ଆଜି ଅଭିଯୋଗ
ପ୍ରକୋଷ୍ଠରେ ଲୋକଙ୍କ ସମସ୍ୟା ଶୁଣିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ
ଉପମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କୁ ନିଜ ନିଜ ସମସ୍ୟା ଓ ଦୁଃଖ ଜଣାଇବାକୁ ସବୁ ଜିଲ୍ଲାରୁ
ଆସିଥିଲେ ଲୋକେ । ଦିନେ ଦୁଇ ଦିନ ଦୁହିଁ ଗତ 4 ଦିନ ହେବ ଅଖିଆଅପିଆ ଅସହାୟ ଲୋକେ ରାଜଧାନୀରେ
ପଡ଼ି ରହି କେବଳ ଅପେକ୍ଷା କରିଥିଲେ କେବେ ସେ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଯିବେ ନିଜ ଦୁଃଖ ଜଣାଇେବ
। ତେବେ ଆଜି ଥିଲା ଜନ ଶୁଣାଣିର ପ୍ରଥମ ଦିନ ।
ପ୍ରଥମ ଦିନରେ ହିଁ ପାଖାପାଖି 1500 ଲୋକ ନିଜ ସମସ୍ୟା ନେଇ ନାଁ ପଞ୍ଜିକରଣ କରିଥିବା ଜଣାପଡ଼ିଛି
।