Saturday, May 10, 2025
No Result
View All Result
Odisha 365

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
Odisha 365
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
No Result
View All Result
Odisha 365
No Result
View All Result

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
  • ଜୀବନଶ yle ଳୀ
Home ରାଜ୍ୟ

ଜଷ୍ଟିସ ବିଶ୍ବନାଥ ରଥଙ୍କ ଅଧ୍ୟକ୍ଷତାରେ ନୂଆ ୧୬ ଜଣିଆ ରତ୍ନଭଣ୍ଡାର କମିଟି 

param by param
Jul 5, 2024, 03:52 pm GMT+0530
FacebookTwitterWhatsAppTelegram

ଭୁବନେଶ୍ବର: ଜଷ୍ଟିସ୍‌ ଅରଜିତ ପଶାୟତଙ୍କ ଅଧ୍ୟକ୍ଷତାରେ ଗଠିତ ରତ୍ନଭଣ୍ଡାର
ଅଳଙ୍କାର ଗଣତି ତଦାରଖ କମିଟିକୁ ସରକାର ଭାଙ୍ଗି ଦେଇଛନ୍ତି। ଏହାବଦଳରେ ହାଇକୋର୍ଟର ପୂର୍ବତନ
ବିଚାରପତି ଜଷ୍ଟିସ ବିଶ୍ବନାଥ ରଥଙ୍କ ଅଧ୍ୟକ୍ଷତାରେ ନୂଆ କମିଟି ଗଠନ କରାଯାଇଛି। ଏଥିରେ
ବିଭିନ୍ନ ବର୍ଗରୁ ୧୬ ଜଣ ସଦସ୍ୟ ରହିଛନ୍ତି। ଆଇନ ବିଭାଗ ପକ୍ଷରୁ ଗେଜେଟ୍ ବିଜ୍ଞପ୍ତି ମାଧ୍ୟମରେ
ରତ୍ନ ଭଣ୍ଡାର ଅଳଙ୍କାର ଗଣତି ତଦାରଖ ପାଇଁ ମାର୍ଚ୍ଚ ୨
, ୨୦୨୪ରେ ଗଠନ ହୋଇଥିବା ଉଚ୍ଚସ୍ତରୀୟ କମିଟିକୁ ଭାଙ୍ଗି ଜଷ୍ଟିସ
ବିଶ୍ବନାଥ ରଥଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ କମିଟିର ପୁନଃଗଠନ କରାଯାଇଛି। ଏଥିରେ ଡା. ସିବିକେ
ମହାନ୍ତି
, ଚାର୍ଟାର୍ଡ
ଆକାଉଟାଣ୍ଟ ରାଜୀବ ସାହୁ
, ଅବସରପ୍ରାପ୍ତ
ଆଇଏଏସ୍ ଜଗଦୀଶ ମହାନ୍ତି
, ଅବସରପ୍ରାପ୍ତ
ଆଇପିଏସ୍‌ ପ୍ରକାଶ ମିଶ୍ର
, ସ୍ବାମୀ
ପ୍ରଜ୍ଞାନାନନ୍ଦ ଜୀ
, ହରିହର
ହୋତା
, ପଦ୍ମଶ୍ରୀ
ସୁଦର୍ଶନ ପଟ୍ଟନାୟକ
, ଗଜପତି
ମହାରାଜାଙ୍କ ପ୍ରତିନିଧି
, ଏଏସ୍‌ଆଇର
ପ୍ରତିନିଧି
, ମଧୁସୂଦନ
ସିଂହାରୀ
, ଜନାର୍ଦ୍ଦନ
ପାଟ୍ଟଯୋଶୀ ମହାପାତ୍ର
, ଜଗନ୍ନାଥ
ଦାସମହାପାତ୍ର
, ସୌମେନ୍ଦ୍ର
ମୁଦୁଲି
, ପୁରୀ
ଜିଲ୍ଲାପାଳ ସଦସ୍ୟ ଅଛନ୍ତି। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଏହାର ସଦସ୍ୟ
ସଂଯୋଜକ ଅଛନ୍ତି।

ଜଷ୍ଟିସ ପଶାୟତ ରତ୍ନଭଣ୍ଡାର ଖୋଲିବା ନେଇ ହେବାକୁ ଥିବା ବୈଠକରେ
ଯୋଗଦେବାକୁ  ଓଡ଼ିଶାରେ ଆସି ପହଞ୍ଚିଛନ୍ତି। ।
କିନ୍ତୁ ତାହା ପୂର୍ବରୁ ସରକାର ଉକ୍ତ କମିଟିକୁ ଭାଙ୍ଗି ଦେଇଛନ୍ତି। ଆଇନ ମନ୍ତ୍ରୀ ପୃଥ୍ବୀରାଜ
ହରିଚନ୍ଦନ ଗଣମାଧ୍ୟମକୁ ଏହି ସୂଚନା ଦେଇ କହିଛନ୍ତି ଯେ ଶ୍ରୀମନ୍ଦିର ରତ୍ନଭଣ୍ଡାର କେବେ ଖୋଲିବ
ସେନେଇ ନିଷ୍ପତ୍ତି ନେବାକୁ ରାଜ୍ୟ ସରକାର ଏହି କମିଟି ଗଠନ କରିଛନ୍ତି। ଆସନ୍ତା ୬ତାରିଖରେ
କମିଟିର ପ୍ରଥମ ବୈଠକ ବସିବା ପରେ ସେମାନେ ଯାହା ନିର୍ଦ୍ଦେଶ ଦେବେ ସେହି ଅନୁସାରେ ପ୍ରକ୍ରିୟା
ଆରମ୍ଭ ହେବ। ଶ୍ରୀ ହରିଚନ୍ଦନ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ନିଷ୍ପତ୍ତି
ହୋଇଛି ଯେ ଖୁବ୍‌ଶୀଘ୍ର ରତ୍ନଭଣ୍ଡାର ଖୋଲିବ। ହାଇକୋର୍ଟଙ୍କ ନି‌ର୍ଦ୍ଦେଶ ଥିଲା ଯେ ଜଣେ
ଅବସରପ୍ରାପ୍ତ ବିଚାରପତିଙ୍କ ପ୍ରତ୍ୟେକ୍ଷ ତତ୍ତ୍ବାବଧାନରେ ରତ୍ନଭଣ୍ଡାର ଖୋଲାଯିବ ଏବଂ ଗଣତି
ମଣତି କରାଯିବ। ଦୀର୍ଘ ୪୫ବର୍ଷ ପରେ ରତ୍ନଭଣ୍ଡାର ଖୋଲାଯିବାକୁ ଥିବାରୁ ଏକ ଦକ୍ଷତାସଂପନ୍ନ
କମିଟିର ନିରୀକ୍ଷଣରେ ଏହାକୁ କାର୍ଯ୍ୟକାରୀ କରାଯିବ। ଏହି ଆଧାରରେ ଓଡ଼ିଶା ହାଇକୋର୍ଟର ପୂର୍ବତନ
ବିଚାରପତି ଜଷ୍ଟିସ ରଥଙ୍କ ଅଧ୍ୟକ୍ଷତାରେ ୧୬ଜଣିଆ କମିଟି ଗଠନ କରାଯାଇଛି। ପ୍ରଭୁ ଶ୍ରୀଜଗନ୍ନାଥ
ଶ୍ରୀମନ୍ଦିରରେ ନଥିବାବେଳେ କେଉଁ ଦିନ ରତ୍ନ ଭଣ୍ଡାର ଖୋଲାଯିବ
, ଭିତର ରତ୍ନଭଣ୍ଡାର
ମରାମତି ହେବ ଏବଂ ଗଣତି ମଣତି କାର୍ଯ୍ୟ କିପରି ଆରମ୍ଭ ହେବ ସେ ବାବଦରେ କମିଟି ଆଜି ବସିକି
ନିଷ୍ପତ୍ତି ନେବେ।

Tags: news
ShareTweetSendShare

RelatedNews

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
Latest News

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ
Latest News

ଆହୁରି ୪ ଦିନ କାଳବୈଶାଖୀ

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.