାହାରି ହାର ୨୩ ପ୍ରତିଶତଠାରୁ ଅଧିକ।

ଗ୍ୟାଲପ୍‌
ପକ୍ଷରୁ ବିଭିନ୍ନ ଦେଶର କର୍ମଚାରୀମାନଙ୍କ ଶାରିରୀକ ଓ ମାନସିକ ସ୍ଥିତିକୁ ଅନୁଶୀଳନ କରି
ସେମାନଙ୍କୁ ସଫଳ
, ସଂଘର୍ଷରତ ଓ ଦୁଃଖୀ ଭଳି ତିନିଟି ବର୍ଗରେ ଭାଗ କରାଯାଇଛି। ଯେଉଁମାନେ ନିଜର
ବର୍ତ୍ତମାନ ଓ ଭବିଷ୍ୟତ ସମ୍ଭାବନାକୁ ନେଇ ସକାରାତ୍ମକ ମତ ଦେଇଥିଲେ ସେମାନଙ୍କୁ ସଫଳ ବର୍ଗରେ
ରଖାଯାଇଛି। ଯେଉଁମାନେ ନକାରାତ୍ମକ ମତ ଦେଇଥିଲେ ଏବଂ ଦୈନିକ ଚାପ ଓ ଆର୍ଥିକ ସମସ୍ୟା ଦେଇ ଗତି
କରୁଥିବା କହିଥିଲେ ସେମାନଙ୍କୁ ସଂଘର୍ଷରତ ବର୍ଗରେ ରଖାଯାଇଛି।
 

 

Tags: newsodisha
ShareTweetSendShare

RelatedNews

ସେନ୍‌ସେକ୍ସ ରେକର୍ଡ ବୃଦ୍ଧି: ଆର୍ଥିକ ବୃଦ୍ଧିରେ ଆତ୍ମବିଶ୍ୱାସର ପ୍ରତିବିମ୍ବ
Business

ସେନ୍‌ସେକ୍ସ ରେକର୍ଡ ବୃଦ୍ଧି: ଆର୍ଥିକ ବୃଦ୍ଧିରେ ଆତ୍ମବିଶ୍ୱାସର ପ୍ରତିବିମ୍ବ

ଆଗାମୀ ଦୁଇ ମାସ ପର୍ଯ୍ୟନ୍ତ ସମୁଦ୍ରରୁ ମାଛ ଧରା ନିଷେଧ
Latest News

ଆଗାମୀ ଦୁଇ ମାସ ପର୍ଯ୍ୟନ୍ତ ସମୁଦ୍ରରୁ ମାଛ ଧରା ନିଷେଧ

LPG ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ୪୧ ଟଙ୍କା ହ୍ରାସ
ଜାତୀୟ

LPG ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ୪୧ ଟଙ୍କା ହ୍ରାସ

ଘୋର ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନରେ ସୁନାର ବୃହତ ଭଣ୍ଡାର ଠାବ
ଜାତୀୟ

ରାଜଧାନୀରେ 90ହଜାର ହେଲା ସୁନା ଦର

ହୋଲିରେ ଜମିବ ବେପାର: ଦେଶରେ ହେବ 60 ହଜାର କୋଟି
ବ୍ୟବସାୟ

ହୋଲିରେ ଜମିବ ବେପାର: ଦେଶରେ ହେବ 60 ହଜାର କୋଟି

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.