Friday, June 27, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ରାଜ୍ୟ

ଧାନ କୁଇଂଟାଲ ପ୍ରତି ୩୧ଶହ ଟଙ୍କା ଘୋଷଣା କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ କୃଷକମୋର୍ଚ୍ଚା ରାଜ୍ୟ ସଭାପତି

param by param
Jun 28, 2024, 12:22 am GMT+0530
FacebookTwitterWhatsAppTelegram

ଓଡ଼ିଶାର ପ୍ରମୁଖ ଫସଲ ଧାନ । ଓଡ଼ିଶାର ଚାଷୀମାନଙ୍କୁ ଲାଭାନ୍ୱିତ କରିବା ପାଇଁ ବିଜେପି ସଂକଳ୍ପବଦ୍ଧ । ଓଡ଼ିଶାରେ “ଡବଲ ଇଞ୍ଜିନ ସରକାର” ଆସିବା ପରେ ଲୋକପ୍ରିୟ ଯଶସ୍ୱୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ଖରିଫ ଧାନ କିଣା ସମୟରେ ଧାନ କୁଇଂଟାଲ ପ୍ରତି ୩୧ଶହ ଟଙ୍କା ଚାଷୀମାନଙ୍କୁ ଦିଆଯିବା ପାଇଁ ଘୋଷଣା କରିଥିବାରୁ କୃଷକମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ମହେଶ୍ୱର ସାହୁ ଧନ୍ୟବାଦ ଦେବା ସହିତ କୃତଜ୍ଞତା ଜଣାଇଛନ୍ତି ।
ଓଡିଶାର ଚାଷୀମାନଙ୍କୁ ସମୃଦ୍ଧ କରିବା ସହିତ ସମସ୍ତ ବ୍ଲକରେ ଶୀତଳଭଣ୍ଡାର ପ୍ରତିଷ୍ଠା କରିବା, ଚାଷ ଜମିକୁ ଜଳସେଚିତ କରିବା ଓ ଧାନ କ୍ୱଇଂଟାଲ ପ୍ରତି ୩୧ଶହ ଟଙ୍କା ଚାଷୀଙ୍କୁ ଦେବାକୁ ନେଇ ବିଜେପି କୃଷକମୋର୍ଚ୍ଚା ତରଫରୁ ସାରା ରାଜ୍ୟରେ ବ୍ୟାପକଭାବେ ଚାଷୀ ସମାବେଶ କରାଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଧନ୍ୟବାଦ ଦିଆଯିବ । ଏହାର ଶୁଭାରମ୍ଭ ଆସନ୍ତା ଜୁନ୍ ୩୦ତାରିଖ କେନ୍ଦୁଝର ଜିଲ୍ଲାର ପ୍ରଖ୍ୟାତ ପର୍ଯ୍ୟଟନସ୍ଥଳୀ ଆନନ୍ଦପୁର ସବ୍‌ଡିଭିଜନ ଅନ୍ତର୍ଗତ ଶାଳନ୍ଦୀ ଡ୍ୟାମ ହଦଗଡଠାରେ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ୩୬ଟି ସାଂଗଠନିକ ଜିଲ୍ଲାରୁ ଦୁଇ ଶହ ଚାଷୀ ନେତାମାନେ ଯୋଗଦାନ କରିବେ ବୋଲି ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ମହେଶ୍ୱର ସାହୁ ସୂଚନା ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ବରିଷ୍ଠ ଚାଷୀ ନେତାମାନେ ଯୋଗ ଦେବେ । ଏହି କାର୍ଯ୍ୟକ୍ରମ ପରେ ଓଡ଼ିଶାର ସମସ୍ତ ଜିଲ୍ଲା, ବ୍ଲକ ଓ ପଂଚାୟତମାନଙ୍କରେ ପ୍ରଧାନମନ୍ତ୍ରୀ ମୋଦି, ମୁଖ୍ୟମନ୍ତ୍ରୀ ମୋହନ ମାଝୀ “ଧନ୍ୟବାଦ କାର୍ଯ୍ୟକ୍ରମ”କୁ ବ୍ୟାପକଭାବେ କରାଯିବ ବୋଲି ଶ୍ରୀ ସାହୁ ସୂଚନା ଦେଇଛନ୍ତି ।
ଆସନ୍ତା ଖରିଫ ଧାନକିଣା ପ୍ରାରମ୍ଭ ଦିନ ଏହି କାର୍ଯ୍ୟକ୍ରମର ସମାରୋପ ଏକ ବିଶାଳ ଚାଷୀ ସମାବେଶ ଆୟୋଜନ କରାଯିବ ।

Tags: newsodisha
ShareTweetSendShare

RelatedNews

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର
Latest News

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ
Latest News

ଆହୁରି ୪ ଦିନ କାଳବୈଶାଖୀ

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.