କୁଏତ
ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା 2 ଓଡ଼ିଆଙ୍କ ପରିବାରକୁ ସହାୟତା ରାଶି ଘୋଷଣା କରିଛନ୍ତି
ମୁଖ୍ୟମନ୍ତ୍ରୀ ମୋହନ ମାଝି । ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ତିଗିରିଆର ମହମ୍ମଦ ଜହୁର ଓ
ଗଞ୍ଜାମ ଜିଲ୍ଲା ପୁରୁଷୋତମପୁର ବ୍ଲକ ରଣଝାଲି ଗାଁର ସନ୍ତାଷ ଗୌଡ଼ଙ୍କ ପରିବାରକୁ 4 ଲକ୍ଷ
ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ଦୁଇ ମୃତକଙ୍କ କେରଳରୁ ଆସି
ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ସେମାନଙ୍କ ଗାଁ ଅଭିମୁଖେ ଯାତ୍ରା କରିଛି । ତେବେ
ଭୁବନେଶ୍ବରରେ ସେମାନଙ୍କ ମୃତଦେହ ଆସି ପହଞ୍ଚିବ । ପରେ ଦୁଇ ଉପମୁଖ୍ୟମନ୍ତ୍ରୀ ସହ ଅନ୍ୟ ଦଳୀୟ ନେତାମାନେ
ପହଞ୍ଚି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।