Saturday, May 10, 2025
No Result
View All Result
Odisha 365

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଆଧ୍ୟାତ୍ମିକ

ଶରଧାବାଲି ଅଭିମୁଖେ ଗଡ଼ିଲା ମା’ ସୁଭଦ୍ରାଙ୍କ ରଥ

param by param
Jul 8, 2024, 05:44 am GMT+0530
FacebookTwitterWhatsAppTelegram

 ଆଜି ନବଯୌବନ ଦର୍ଶନ ପରି ଏକାଧିକ ନୀତିକାନ୍ତି ଥାଇ ବି ନିର୍ଘଣ୍ଟ ସମୟ ପୂର୍ବରୁ ପହଣ୍ଡି ବିଜେ କରିଥିଲା ଶ୍ରୀଜିଉ। ଧାଡ଼ି ପହଣ୍ଡିରେ ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କର ପହଣ୍ଡି କରାଯାଇ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥରେ ବିଜେ କରିବା ପରେ ଆସିଥିଲେ ବଡ଼ଠାକୁର ବଳଭଦ୍ର। ତାପରେ ମା ସୁଭଦ୍ରା ଓ ଶେଷରେ ପ୍ରଭୁ ଜଗନ୍ନାଥ ରଥାରୂଢ ହୋଇଥିଲେ। ତାଳଧ୍ବଜରେ ବଡ଼ଠାକୁର, ଦର୍ପଦଳନରେ ମା’ ସୁଭଦ୍ରା ବିରାଜିତ ହୋଇଥିଲେ। ନନ୍ଦିଘୋଷ ରଥରେ ବିରାଜିଥିଲେ ମହାପ୍ରଭୁ କଳିଆ ସାଆନ୍ତ। ରଥରେ ମହାପ୍ରଭୁଙ୍କୁ ଦର୍ଶନ କଲେ ଗଜପତି ମହାରାଜ । ମହାପ୍ରଭୁଙ୍କ ଆଳତୀ ବନ୍ଦାପନା ସହ ଚାମର ସେବା କଲେ ଗଜପତି ମହାରାଜ। ପରେ ସେ ରଥ ଉପରେ ଛେରାପହଁରା ନୀତି କରିଥିଲେ।

ବଡ଼ଦାଣ୍ଡରେ ରଥାରୂଢ଼ ଶ୍ରୀଜିଉଙ୍କ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼ ଜମିଛି। ପୂର୍ବାହ୍‌ଣ ଓ ମଧ୍ୟାହ୍‌ଣରେ ଖରା ସହିତ ଗୁଳୁଗୁଳି ହୋଇଥିବା ବେଳେ ସନ୍ଧ୍ୟାରେ ପାଗ ଭଲି ଥିବାରୁ ଶ୍ରଦ୍ଧାଳୁମାନେ ଆଶ୍ବସ୍ତି ଦେଖାଯାଇଛି।ବଡ଼ଠାକୁରଙ୍କ ତାଳଧ୍ବଜ ପରେ ମା’ ସୁଭଦ୍ରାଙ୍କ ରଥ ‘ଦର୍ପଦଳନ’ ଶରଧାବାଲି ଅଭିମୁଖେ ଗଡ଼ିଛି। ଦୁଇ ରଥକୁ ଶ୍ରଦ୍ଧାଳୁମାନେ ଶ୍ରଦ୍ଧାରେ ଟାଣୁଛନ୍ତି। ନିର୍ଦ୍ଧାରିତ ସମୟ ପୂର୍ବରୁ ରଥ ଟଣା କାର୍ଯ୍ୟ ଆରମ୍ଭ ହୋଇଛି। ରଥ ଟଣାଯିବା ବେଳେ ପୁରୀ ବଡ଼ଦାଣ୍ଡ ଘଣ୍ଟ, ଶଙ୍ଖର ତାଳେତାଳେ ହରିବୋଲ ଓ ହୁଳହୁଳି ଶଦ୍ଦ ଶୁଭୁଛି।

Tags: news
ShareTweetSendShare

RelatedNews

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
Latest News

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

ଖୋଲିଲା କେଦାରନାଥ ଧାମ
Latest News

ଖୋଲିଲା କେଦାରନାଥ ଧାମ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.