Friday, June 27, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ଭାରତ ଟି-୨୦ ବିଶ୍ବକପ୍ ଚାମ୍ପିଅନ

param by param
Jun 30, 2024, 06:33 am GMT+0530
FacebookTwitterWhatsAppTelegram

ଭାରତ ଟି-୨୦ ବିଶ୍ବକପ୍ ଚାମ୍ପିଅନ ହୋଇଛି ।ଫାଇନାଲରେ ଭାରତ ଦକ୍ଷିଣ ଆଫ୍ରିକାକୁ ୭ ରନରେ ପରାସ୍ତ କରି ଚାମ୍ପିଅନ ହୋଇଛି ।୧୭୭ ରନର ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଥିବା ଦକ୍ଷିଣ ଆଫ୍ରିକା ପରାସ୍ତ ହୋଇଛି ।ଟସ୍‌ ଜିଣି ଭାରତ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ବରେ ଭାରତ ୬ୱିକେଟ୍‌ ହରାଇ ସ୍କୋର ୧୭୬ ରନ୍ କରିଥିଲା। ଟିମ୍ ଇଣ୍ଡିଆ ପକ୍ଷରୁ ବିରାଟ କୋହଲି ୭୬ ରନ୍‌ର ଧୂଆଁଧାର ବ୍ୟାଟିଂ କରିଥିଲେ। ସେ ୫୬ଟି ବଲ୍‌ ଖେଳି ବ୍ୟକ୍ତିଗତ ଭବେ ୭୬ ରନ୍‌ ସଂଗ୍ରହ କରିଥିଲେ। ଏଥିରେ ୬ଟି ଚୌକା ଓ ୨ଟି ଚୌକା ସାମିଲ ଥିଲା। ଅଲରାଉଣ୍ଡର ଅକ୍ଷର ପଟେଲ ୩୧ଟି ବଲ ଖେଳି ଗୋଟିଏ ଚୌକା ଓ ୪ଟି ଛକା ବଳରେ ଦଳର‌ ସ୍କୋରରେ ୪୭ ରନ୍‌ ଯୋଡ଼ିଥିଲେ। ଯୁବ ବ୍ୟାଟର ୧୬ଟି ବଲ୍‌ ଖେଳି ୨୭ ରନ୍‌ ସଂଗ୍ରହ କରିଥିଲେ। ଏଥିରେ ୩ ଚୌକା ଓ ଗୋଟିଏ ଛକା ସାମିଲ ଥିଲା। ରୋହିତ ଶର୍ମା ୯ ରନ୍ କରିଥିଲେ। ସୂର୍ଯ୍ୟକୁମାର ଯାଦବ ୩ ରନ୍, ହାର୍ଦ୍ଦିକ ପାଣ୍ଡ୍ୟା ଅପରାଜିତ ୫ ରନ୍ ଓ ରବିନ୍ଦ୍ର ଜାଡେଜା ୨ ରନ୍ କରିଥିଲେ। ଆରମ୍ଭରୁ ଦୁଇଟି ଓ୍ବିକେଟ ହରାଇ ସଂକଟରେ ପଡ଼ିଥିଲା । ରେଜା ହେଣ୍ଡରିକ୍ସ ମାତ୍ର ୪ ରନ ଓ ଅଧିନାୟକ ଆଇଡେନ ମାର୍କରାମ ୭ ରନ କରି ଆଉଟ ହୋଇଥିଲେ । କିନ୍ତୁ କ୍ବିଣ୍ଟନ ଡିକକ୍ ଓ ଟ୍ରଷ୍ଟାନ ଷ୍ଟବସ୍ ଏକ ଭଲ ପାର୍ଟନରସିପ କରି ପାଳିକୁ ସମ୍ଭାଳିଥିଲେ । ଷ୍ଟବସ ୩୧ ରନ କରି ଆଉଟ ହେବା ପରେ ଡିକକ୍ ଓ ହେନରିକ କ୍ଲାସେନଙ୍କ ମଧ୍ୟରେ ବି ଏକ ଭଲ ପାର୍ଟନରସିପ ହୋଇଥିଲା । ଡିକକ୍ ୩୯ ରନ କରିଥିବାବେଳେ କ୍ଲାସେନ ୫୨ରନ କରିଥିଲେ । ଡେଭିଡ ମିଲର ୨୧ ରନ କରି ଆଉଟ ହୋଇଥିଲେ । ଦଳ ୨୦ ଓଭରରେ ୮ ଓ୍ବିକେଟ ହରାଇ ୧୬୯ ରନ କରିପାରିଥିଲା । ବାର୍ବାଡୋସର ବ୍ରିଜଟାଉନଠାରେ ୧୭ ବର୍ଷ ପରେ ଭାରତ ପୁଣି ଥରେ ଟି-୨୦ ବିଶ୍ବ ଚାମ୍ପିଅନ ହୋଇଛି । ୨୦୦୭ରେ ଅନୁଷ୍ଠିତ ପ୍ରଥମ ଟି-୨୦ ବିଶ୍ବକପରେ ଭାରତ ଚାମ୍ପିଅନ ହୋଇଥିଲା । ସେହିପରି ୧୧ ବର୍ଷ ପରେ ଭାରତ କୌଣସି ଆଇସିସି ଟ୍ରଫି ଜିତିଛି ।

Tags: news
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ
Latest News

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.