Friday, May 9, 2025
No Result
View All Result
Odisha 365

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
Odisha 365
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
No Result
View All Result
Odisha 365
No Result
View All Result

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
  • ଜୀବନଶ yle ଳୀ
Home ବ୍ୟବସାୟ

କେନ୍ଦ୍ର ଅର୍ଥ ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ପ୍ରାକ-ବଜେଟ୍ ପରାମର୍ଶ ବୈଠକ ଅନୁଷ୍ଠିତ 

param by param
Jun 23, 2024, 12:21 am GMT+0530
FacebookTwitterWhatsAppTelegram

ଆଜି କେନ୍ଦ୍ର ଅର୍ଥ ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରାକ-ବଜେଟ୍ ପରାମର୍ଶ ବୈଠକରେ ଓଡିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କେ.ଭି. ସିଂହଦେଓ ଯୋଗଦାନ କରିଥିଲେ।

ଓଡ଼ିଶା ପକ୍ଷରୁ ରାଜ୍ୟର ଅର୍ଥନୀତି, ବିକାଶ ପ୍ରସଙ୍ଗକୁ ନେଇ ଏକ ଲିଖିତ ସ୍ମାରକପତ୍ର କେନ୍ଦ୍ର ବଜେଟରେ ଉପଯୁକ୍ତ ପଦକ୍ଷେପ ନିମନ୍ତେ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ନିକଟରେ ଦାଖଲ କରାଯାଇଥିଲା:

ଓଡ଼ିଶାର କେତେକ ପ୍ରମୁଖ ପ୍ରସ୍ତାବ:

ଓଡିଶାରେ ଆନ୍ତର୍ଜାତୀୟ ନିବେଶ, ସେମିକଣ୍ଡକ୍ଟର ଶିଳ୍ପକୁ ଆକର୍ଷିତ କରିବା ସହ ଓଡିଶାକୁ ଏକ ନିବେଶ କେନ୍ଦ୍ର ଭାବରେ ଉପଯୁକ୍ତ ପ୍ରୋତ୍ସାହନ ଏବଂ ପାରାଦୀପ ବନ୍ଦରର ସମ୍ପ୍ରସାରଣ ନିମନ୍ତେ କେନ୍ଦ୍ର ସରକାରଙ୍କ ବିଶେଷ ସହାୟତା;

ଭିତ୍ତିଭୂମି ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ପୁଞ୍ଜି ନିବେଶ ନିମନ୍ତେ ସ୍ୱତନ୍ତ୍ର ସହାୟତା ଯୋଜନା (SACI) ଅଧୀନରେ ରାଜ୍ୟକୁ ଅଧିକ ଆବଣ୍ଟନ;

କେନ୍ଦ୍ର ବଜେଟରେ CSS ଯୋଜନା ଅଧୀନରେ ରାଜ୍ୟ-ୱାରି ବାର୍ଷିକ ଆବଣ୍ଟନର ଅଗ୍ରୀମ ସୂଚନା, ଯାହା ରାଜ୍ୟମାନଙ୍କୁ ସେମାନଙ୍କର ବଜେଟକୁ ବାସ୍ତବ ଭିତ୍ତିରେ ପ୍ରସ୍ତୁତ ଏବଂ ପାଣ୍ଠିର ସମୟାନୁବର୍ତ୍ତୀ ଉପଯୋଗ କରିବାରେ ସହାୟକ ହେବ;

ଓଡ଼ିଶାର ସମ୍ବଲପୁର ଠାରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ କେନ୍ଦ୍ର ବଜେଟରେ ଉପଯୁକ୍ତ ବ୍ୟବସ୍ଥା;

ଓଡିଶାରେ ଜାତୀୟ ରାଜପଥ, ବିଶେଷକରି କୋଷ୍ଟାଲ୍ ହାଇୱେ ଏବଂ କ୍ୟାପିଟାଲ୍ ରିଜିଅନ୍ ରିଙ୍ଗ୍ ରୋଡ୍ ପ୍ରକଳ୍ପର ଶୀଘ୍ର ସମାପ୍ତି ନିମନ୍ତେ ଉପଯୁକ୍ତ ପଦକ୍ଷେପ;
ସୁଭଦ୍ରା ଯୋଜନା ମାଧ୍ୟମରେ ମହିଳା ସଶକ୍ତିକରଣ ପାଇଁ କେନ୍ଦ୍ର ସରକାରଙ୍କ ଆଂଶିକ ସହାୟତା;

PMAY ଯୋଜନା ଅଧୀନରେ ଓଡିଶାର ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳ ପାଇଁ ଅତି କମରେ 5 ଲକ୍ଷ ଘର ନିର୍ମାଣ ପାଇଁ କେନ୍ଦ୍ର ବଜେଟରେ ଆବଶ୍ୟକୀୟ ଆବଣ୍ଟନ;

ଓଡିଶାରେ ନୂତନ ସହରର ବିକାଶ ଏବଂ ଦ୍ରୁତ ସହରୀକରଣ ପାଇଁ କେନ୍ଦ୍ର ସରକାରଙ୍କ ସହାୟତା;

ଓଡ଼ିଶାରେ ବିଦ୍ୟୁତ୍ କ୍ଷେତ୍ର ସମସ୍ୟାର ସମାଧାନ ନିମନ୍ତେ, ସଂଶୋଧିତ ବିତରଣ ସେକ୍ଟର ସ୍କିମ୍ ଅଧୀନରେ ଓଡିଶା ବିଦ୍ୟୁତ ବିତରଣ ସଂସ୍ଥା (DISCOM) ଗୁଡ଼ିକୁ ଅନ୍ତର୍ଭୁକ୍ତ କରିବା, ସବୁଜ ହାଇଡ୍ରୋଜେନ ଭଳି ନୂତନ ପ୍ରଯୁକ୍ତିବିଦ୍ୟା ପାଇଁ ଆର୍ଥିକ ସହାୟତା ଏବଂ ଓଡିଶାରେ ଗ୍ରୀନ୍ ଏନର୍ଜି କରିଡର ପ୍ରକଳ୍ପ ପାଇଁ କେନ୍ଦ୍ରୀୟ ଅର୍ଥ ପ୍ରଦାନ ଆବଶ୍ୟକ ଅଟେ।

ପରିଶେଷରେ, ମାନ୍ୟବର କେନ୍ଦ୍ର ଅର୍ଥ ମନ୍ତ୍ରୀ ସମସ୍ତ ଦାବି ଏବଂ ପରାମର୍ଶଗୁଡିକ ଅନୁଧ୍ୟାନ କରି ଉପଯୁକ୍ତ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେଇଛନ୍ତି।

Tags: newsodisha
ShareTweetSendShare

RelatedNews

ସେନ୍‌ସେକ୍ସ ରେକର୍ଡ ବୃଦ୍ଧି: ଆର୍ଥିକ ବୃଦ୍ଧିରେ ଆତ୍ମବିଶ୍ୱାସର ପ୍ରତିବିମ୍ବ
Business

ସେନ୍‌ସେକ୍ସ ରେକର୍ଡ ବୃଦ୍ଧି: ଆର୍ଥିକ ବୃଦ୍ଧିରେ ଆତ୍ମବିଶ୍ୱାସର ପ୍ରତିବିମ୍ବ

ଆଗାମୀ ଦୁଇ ମାସ ପର୍ଯ୍ୟନ୍ତ ସମୁଦ୍ରରୁ ମାଛ ଧରା ନିଷେଧ
Latest News

ଆଗାମୀ ଦୁଇ ମାସ ପର୍ଯ୍ୟନ୍ତ ସମୁଦ୍ରରୁ ମାଛ ଧରା ନିଷେଧ

LPG ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ୪୧ ଟଙ୍କା ହ୍ରାସ
ଜାତୀୟ

LPG ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ୪୧ ଟଙ୍କା ହ୍ରାସ

ଘୋର ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନରେ ସୁନାର ବୃହତ ଭଣ୍ଡାର ଠାବ
ଜାତୀୟ

ରାଜଧାନୀରେ 90ହଜାର ହେଲା ସୁନା ଦର

ହୋଲିରେ ଜମିବ ବେପାର: ଦେଶରେ ହେବ 60 ହଜାର କୋଟି
ବ୍ୟବସାୟ

ହୋଲିରେ ଜମିବ ବେପାର: ଦେଶରେ ହେବ 60 ହଜାର କୋଟି

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.