Friday, June 27, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ଆଜିଠାରୁ ଆରମ୍ଭ ହେଲା ଭାରତୀୟ ନ୍ୟାୟ ସଂହିତା

param by param
Jul 1, 2024, 11:10 pm GMT+0530
FacebookTwitterWhatsAppTelegram

ଭାରତର ନ୍ୟାୟିକ ଓ ଦଣ୍ଡ ବିଧାନ ପ୍ରକ୍ରିିୟାରେ ଏବେ ନୂଆ ଯୁଗ ଆରମ୍ଭ ହୋଇଛି । ବ୍ରିିଟିଶ ଅମଳରୁ ପ୍ରଚଳିତ ହୋଇ ଆସୁଥିବା ଇଣ୍ଡିଆନ ପେନାଲ କୋଡ୍‌(ଆଇପିସି), କ୍ରିମିନାଲ ପ୍ରୋସିଡିୟର କୋଡ୍‌(ସିଆର୍‌ପିସି) ଏବଂ ଇଣ୍ଡିଆନ ଏଭିଡେନ୍ସ ଆକ୍ଟ ଏବେ ଇତିହାସ ପାଲଟିଯାଇଛି । ସ୍ୱାଧୀନ ଭାରତର ନିଜସ୍ୱ ଆଇନ ପ୍ରକ୍ରିୟା ଏହାର ସ୍ଥାନ ନେଇଛି । ଯଶ୍ୱସ୍ୱୀ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଅଣାଯାଇଥିବା ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଓ ଭାରତୀୟ ସାକ୍ଷ୍ୟ ଅଧିନିୟମ(ଆଇଇଏ) ଆଜିଠାରୁ ଲାଗୁ ହୋଇଛି । ଏହାଦ୍ୱାରା ପୀଡ଼ିତମାନେ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ନ୍ୟାୟ ପାଇପାରିବେ । ଏହା ଏକ ସ୍ୱାଗତଯୋଗ୍ୟ ପଦକ୍ଷେପ ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିଛନ୍ତି ।
ଶ୍ରୀ ସାମଲ କହିଛନ୍ତି, ଏହି ନୂତନ ଆଇନ୍ ଦ୍ୱାରା ନ୍ୟାୟିକ ପ୍ରକ୍ରିୟା ତ୍ୱରାନ୍ୱିତ ହେବା ସହ ନାଗରିକମାନଙ୍କ ମାମଲାର ଠିକ୍ ସମୟରେ ବିଚାର ହୋଇପାରିବ । କୌଣସି ଘଟଣା ସମ୍ପର୍କରେ ଯେକୌଣସି ଥାନାରେ ଏଫ୍‌ଆଇଆର୍ ଦିଆଯାଇପାରିବ । ଏପରିକି ଜଣେ ଚାହିଁଲେ ଅନ୍‌ଲାଇନ୍ ଜରିଆରେ ଏଫ୍‌ଆଇଆର୍ ଦେଇପାରିବ । ମହିଳା, ଶିଶୁଙ୍କ ମାମଲାକୁ ପୋଲିସ ଯେପରି ପ୍ରାଥମିକତା ଦେଇ କାର୍ଯ୍ୟାନୁଷ୍ଠାନ ନେବ ସେଥିପାଇଁ ଏହି ଆଇନ୍‌ରେ ବ୍ୟବସ୍ଥା ହୋଇଛି । ଏଭଳି ମାମଲାରେ ଆଜୀବନ କାରଦଣ୍ଡ ସହ ମୃତ୍ୟୁ ଦଣ୍ଡ ଦେବା ପାଇଁ ପ୍ରାବଧାନ ରହିଛି । ଦେଶ ବିରୋଧି ଆଇନ୍‌ର ମୁକାବିଲା ପାଇଁ କଠୋରଦଣ୍ଡ ବିଧାନ କରାଯାଇଛି । ଅଭିଯୋଗର ୯୦ ଦିନ ଭିତରେ ଅଭିଯୁକ୍ତଙ୍କୁ ତଦନ୍ତ ରିପୋର୍ଟର ନକଳ ପ୍ରଦାନ କରାଯିବା ପାଇଁ ବ୍ୟବସ୍ଥା ହୋଇଛି । ଶୁଣାଣି ଶେଷ ହେବାର ୪୫ ଦିନ ଭିତରେ ରାୟ ପ୍ରକାଶ ପାଇବ । ଏହାଦ୍ୱାରା ନାରଗିକମାନଙ୍କୁ ତ୍ୱରିତ ନ୍ୟାୟ ମିଳିପାରିବ । ଦୀର୍ଘ ୭୫ ବର୍ଷ ଧରି ଭାରତରେ ପ୍ରଚଳିତ ହୋଇ ଆସୁଥିବା ତ୍ରୁଟିପୂର୍ଣ୍ଣ ବ୍ରିଟିଶ ଅମଳର ଆଇନକୁ ହଟାଇ ଯେଉଁ ଐତିହାସିକ, ବୈପ୍ଲବିକ, ଯୁଗାନ୍ତକାରୀ ପରିବର୍ତନ କରାଯାଇଛିି, ସେଥିପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ରାଜ୍ୟବାସୀଙ୍କ ତରଫରୁ ଶ୍ରୀ ସାମଲ କୃତଜ୍ଞତା ଜଣାଇଛନ୍ତି ।

Tags: newsodisha
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ
Latest News

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.